-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   (25-Apr-2026)       ||      ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   (25-Apr-2026)       ||      ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଉଟ ସୋରର୍ସିଂ ସଂଘ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗୀର ନାଗରିକ କମିଟିର ଦାବୀପତ୍ର ପ୍ରଦାନ     (25-Apr-2026)       ||      ଭୁବନେଶ୍ୱର: ରେଳ ଧାରଣାରୁ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର   (25-Apr-2026)       ||      ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   (25-Apr-2026)       ||      ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   (25-Apr-2026)       ||      ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   (25-Apr-2026)       ||      ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   (25-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||     

HOME   ଜିଲ୍ଲା

ବଲାଙ୍ଗୀର -ଟିଟିଲାଗଡ ସିନଖମନ ଛକ ଠାରେ ବାଇକକୁ ଧକ୍କା ଦେଲା ହାଇୱା, ସଡକ ଦୁର୍ଘଟଣାରେ ଦଂପତ୍ତି ମୃତ

11-Oct-2022



 ଏପରି ଏକ ଦୁଃଖଦ ଘଟଣା ଘଟିଛି ବଲାଙ୍ଗିର-ଟିଟିଲାଗଡ ରାସ୍ତାର ସିଂହଖମନ ଛକ ଠାରେ ।  ବାଇକରେ ବଲାଙ୍ଗିର ରୁ କଳାହାଣ୍ଡି କୁ ଯାଉଥିବା ସମୟରେ ଦଂପତ୍ତିଙ୍କୁ ଧକ୍କା ଦେଇଥିଲା ହାଇୱା । ଘଟଣା ସ୍ଥଳରେ ସ୍ତ୍ରୀ ପ୍ରତିମା ସାହୁଙ୍କ ମୃତ୍ୟୁ ହୋଇଥିବା ବେଲେ, ଭୀମଭୋଇ ମେଡିକାଲ କଲେଜ

ହସପିଟାଲରେ ସ୍ୱାମୀ ପ୍ରେମାନନ୍ଦ ସାହୁଙ୍କ ମୃତ୍ୟୁ ହୋଇଛି । ଦଶହରାରେ ଭାଇ ଜିଉଁନ୍ତିଆ ଓଷା କରିବା ପାଇଁ ବଲାଙ୍ଗିର ରାମେଶ୍ୱର ନଗର ପଡାରେ ରହୁଥିବା ନିଜ ଭାଇ ଘରକୁ ଆସିଥିଲେ । ଆଜି ଶାଶୁଘରୁ ସ୍ତ୍ରୀଙ୍କୁ ଧରି ନିଜ ଗାଁ କଳାହାଣ୍ଡି ଜିଲ୍ଲା ଜରାଡୁଗୁରାକୁ ଯାଉଥିଲେ ପ୍ରେମାନନ୍ଦ । କିନ୍ତୁ ଅଧା ବାଟରେ ଜଗି ବସିଥିଲା ମୃତ୍ୟୁ । ସିଂହଖମନ ଛକ ଠାରେ ଦ୍ରୁତ ଗତିରେ ଆସିଥିବା ହାଇୱା ଧକ୍କାରେ ଦୁଇ ସ୍ୱାମୀ,ସ୍ତ୍ରୀଙ୍କ ଜୀବନ ଚାଲିଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   25-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   25-Apr-2026
  ରାଜ୍ୟ  
ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   25-Apr-2026
  ଜିଲ୍ଲା  
ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   25-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଉଟ ସୋରର୍ସିଂ ସଂଘ   25-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗୀର ନାଗରିକ କମିଟିର ଦାବୀପତ୍ର ପ୍ରଦାନ     25-Apr-2026
  ଜିଲ୍ଲା  
ଭୁବନେଶ୍ୱର: ରେଳ ଧାରଣାରୁ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର   25-Apr-2026
  ରାଜ୍ୟ  
ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   25-Apr-2026
  ରାଜ୍ୟ  
ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   25-Apr-2026
  ଜିଲ୍ଲା  
ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   25-Apr-2026
  ଜିଲ୍ଲା  
ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   25-Apr-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    24-Apr-2026

You Might Also Like