-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ମା ସୁରେଶ୍ୱରୀ ଘେନ ଜୁହାର କୋଶଲି ଭଜନ ସଂଗୀତ କୁ  ଲୋକାର୍ପିତ କଲେ ଜଷ୍ଟିସ ସି ଆର ଦାଶ

11-Oct-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) ଆଜି ସୁବର୍ଣ୍ଣପୁର ର ଅଧିଷ୍ଠାତ୍ରୀ ଦେବୀ ମା ସୁରେଶ୍ୱରୀ ଙ୍କ ମନ୍ଦିର କ୍ୟାମ୍ପସ ଠାରେ  *ମା ସୁରେଶ୍ୱରୀ ଘେନ ଜୁହାର* କୋଶଲି ଭଜନ ସଂଗୀତ ର ଲୋକାର୍ପଣ ଉତ୍ସବ ପାଳନ ହୋଇ ଯାଇଛି l ପ୍ରଥମେ ପୂଜକ କାଳୀ ପ୍ରସାଦ  ମିଶ୍ର ଙ୍କ ଦ୍ୱାରା ମା ଙ୍କ ମଙ୍ଗଳ ଆଳତୀ କରାଯାଇ ଆଜ୍ଞାମାଳ ପହଞ୍ଚି ଥିଲା l ଏହି ଉତ୍ସବ ର ମୁଖ୍ୟ

ଅତିଥି ତଥା ମା ଙ୍କ ପରମ ଭକ୍ତ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ ଏହି ଭଜନ ସଂଗୀତ  କୁ ଲୋକାର୍ପଣ କରି ଆମ ସଂସ୍କୃତି ଆମ ସଂସ୍କାର ଏଇ ଆମ ସୋନପୁର ର ପରିଚୟ ବୋଲି ମତ ରଖି ଏହି ମାଟି ଓ ମନ୍ଦିର ମାଳିନୀ ସହର ର  ସୌନ୍ଦର୍ଯ୍ୟ ଓ ସୁରକ୍ଷା ପ୍ରତି  ସମସ୍ତେ ଯତ୍ନ ବାନ ହେବାକୁ ସହଯୋଗ କରିବାକୁ ଅନୁରୋଧ କରିଥିଲେ  l  ଏବଂ  ଉଦ୍ୟୋକ୍ତl, ଲେଖକ  ସୁଦାମ ନାଏକ, ପଠାନ କଲ୍ୟାଣୀ ପଣ୍ଡା ଓ ଟି ସୌରୀ ଟିମ, ମ୍ୟୁଜିକ ଡାଇରେକ୍ଟର ବ୍ରହ୍ମl କୁମାର  ଙ୍କୁ  ଭୁୟସୀ ପ୍ରଶଂସା କରିଥିଲେ l ସମ୍ମାନିତ ଅତିଥି ଭାବେ ସୁବର୍ଣ୍ଣପୁର ଜ଼ିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସୁପାର ଠେଲା, ଏସପି ଶ୍ରୀ ଅମରେଶ ପଣ୍ଡା, ଏଡିଏମ ଶ୍ରୀ ସୂର୍ଯ୍ୟ ନାରାୟଣ ଦାଶ, ପୌର ପରିଷଦ ଅଧ୍ୟକ୍ଷା ତାମସୀ ତାମସ୍ମିତା ନାଏକ, କୃଷକ ନେତା ବୈକୁଣ୍ଠ ଶତପଥୀ, ପ୍ରାକ୍ତନ ନିଗମ ଅଧ୍ୟକ୍ଷ ଅଭିମନ୍ୟୁ କୁଶଳ, ପ୍ରାକ୍ତନ ପୌର ଅଧ୍ୟକ୍ଷ ପ୍ରକାଶଚନ୍ଦ୍ର ସାହୁ, ଯୋଗ ଦେଇ ଯନ୍ତ୍ର ମନ୍ତ୍ର ତନ୍ତ୍ର ପୀଠ

ସୁବର୍ଣ୍ଣପୁର ର ଐତିହ ସଂସ୍କୃତି ପରମ୍ପରା ଓ ମା ଅଷ୍ଟ ଚଣ୍ଡୀ ଙ୍କ ଉପରେ ଆଧାରିତ ମା ସୁରେଶ୍ୱରୀ ଙ୍କ ଏହି  ଆକର୍ଷଣୀୟ କୋଶଲି ଭଜନ ଟି ମା ଙ୍କ ଅଗଣିତ ଭକ୍ତ ଶ୍ରଦ୍ଧାଳୁ ଙ୍କ ମନ କୁ ହୃଦୟ କୁ ଛୁଇଁ ପାରିବ ବୋଲି ମତ ରଖି ଥିଲେ l ସଭାରେ ସହର ର ସମସ୍ତ ମିଡ଼ିଆ ଓ ବୁଦ୍ଧିଜୀବୀ ଯୋଗ ଦେଇଥିବା ବେଳେ ଆସନ୍ତା ଦୀପାବଳୀ ବେଳେ  ମା ର ଗୁନ ଗାଥା ଫିଲିମ ସୁଟିଙ୍ଗ ଆରମ୍ଭ ହେବ ବୋଲି ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like