-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଓଡିଶା ପ୍ରଶାସନିକ ସେବାରେ କୃତକାର୍ଯ୍ୟ ହେଲେ ଦିନ ମଜୁରିଆ ବାପା ମାଙ୍କ ପୁଅ ହେମନ୍ତ

11-Oct-2022



ଲୋଇସିଂହା/ ଆଗଲପୁର, (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ନଅ ଗାଁ (ଖ ) ଗ୍ରାମ ର ବାପା ସମାରୁ ପୁଟା  ଓ ମାଆ ରୁକ୍ମଣୀ ପୁଟା ଙ୍କ ମଝିଆଁ ପୁଅ ହେଉଛନ୍ତି ହେମନ୍ତ ପୁଟା l ଦେଖିବାକୁ ଗଲେ ହେମନ୍ତ ପୁଟା ପାଠପଢ଼ା ଗାଁଁ ସ୍କୁଲରେ ଆରମ୍ଭ ହୋଇଥିଲା l ହେମନ୍ତ ନିଜ ଗାଁଁ ପଂଚାୟତ ହାଇସ୍କୁଲ ନଅଗାଁ(ଖା )ରେ ଦଶମ ଶ୍ରେଣୀ ପଢ଼ି ସାରିବା ପରେ ଲୋଇସିଂହା ମହାବିଦ୍ୟାଳୟରେ +୨ କଳାରେ ଅଧ୍ୟୟନ କରିଥିଲେ l ପରେ ଭୁବନେଶ୍ୱର ସ୍ଥିତ kalinga institute of social science (kiss ) ରେ ସ୍ନାତକ ଡିଗ୍ରୀ ହାସଲ କରିବା ପରେ ବଲାଙ୍ଗୀର ରେ ବି ଇ ଡ଼ି କରିଥିଲେ l ବି ଇ ଡ଼ି ସରିବା ପରେ ଶିକ୍ଷା ସହାୟକ ଭାବେ ଋଷୁଡ଼ା ଆଶ୍ରମରେ ଦୁଇବର୍ଷ କାମ କରିଥିଲେ l 2018 ମସିହାରେ ଭବାନୀପାଟଣା ନିକଟସ୍ଥ ମୁର୍ସିଗୁଡା ଓଡିଶା ଆଦର୍ଶ ବିଦ୍ୟାଳୟରେ  ଏବଂ ୨୦୨୧ରୁ ବଲାଙ୍ଗୀର ଜିଲ୍ଲା ଝାରମୁଣ୍ଡା ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟରେ ଶିକ୍ଷକତା କରିବା ସହିତ ଓଡିଶା ପ୍ରଶାସନିକ ସେବା ପାଇଁ ନିଜକୁ ପ୍ରସ୍ତୁତ କରୁଥିଲେ ହେମନ୍ତ l ପୂର୍ବରୁ ଦୁଇ ଥର  ଓ ଏ ଏସ ପରୀକ୍ଷା ଦେଇଥିଲେ ମଧ୍ୟ ଏଥର ୩୨୪ ରେଙ୍କ ରେ ଉତୀର୍ଣ୍ଣ ହୋଇଥିବାରୁ ବହୁତ ଖୁସି ଅନୁଭବ କରୁଛନ୍ତି ହେମନ୍ତ l ଏହି ସଫଳତାରେ ହେମନ୍ତ ଙ୍କ ନିକଟକୁ ଅଭିନନ୍ଦନର ସୁଅ ଛୁଟୁଥିବା ବେଳେ ଗାଁଁ ରେ ଖୁସିର ଲହରୀ  ଖେଳିଯାଇଛି l ନିଜ ପରିଶ୍ରମ ସହ ବାପା ମାଙ୍କ ଆଶୀର୍ବାଦ ରହିଛି ବୋଲି ହେମନ୍ତ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like