-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||     

HOME   ଜିଲ୍ଲା

ଭିଜିଲାସ୍ ଫାଶରେ ଡାଟା ଏଣ୍ଟ୍ରି ଅପରେଟର୍ ଭୋଳା ମହେଶ୍ୱର

12-Oct-2022



ବରଗଡ/ନୂଆପଡ଼ା:-ନୂଆପଡା ଜିଲ୍ଲା ର ଖରିଆର ତହସିଲ ରେ କାର୍ଯ୍ୟରତ ଡାଟା ଏଣ୍ଟ୍ରି ଅପରେଟର୍ ଭୋଳାମହେଶ୍ୱର ଦଣ୍ଡସନା ଦିର୍ଘଦିନ ହେଲା କାମ କରିଆସୁଛନ୍ତି ।ହେଲେ ଦରମା ପାଇ ମଧ୍ୟ ବୋଧହୁଏ ଟଙ୍କା ଅଣ୍ଟୁନଥିବାରୁ ୧୫ ଜଣ ଙ୍କ ରେସିଡେସିଆଲ୍ ସାର୍ଟିଫିକେଟ ତହସିଲଦାର ଙ୍କ ହସ୍ତଗତ କରାଇବା ବାହାନାରେ ଟ୩୦,୦୦୦ଙ୍କା (ତିରିଶ ହଜାର ଟଙ୍କା

ମାତ୍ର) ଲାଞ୍ଚ ଖରିଆର ତହସିଲ ଅନ୍ତର୍ଗତ ରାନିମୁଣ୍ଡା ଗ୍ରାମର ୧୫ ଜଣ ଙ୍କୁ ଡିମାଣ୍ଡ କରିଥିଲେ ।ଏଠାରେ ଉଲ୍ଲେଖନୀୟ ଯେ,ସେଇ ଗ୍ରାମର ଗୋଟିଏ ପରିବାର ର ୮ ଜଣ ଙ୍କ ଏବଂ ଗ୍ରାମର ଆଉ ୭ ଜଣ ଙ୍କ ରେସିଡେସିଆଲ୍ ସାର୍ଟିଫିକେଟ ଜରୁରୀ ଥିବାରୁ ଉପରୋକ୍ତ ବ୍ୟକ୍ତି ମାନେ ତହସିଲ କାର୍ଯ୍ୟାଳୟ ର ଦ୍ୱାରସ୍ଥ ହୋଇଥିଲେ ‌।ହେଲେ କିଏ ଜାଣିଥିଲା ଏଇମାନଙ୍କ ମଧ୍ୟରୁ ନିତ୍ୟାନନ୍ଦ ହିଆଲ୍ ଭିଜିଲାନ୍ସ ବିଭାଗ ସହ ଯୋଗାଯୋଗ କରି ଆଜି ଅପରାହ୍ନ ୧.୩୦ ମିନିଟ ସମୟରେ ଖରିଆର ତହସିଲ ଅଫିସ ସମ୍ମୁଖରେ ଭିଜିଲାନ୍ସ ଜାଲରେ ଟଙ୍କା ସହ ଧରାପଡିଯାଇଥିଲେ ।ଭିଜିଲାନ୍ସ ବିଭାଗ ର ଡି.ଏସ.ପି ଦିନବନ୍ଧୁ ବେହେରା ଏକ ଟିମ୍ ଗଠନ କରି ହଠାତ

ତହସିଲ କାର୍ଯ୍ୟାଳୟ ରେ ଚଢାଉ କରିଥିଲେ ।ଚଢ଼ାଉ ସମୟରେ ଅନ୍ୟ ମାନଙ୍କ ମଧ୍ୟରେ କଳାହାଣ୍ଡି ଡି.ଏସ.ପି ସଦାନନ୍ଦ ପାଣି,ଭିଜିଲାନ୍ସ ଇନେସପେକ୍ଟର ପ୍ରମିଳା ସୁନା ଏବଂ ବିଭାଗୀୟ କର୍ମଚାରୀ ମାନେ ସହଯୋଗ କରିଥିଲେ ।ଅଭିଯୁକ୍ତ ଆସାମୀଙ୍କ ଘର ଖାଇରା ବୋଲି ଜଣାପଡିବାରୁ ସେଠାକୁ ଛାନଭିନ ପାଇଁ ଭିଜିଲାନ୍ସ ଦଳ ଯାଇ ତଦନ୍ତ ପରେ ଅଭିଯୁକ୍ତ ଭୋଲାମହେଶ୍ୱରଙ୍କୁ ଭବାନୀପାଟଣା ଭିଜିଲାନ୍ସ କୋର୍ଟ କୁ ହାଜର କରିବାକୁ ସାଙ୍ଗରେ ନେଇ ଯାଇଛନ୍ତି ।

 

(ବରଗଡରୁ ନିରଞ୍ଜନ ତ୍ରିପାଠୀଙ୍କ ସହ ନୂଆପଡ଼ା ରୁ ଡେନିସ୍ ରାଏ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026

You Might Also Like