-+91-9937148622 |

prerana_bgr@rediffmail.com |

  Sunday 26th April 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||      କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   (25-Apr-2026)       ||      କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ    (25-Apr-2026)       ||      ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Apr-2026)       ||      ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   (25-Apr-2026)       ||      ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (25-Apr-2026)       ||      ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା            (25-Apr-2026)       ||      ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   (25-Apr-2026)       ||      ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   (25-Apr-2026)       ||      ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଉଟ ସୋରର୍ସିଂ ସଂଘ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗୀର ନାଗରିକ କମିଟିର ଦାବୀପତ୍ର ପ୍ରଦାନ     (25-Apr-2026)       ||      ଭୁବନେଶ୍ୱର: ରେଳ ଧାରଣାରୁ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର   (25-Apr-2026)       ||      ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   (25-Apr-2026)       ||      ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   (25-Apr-2026)       ||      ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   (25-Apr-2026)       ||      ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   (25-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||     

HOME   ଜିଲ୍ଲା

ବିଲେଇସର୍ଡା ହାଇସ୍କୁଲରେ ଅନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ

11-Oct-2022



 ବଲାଙ୍ଗିର/ପୁଇଁତଳା(ପ୍ରେରଣା ଖବର)- ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ଜବାହାରଲାଲ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଅନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ ହୋଇଯାଇଛି ।  ପ୍ରଧାନ ଶିକ୍ଷକ ସ୍ୱାଧୀନ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ସରପଞ୍ଚ ତପସ୍ୱିନୀ ବିଶ୍ୱାଲ ଯୋଗ ଦେଇ କିଶୋରୀ ସ୍ୱାସ୍ଥ୍ୟ, ଶିକ୍ଷା ଅଧିକାର, ବ୍ୟକ୍ତିଗତ ପରିଚ୍ଛନ୍ନତା, ବାଲ୍ୟ ବିବାହ ଓ ଅନ୍ୟାନ୍ୟ ଶିଶୁ ସୁରକ୍ଷା ସମ୍ପର୍କିତ ବିଷୟ ଉପରେ ଆଲୋଚନା କରିଥିଲେ । ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ସୁଧାଂଶୁ ଶେଖର ପ୍ରଧାନ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ବାଳିକା ମାନଙ୍କୁ ସଶକ୍ତ କରିବା ଉଦ୍ଦେଶ୍ୟରେ ‘ବେଟି ବଚାଓ ବେଟି ପଢାଓ’ ଯୋଜନା ସମ୍ପର୍କରେ କହିବା ସହ ଅଭିଭାବକମାନଙ୍କ ମାନସିକତା ବଦଳିଲେ ହିଁ ବାଳିକା ମାନଙ୍କ ପ୍ରତି ସମାଜର ଦୃଷ୍ଟିକୋଣ ବଦଳିବ ବୋଲି କହିଥିଲେ । ପ୍ରଧାନ ଶିକ୍ଷକ ଶ୍ରୀ ସାହୁ ନିଜ ସଭାପତିତ୍ୱ ଅଭିଭାଷଣରେ ଝିଅ ମାନଙ୍କର ଭବିଷ୍ୟତ ଯେତେ ଉଜ୍ଜ୍ୱଳ ହେବ, ପର ପିଢି ପାଇଁ ତାହା ବରଦାନ ସାବ୍ୟସ୍ତ୍ୟ ହେବ ବୋଲି ମତ ପ୍ରକାଶ କରିବା ସହ ଚଳିତ ବର୍ଷ ଏହି ଦିବସର ବିଷୟ ‘ବର୍ତ୍ତମାନ ଆମ ସମୟ-ଆମ ଅଧିକାର ଆମ ଭବିଷ୍ୟତ’ ଉପରେ ଆଲୋକପାତ କରିଥିଲେ । ଏହି ଅବସରରେ ବିଦ୍ୟାଳୟର ସପ୍ତମ ଶ୍ରେଣୀର ଛାତ୍ର ଛାତ୍ରୀଙ୍କ ଦ୍ୱାରା ନାଟକ ‘ମୁଁ ଜଣେ ଝିଅ’ ମଞ୍ଚସ୍ଥ ହୋଇଥିଲା । ପୂର୍ବରୁ ଆୟୋଜିତ ପ୍ରବନ୍ଧ, ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗୀତାରେ ତୃପ୍ତିମୟୀ ମିଶ୍ର, କିରନ ମିଶ୍ର, ପ୍ରତିଭା ସଲମା, ସୁହାନୀ ନାଏକ, ସୁନୈନା ସାହୁ, ମୌସୁମୀ ବିଶ୍ୱାଲ, ପାୟଲ ପ୍ରଧାନ, ଚୁମକି ପଧାନ, ଜାହ୍ନବୀ ସାହୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ । କାର୍ଯ୍ୟକ୍ରମ ର ସଂଯୋଜନା ଶିକ୍ଷକ ରଞ୍ଜିତ ମିଶ୍ର କରିଥିବା ବେଳେ ଧନ୍ୟବାଦ ଦେଇଥିଲେ ଶିକ୍ଷୟିତ୍ରୀ ସୁବାସିନୀ ସେଠୀ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ ପ୍ରଦୀପ ଦଣ୍ଡସେନା, ପଙ୍କଜ ମେହେର, ତପନ ବୁଡେକ, ସୁଷମା ମେହେର, ଅଶ୍ୱିନୀ ମହାଲିଙ୍ଗ, ରଶ୍ମୀତା ବିଶ୍ୱାଲ, ରଶ୍ମୀତା ନନ୍ଦ, ଶିକ୍ଷା କର୍ମଚାରୀ ଅମୂଲ୍ୟ ଦୋରା, ଜଗନ୍ନାଥ ଯୋଶୀ ପ୍ରମୁଖ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ରାଜ୍ୟ  
କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ   25-Apr-2026
  ଜିଲ୍ଲା  
କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   25-Apr-2026
  ଜିଲ୍ଲା  
କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ   25-Apr-2026
  ଜିଲ୍ଲା  
ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Apr-2026
  ଜିଲ୍ଲା  
ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   25-Apr-2026
  ଜିଲ୍ଲା  
ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   25-Apr-2026
  ଜିଲ୍ଲା  
ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା           25-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   25-Apr-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   25-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   25-Apr-2026
  ରାଜ୍ୟ  
ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   25-Apr-2026
  ଜିଲ୍ଲା  
ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   25-Apr-2026

You Might Also Like