-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ଜ଼ିଲ୍ଲା ପାଠାଗାର ଉନ୍ନତି କରଣ କମିଟି ବୈଠକ ଅନୁଷ୍ଠିତ

12-Oct-2022



ବୌଦ୍ଧ(ହୃଦାନନ୍ଦ ମେହେର): ଗତକାଲି ଅପରାହ୍ନ ୪.୩୦ ମିନିଟ ସମୟରେ ଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜ଼ିଲ୍ଲା ପାଠାଗାର ସହିତ ଅଧିକ ସଂଖ୍ୟକ ପାଠକ ପାଠିକା ସାମିଲ ପାଇଁ  ଜ଼ିଲ୍ଲା ପାଠାଗାର ଉନ୍ନତିକରଣ କମିଟି ବୈଠକ ଜ଼ିଲ୍ଲାପାଳ ସତ୍ୟ ରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସଭା ପ୍ରାରମ୍ଭରେ ଭାରପ୍ରାପ୍ତ ସଂସ୍କୃତି ଅଧିକାରୀ ପ୍ରତାପ ଚନ୍ଦ୍ର ପ୍ରଧାନ ଉପସ୍ଥିତ ସଦସ୍ୟ ସଦସ୍ୟା ମାନଙ୍କୁ ସ୍ୱାଗତ କରି ବୈଠକର ଆଭିମୁଖ୍ୟ ଉପରେ ସୂଚନା ପ୍ରଦାନ କରିଥିଲେ । ଏହି ବୈଠକରେ ପାଠାଗାର ପାଇଁ ଜ଼ିଲ୍ଲାର ବଦାନ୍ୟ ବ୍ୟକ୍ତିବିଶେଷଙ୍କ ଦ୍ୱାରା ପୁସ୍ତକ ଦାନ ପାଇଁ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ସାହୁ ଆହ୍ୱାନ ଜଣାଇଥିଲେ । ପାଠାଗାର ପରିଚାଳନା ପାଇଁ ବୈଠକରେ ଉପସ୍ଥିତ ସଦସ୍ୟ ସଦସ୍ୟାଙ୍କ ଠାରୁ ବିଭିନ୍ନ ପ୍ରସ୍ତାବ ନିଆଯାଇଥିଲା । ଜ଼ିଲ୍ଲାପାଳଙ୍କ ଉଦ୍ୟମକ୍ରମେ ଅକ୍ଟୋବର ୨ ତାରିଖରେ ଏହି ପାଠାଗାରକୁ ନୂତନ ରୂପ ଦେଇ ଉଦଘାଟନ କରାଯାଇଥିବା ବେଳେ ପାଠାଗାରକୁ କିପରି ଛୋଟ ପିଲାଠାରୁ ବୟସ୍କ ପର୍ଯ୍ୟନ୍ତ ସମସ୍ତେ କିପରି ଆକର୍ଷିତ ହୋଇପାରିବେ ବୈଠକରେ ଯୋଜନା ପ୍ରସ୍ତୁତ କରାଯାଇଥିଲା । ସମସ୍ତ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀମାନେ ଯେପରି ପାଠାଗାର ପ୍ରତି ଆକର୍ଷିତ ହୋଇପାରିବେ ଶିକ୍ଷାନୁଷ୍ଠାନର ମୁଖ୍ୟମାନେ ଦାୟିତ୍ୱ ନେବାକୁ ଜ଼ିଲ୍ଲାପାଳ ପରାମର୍ଶ ଦେଇଥିଲେ । ସପ୍ତାହକୁ ଅନ୍ତତଃ ଦୁଇଦିନ ବିଭିନ୍ନ ବର୍ଗର ଛାତ୍ରଛାତ୍ରୀଙ୍କ ମଧ୍ୟରେ କୁଇଜ,ବକ୍ତୃତା,ପ୍ରବନ୍ଧ ଲିଖନ,ସଙ୍ଗିତ,କ୍ଷୁଦ୍ର ଗଳ୍ପ କଥନ,ଚିତ୍ରାଙ୍କନ ତଥା ଅନ୍ୟାନ୍ୟ ପ୍ରତିଯୋଗିତା ଅନୁଷ୍ଠିତ କରାଯାଇ ଛାତ୍ରଛାତ୍ରୀମାନଙ୍କ ପାଠାଗାର ପ୍ରତି ଆକର୍ଷଣ ବୃଦ୍ଧି କରାଯିବାକୁ ନିଷ୍ପତି ଗ୍ରହଣ କରାଯାଇଥିଲା । ପାଠାଗାରର ବିକାଶ ପାଇଁ ଜ଼ିଲ୍ଲାବାସୀ ସହଯୋଗ କରିବା ସହିତ ଶହେ ଟଙ୍କା ଦେଇ ନିଜେ ପାଠାଗାରର ସଦସ୍ୟ ହେବା ସହିତ ନିଜର ପରିବାର ସଦସ୍ୟ ଓ  ସମସ୍ତ ପରିଚିତ ବ୍ୟକ୍ତି ବିଶେଷଙ୍କୁ ଏହି ଅଭିଯାନରେ ସାମିଲ କରିବାକୁ ଜ଼ିଲ୍ଲାପାଳ ଶ୍ରୀସାହୁୂ ଆହ୍ୱାନ ଜଣାଇଛନ୍ତି । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜ଼ିଲ୍ଲାପାଳ ବବିତାରାଣୀ ଦଳବେହେରା,କାର୍ଯ୍ୟନିର୍ବାହୀ ଅଧିକାରୀ ଜ଼ିଲ୍ଲାପରିଷଦ ଅଶ୍ୱିନୀ କୁମାର ମେହେର,ଉପଜିଲାପାଳ ସନତ

କୁମାର ନାଏକ,ଜିଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ, ବୌଦ୍ଧ କଲେଜ ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ବେହେରା, ମହିଳା କଲେଜ ଅଧ୍ୟକ୍ଷ ରବିନ୍ଦ୍ର ନାଥ ଗୁରୁ, ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ରାଜକିଶୋର ପୃଷ୍ଟି,କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷା ରାଜଲକ୍ଷ୍ମୀ ବିଶ୍ୱାଳ,ଯୋଗୀନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ସଂଜିବ କୁମାର ପ୍ରଧାନ,ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ସତ୍ୟ ନାରାୟଣ ଦେହୁରୀ ଓ ବୌଦ୍ଧ କଲେଜ ଲାଇବ୍ରେରିଆନ ଅଜିତ କୁମାର ମିଶ୍ରଙ୍କ ସମେତ ସଂସ୍କୃତି କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ବୈଠକରେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like