-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବେଆଇନ ବନ୍ଧୁକ କାରଖାନା ଠାବ ,୪ ବନ୍ଧୁକ,୨ ପିସ୍ତଲ ଜବତ ତିଆରି ସାମଗ୍ରୀ ଜବତ

11-Oct-2022



ବୌଦ୍ଧ:  ବୌଦ୍ଧ ଜିଲ୍ଲା ମନମୁଣ୍ଡା ପୋଲିସକୁ ମିଳିଛି ବଡ ସଫଳତା । ବେଆଇନ ବନ୍ଧୁକ କାରଖାନା ଠାବ ସହ ୪ ବନ୍ଧୁକ,୨ ପିସ୍ତଲସହ ବ୍ୟାପକ ବନ୍ଧୁକ ତିଆରି ସାମଗ୍ରୀ ଜବତ ସହିତ ଜଣକୁ ଗିରଫ କରିଛି । ବୌଦ୍ଧ ଜିଲ୍ଲାର ଉପାନ୍ତ ପଂଚାୟତ କାହାଯାଉଥିବା  ଶଗଡା ଗ୍ରାମପଂଚୟାତର ସିଲେଇପଡାରେ ଏହି ବେଆଇନ ବନ୍ଧୁକ କାରଖାନା ଠାବ ହୋଇଛି । ଦିର୍ଘ ଦିନରୁ ଏହି ଅଂଚଳରେ ବେଆଇନ ବନ୍ଧୁକ କାରଖାନା ଚାଲିଆସୁଥିଲେ ହେଁ ସ୍ଥାନୀୟ ପୋଲିସ ପାଖରେ ଏନେଇ କୌଣସି ସୁରାଖ ନଥିଲା । ତେବେ ଏ ନେଇ ବୌଦ୍ଧ ଜିଲ୍ଲାର ସ୍ୱତନ୍ତ୍ର ସ୍କାର୍ଡ ଖବର ପାଇ ଗତକାଲି ବିଳମ୍ବିତ ରାତ୍ରୀରେ ମନମୁଣ୍ଡା ପୋଲିସ ସହ ମିଶି ଚଢାଉ କରିଥିଲା । ଫଳରେ ସାଲେଇପଡାର ଶେଷଦେବ ବିନ୍ଧାଣୀଙ୍କ ଘର ଭିତରେ ଚାଲିଥିବା ବେଆଇନ ବନ୍ଧୁକ କାରଖାନାକୁ ଠାବ କରିଥିଲା । ସେଠାରେ ୪ଗୋଟି ଦେଶୀ ବନ୍ଧୁକ,୨ଗୋଟି ଦେଶୀ ପିସ୍ତଲ ସହ ବ୍ୟାପକ ମାତ୍ରାରେ ବନ୍ଧୁକ ତିଆରି ସାମଗ୍ରୀ ଜବତ କରିଛି । କାଠ ଓ ଲୁହାକୁ ବ୍ୟବହାର କରାଯାଇ ଏସବୁ ବନ୍ଧୁକ ତିଆରି ହେଉଥିବା ଜଣାପଡିଛି । ଏହି ଘଟଣାରେ ଶେଷଦେବ ବିନ୍ଧାଣୀଙ୍କୁ ଗିରଫ କରିବା ସହ କୋର୍ଟ ଚାଲାଣ କରିଛି ମନମୁଣ୍ଡା ପୋଲିସ । ତେବେ କେବେଠାରୁ ସାଲେଇପଡାରେ ଏହି ବେଆଇନ ବନ୍ଧୁକ କାରଖନା ଚାଲିଆସୁଥିଲା । ଏହାର ଲିଙ୍କ କେଉଁ ଅଂଚଳ ସହ ରହିଛି ଏବଂ ଆଉ କେଉଁମାନେ ଏହା ସହ ଜଡିତ ଅଛନ୍ତି ସେନେଇ ପୋଲିସର ତଦନ୍ତ ପ୍ରକ୍ରୀୟା ଆରମ୍ଭ ହୋଇଥିବା ବୌଦ୍ଧ ଏସଡିପିଓ ଆନନ୍ଦ ବର୍ଦ୍ଧନ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like