-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ମହାବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଦିବସ ପାଳନ ପାଇଁ ବିଗୁଲ ବାଜିଲା।

12-Oct-2022



 ନବରଙ୍ଗପୁର(ପ୍ରେରଣା ଖବର) : ନବରଙ୍ଗପୁର ଜିଲ୍ଲା ର ସର୍ବପୂରାତନ ଶିକ୍ଷା ଅନୁଷ୍ଠାନ  ନବରଙ୍ଗପୁର ମହାବିଦ୍ୟାଳୟ ତାର ପଚାଶ ବର୍ଷ ଅତିକ୍ରମ କରି ବାବନ ବର୍ଷରେ ପ୍ରଦାର୍ପଣ କରୁଛି। ୧୯୭୧ ମସିହାରେ ପ୍ରତିଷ୍ଠା ହୋଇଥିବା  ନବରଙ୍ଗପୁର ମହାବିଦ୍ୟାଳୟ ୨୦୨୧ ମସିହାରେ ତାର ପଚାଶ ବର୍ଷ ପୂରଣ ହୋଇଥିଲେ ମଧ୍ୟ  ସାରା ବିଶ୍ୱରେ ମହାମାରୀ କୋରନା ର

ପ୍ରକୋପ ସାମ୍ନା ସ୍ଵରୂପ ଠିକ ସମୟରେ ତାର ପଚାଶ ବର୍ଷ ପୂର୍ତ୍ତି ପାଳନ  ପାଳନ  ହୋଇପାରି ନଥିଲା। ଆଜି ନବରଙ୍ଗପୁର ର ଅଧିଷ୍ଠାତ୍ରୀ ଦେବୀ ମା ଭଣ୍ଡାର ଘରଣୀଙ୍କ ମନ୍ଦିରରୁ ରାଜ ପୁରୋହିତ ନରସିଂହ ତ୍ରିପାଠୀ ଙ୍କ ଦ୍ଵାରା ପୂଜାର୍ଚନା କରିବା ପରେ ଏକ ବିଶାଳ ଶୋଭାଯାତ୍ରା ସହର ପରିକ୍ରମା କରି  ନବରଙ୍ଗପୁର ମହାବିଦ୍ୟାଳୟ ପହଞ୍ଚିଲା ପରେ ଆନୁଷ୍ଠାନିକ ଭାବରେ ନବରଙ୍ଗପୁର ମହାବିଦ୍ୟାଳୟର ପ୍ରାଶାସନିକ ଭବନ ଉଦଘାଟନ ହୋଇଥିଲା। ପ୍ରକାଶ ଥାଉକି ଏହି ବର୍ଷ ପାର୍ବଣ ରୁତୁ ତଥା ଡିସେମ୍ବର ମାସ ତା ୧୬.୧୨.୨୦୨୨ ରିଖ ଠାରୁ ୧୮.୧୨.୨୦୨୨ ପର୍ଯ୍ଯନ୍ତ ଜିଲ୍ଲାର ସର୍ବପୂରାତନ ନବରଙ୍ଗପୁର ମହାବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଦିବସ ପାଳନ କରିବା ପାଇଁ ତାରିଖ ସ୍ଥିରୀକୃତ ହୋଇଛି। ଏହି ଶୋଭାଯାତ୍ରା ରେ ଜିଲ୍ଲାର ଅନେକ ମାନ୍ୟଗଣ୍ୟ ବ୍ୟକ୍ତି,ବୟୋଜ୍ଯୋଷ୍ଠ ବ୍ୟକ୍ତି,ବୁଦ୍ଧିଜୀବୀ ସ୍ଵେଚ୍ଛାସେବୀ, ଆଇନଜୀବୀ,ସାମ୍ବାଦିକ, ପୁରାତନ ଛାତ୍ର,ବର୍ତ୍ତମାନର ଛାତ୍ରମାନେ ଙ୍କ ସହିତ ନବରଙ୍ଗପୁର ସାଂସଦ

ରମେଶ ଚନ୍ଦ୍ର ମାଝୀ,ବିଧାୟକ ନବରଙ୍ଗପୁର ସଦାଶିବ ପ୍ରଧାନୀ, ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ନବରଙ୍ଗପୁର ପୌର ପରିଷଦ ଅଧ୍ୟକ୍ଷ କୁନୁ ନାୟକ,ପୌରାଧ୍ୟକ୍ଷା ସୌମ୍ୟା ମହାପାତ୍ର, ନବରଙ୍ଗପୁର ଜିଲ୍ଲାପାଳ ଡଃ  କମଳ ଲୋଚନ ମିଶ୍ର, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ୍ ସୁଶ୍ରୀ, ପୂର୍ବତନ ଲୋକସଭା ସାଂସଦ ତଥା ଉପଦେଷ୍ଟା  ସ୍ଵତନ୍ତ୍ର  ବିକାଶ ପରିଷଦ ପ୍ରଦୀପ ମାଝୀ, ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ପୂର୍ବତନ ବିଧାୟକ  ସଦନ ନାୟକ,ମହାବିଦ୍ୟାଳୟ ର ଅଧ୍ୟକ୍ଷ ଭାସ୍କର ନାଥ ବିଶ୍ଵାଳ, ରାଜା ପରିବାରରୁ ଅସିତ କୁମାର ଦେଓ, ପୁରାତନ ଛାତ୍ର ସଂସଦ ଆବାହକ ଗଣେଶ୍ଵର ଦାଶ,ଉପ ସଭାପତି  ପ୍ରଭାକର ପାତ୍ର, ସମ୍ପାଦକ ସଙ୍ଗୀତା ତ୍ରିପାଠୀ,ଗୌରୀ ମାଝୀ, ମୁନା ତ୍ରିପାଠୀ, ଦେବଦାସ ମହାଙ୍କୁଡ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026
  ଜିଲ୍ଲା  
ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   28-Apr-2026
  ଜିଲ୍ଲା  
ସିଲ୍ ହେଲା ବେଆଇନ ବାଲି ଘାଟ   28-Apr-2026
  ଜିଲ୍ଲା  
ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   28-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026

You Might Also Like