-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବିନିକା ଓ ଫୁଲମୁଠିରେ ଗୋକୁଲାଷ୍ଟମୀ ଯାତ୍ରା ମହୋତ୍ସବ ନେଇ ପ୍ରସ୍ତୁତି

11-Oct-2022



ବିନିକା(ହିମାଂଶୁ ଶେଖର ପୁଟେଲ) କଳା ଓ ସଂସ୍କୃତିର ଜିଲ୍ଲା ସୁବର୍ଣ୍ଣପୁରର ବିନିକା ଓ ଫୁଲମୁଠିରେ ପୃଥକ ପୃଥକ ଭାବରେ ଗୋକୁଲାଷ୍ଟମୀ ଯାତ୍ରା ମହୋତ୍ସବ ପାଳନ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି ।ପୌରାଣିକ ଐତିହାସିକ କିମ୍ବଦନ୍ତୀ ଉପରେ ଆଧାରିତ ଭଗବାନ ଶ୍ରୀକୃଷ୍ଣଙ୍କ ବାଲ୍ୟଲୀଳା ଠୁଁ ଆରମ୍ଭ ହୋଇ ପ୍ରଭୁଙ୍କ ଗୋ ଚାରଣ,ମଥୁରାର କଂସ ଦରବାର,ନିମନ୍ତ୍ରିତ ଅତିଥି ମାନଙ୍କୁ ସମ୍ମାନିତ ସହ ରାଜ୍ୟର ବିକାଶ ପାଇଁ ନିର୍ଦ୍ଦେଶ,ଦୈବବାଣୀରେ ବିଚଳିତ ତ୍ରିଭୁବନ ବିଜୟୀ କଂସ ଭଣଜା କୃଷ୍ଣଙ୍କ ନିଧନ ପାଇଁ   ଗୋପପୁରକୁ ରାକ୍ଷସ ପ୍ରେରଣ,କୃଷ୍ଣଙ୍କ ଦ୍ଵାରା ଦାନବ କୂଳ ନିହତ,କୃଷ୍ଣଙ୍କ ପରାକ୍ରମରେ ସାରା ଗୋପପୁର ବାସିଙ୍କ ତରଫରୁ ବିଜୟ ଉତ୍ସବ ପାଳିତ ହେବା ସହ କୃଷ୍ଣ ବଳରାମଙ୍କ ନଗର ପରିକ୍ରମା ଆଦି ଦୃଶ୍ୟ ନାଟ୍ୟାଭିନୟ କ୍ରମରେ ପ୍ରଦର୍ଶିତ ହୋଇଥାଏ ।ବିଗତ ଦୁଇ ବର୍ଷ ଧରି କରୋନା କଟକଣା ଯୋଗୁଁ ପୂଜା ବିଧିରେ ସୀମିତ ଥିବା ଏହି ଯାତ୍ରା ମହୋତ୍ସବ ଚଳିତ ବର୍ଷ ଉଭୟ ସ୍ଥାନରେ ବେଶ ଯାକଯମକରେ ପାଳନ କରିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି ।ଏହି ବ୍ଳକ ଅନ୍ତର୍ଗତ ଫୁଲମୁଠି ଉପରପଡ଼ା ପୂଜାମଣ୍ଡପ ଠାରେ ଅନୁଷ୍ଠିତ ବୈଠକରେ ବ୍ରଜବିହାରୀ ନାଟ୍ୟନୁଷ୍ଟାନର ସମସ୍ତ ସଦସ୍ୟଙ୍କ ସମେତ ଗ୍ରାମବାସୀ ଉପସ୍ଥିତ ରହି ଯାତ୍ରା ପରିଚାଳନା ନେଇ ଆଲୋଚନା କରିଥିଲେ ।ପରେ ଯାତ୍ରା ଉଦୋକ୍ତା ତଥା ପୂଜକ ଗଣେଶରାମ ଦାଶ ଯାତ୍ରା ମହୋତ୍ସବର ପୂଜା ଲଗ୍ମ ଓ ଯାତ୍ରା ତିଥି ନିର୍ଧାରଣ କରିଥିଲେ ।ନଭେମ୍ବର ୨୮ରୁ ଡିସେମ୍ବର ୫ତାରିଖ ପର୍ଯ୍ୟନ୍ତ ହେଉଥିବା ଏହି ଯାତ୍ରାର ବିଭିନ୍ନ ଦିବସରେ  କମିଟି ତରଫରୁ ପ୍ରଭୁଙ୍କ ପୂଜା,ଯାତ୍ରା ଶୁଭ,ଖୋଲାମଞ୍ଚରେ କଳାକାରଙ୍କ ଦ୍ଵାରା ନାଟ୍ୟଭିନୟ ଦୃଶ୍ୟ,କଂସଦରବାର,ବଚ୍ଛାସୁର,ବକାସୁର,ଅର୍ଘାସୁର ବଧ ଆଦି ଅନୁଷ୍ଟିତ ହେବ ।ସେହିପରି ୨୩୯ବର୍ଷରେ ପଦାର୍ପଣ କରିଥିବା ବିନିକା କଂସାରିପଡ଼ାର ସର୍ବ ପୁରାତନ ଗୋକୁଳାଷ୍ଟମୀ ମହୋତ୍ସବ ପାଳନ ନେଇ ବ୍ରଜ ବିହାରୀ ନୃତ୍ୟ କଳା ପରିଷଦ

ସଭାପତି ପ୍ରସନ୍ନ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କମିଟିର ସମସ୍ତ ସଦସ୍ୟ ଯୋଗଦେଇଥିଲେ ।ଆଲୋଚନା ପରେ ଏହି ଯାତ୍ରା ନଭେମ୍ବର ୧୩ତାରିଖରୁ ୨୦ତାରିଖ ପର୍ଯ୍ୟନ୍ତ ମହାଆଡମ୍ବର ପୂର୍ଣ୍ଣ ଭାବରେ ପାଳନ କରିବା ନେଇ ପ୍ରସ୍ତାବ ଗୃହୀତ ହୋଇଥିଲା । ତାହା ସହିତ ଯାତ୍ରାରେ ବିଶେଷ ଆକର୍ଷଣ କଂସ ଦରବାର,ହାତୀ ପିଠିରେ ବସି କଂସର ନଗର ପରିକ୍ରମା ସହ ବିଭିନ୍ନ ବ୍ୟକ୍ତିଙ୍କୁ ଅର୍ଥ ଦଣ୍ଡରେ ଦଣ୍ଡିତ,ମୀନା ବଜାର ଏବଂ ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ବୈଠକରେ କମିଟି ସମ୍ପାଦକ ସଞ୍ଜୟ ଦାସ,ଉପସଭାପତି ରାମଚନ୍ଦ୍ର ଦାସ,ସାଂସ୍କୃତିକ ସମ୍ପାଦକ ପଦ୍ମ ଲୋଚନ ଦାସ(କାହୁଁ) ପ୍ରମୁଖଙ୍କ ସମେତ ବହୁ ସଦସ୍ୟ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like