-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ରାଣୀ ବନ୍ଧ ଆଡିରେ ଚାଲିଛି ବେଆଇନ ମଦର ଆସର, ଫରେନ୍ ଲିକର୍ ସପ୍ କୁ ସିଲ୍ କଲା ବଲାଙ୍ଗୀର ମୁନିସିପାଲିଟି

11-Oct-2022



ବଲାଙ୍ଗିର (ପ୍ରେରଣା ଖବର) ବଲାଙ୍ଗୀର ସହରରେ ଦିନକୁ ଦିନ ନିଶା କାରବାର ବୃଦ୍ଧି ପାଇବାରେ ଲାଗିଛି । ଅବକାରୀ ବିଭାଗର ନିସ୍କ୍ରିୟତା ଯୋଗୁଁ ସହର ମଝିରେ ଦେଶୀ ଓ ବିଦେଶୀ ମଦର ଅବାଧ କାରବାର ବଢ଼ିବାରେ ଲାଗିଛି । ଏହି କ୍ରମରେ ଆଜି ବଲାଙ୍ଗୀର ଟିକ୍ରାପଡା ରାଣୀ ବନ୍ଧ ଆଡିରେ ବେଆଇନ ଭାବେ ଚାଲୁଥିବା  ଏକ ବିଦେଶୀ ଅଫ୍ ସୋପ୍ କୁ ସିଲ୍ କରିଛି ବଲାଙ୍ଗୀର ମୁନିସିପାଲିଟି । ବଲାଙ୍ଗୀର ମୁନିସିପାଲିଟି କାର୍ଯ୍ୟନିର୍ବାହୀ ଅଧିକାରୀ ସମି ରେଡ୍ଡି  ଜୟଶ୍ରୀଙ୍କ ନିର୍ଦ୍ଦେରେ ଏକ ଟିମ୍ ଆଜି ରାଣୀ ବନ୍ଧ ଆଡିରେ ଥିବା ବିଦେଶୀ ମଦ ଦୋକାନ ଉପରେ ଚଢ଼ଉ କରିଥିଲେ । ଅଫ୍ ସପ୍ ରେ କେବଳ ମଦ ବିକ୍ରି ହୋଇ ପାରିବ ମଦ ପିଆଯାଇପାରିବ ନାହିଁ କିନ୍ତୁ ଏଠାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି । ଏଠାରେ ପ୍ରତିଦିନ ମଦୁଆ ମାନଙ୍କ ଆଡ୍ଡା ଜମିଥାଏ । ପାଖରେ ମଦ୍ୟପ ମାନଙ୍କ ପାଇଁ  ଏକ ଚାଖନା ଦୋକାନ ମଧ୍ୟ ରହିଛି ।  ପୂର୍ବରୁ ବିଭିନ୍ନ ଗଣମାଧ୍ୟମରେ ଏହି ଖବର ବାରମ୍ବାର ପ୍ରକାଶିତ ହୋଇ ସାରଛି ।   ସୂଚନାଯୋଗ୍ୟ ଯେ, ଏଠାରେ ବହୁ ଦିନରୁ ଏକ ବିଦେଶୀ ମଦ ଦୋକାନ ରହିଛି । ଏଥିଯୋଗୁଁ ରାଣୀ ବନ୍ଧ ଆଡିରେ  ମଦୁଆ ଓ ଅସାମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ ବୃଦ୍ଧି ପାଇବାରେ ଲାଗିଛି । ସବୁଠାରୁ ବଡକଥା ହେଲା ମଦୁଆ ମାନେ ମଦ ପିଇ ମଦ ବୋତଲକୁ ପାଖ ରାଣୀ ବନ୍ଧକୁ ଫିଙ୍ଗି ଦେଉଥିବା ଯୋଗୁଁ ରାଣୀ ବନ୍ଧର ପାଣି ମଧ୍ୟ ପ୍ରଦୂଷିତ ହେଉଥିବା ଦେଖିବାକୁ ମିଳିଛି । ଆଜି ମୁନିସିପାଲିଟି କାର୍ଯ୍ୟନିର୍ବାହୀ ଅଧିକାରୀ ନିଜ ବିଭାଗର ଏକ ପ୍ରୋଜେକ୍ଟ କାମ ତଦାରଖ କରିବା ପାଇଁ ଆସିଥିବା ବେଳେ ଅତର୍କିତ ଭାବେ ଏହି ଚଢ଼ଉ କରିଥିଲେ । ମଦୁଆ ମାନଙ୍କୁ ଦମନ କରିବା ଦିଗରେ ପୌର ଅଧିକାରୀଙ୍କ  ତତ୍ପରତା ଜନବସତିପୂର୍ଣ୍ଣ ଟିକ୍ରାପଡାଅଂଚଳରେ  ମଦ କାରବାରକୁ କିଛିକାଂଶରେ କମା ଯାଇପାରିବ ବୋଲି ମତପ୍ରକାଶ ପାଇଛି । ବଲାଙ୍ଗୀର ମୁନିସିପାଲିଟିର ଏହି ପଦକ୍ଷେପକୁୁ ସହରବାସୀ ସ୍ୱାଗତ  କରିଛନ୍ତି ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like