-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଡେଙ୍ଗ ବିଦ୍ୟାଳୟରେ ଅନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ

12-Oct-2022



ବଲାଙ୍ଗିର (ଅନ୍ତର୍ଯ୍ୟାମୀ ସାହୁ) - ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସ୍ଥିତ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ଠାରେ ଅନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ ହୋଇଯାଇଛି ।  ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ବିଦ୍ୟାଳୟର ବରିଷ୍ଠ ଶିକ୍ଷୟତ୍ରୀ ରେଣୁକା ସାହୁ ପରିଚାଳନା କରିଥିଲେ ।  ବିଜ୍ଞାନ ଶିକ୍ଷୟତ୍ରୀ ଗାୟତ୍ରୀ ବାରିକ ଚଳିତ ବର୍ଷ ଏହି ଦିବସର ବିଷୟ ‘ବର୍ତ୍ତମାନ ଆମ ସମୟ-ଆମ ଅଧିକାର ଆମ ଭବିଷ୍ୟତ’ ଉପରେ ଆଲୋକପାତ କରିଥିଲେ । ଶିକ୍ଷୟତ୍ରୀ ଦ୍ରୌପଦୀ ଭୋଇ, କାନ୍ତୀ ଭୋଇ, ଯଶୋବନ୍ତୀ ସୁନା ଓ ଅଙ୍ଗନବାଡିକର୍ମୀ 

ଲିନୁ ସାହୁ  କିଶୋରୀ ସ୍ୱାସ୍ଥ୍ୟ, ଶିକ୍ଷା ଅଧିକାର, ବ୍ୟକ୍ତିଗତ ପରିଚ୍ଛନ୍ନତା, ବାଲ୍ୟ ବିବାହ ଓ ଅନ୍ୟାନ୍ୟ ଶିଶୁ ସୁରକ୍ଷା ସମ୍ପର୍କିତ ବିଷୟ ଉପରେ ଆଲୋଚନା କରିଥିଲେ । ଏହି ଅବସରରେ

ବ୍ୟକ୍ତିଗତ ସ୍ୱାସ୍ଥ୍ୟ ପାଇଁ ମୋନିକା ଭୋଇ,  ମୋନାଲିସା ଭୋଇ, ମୁନି ମଣ୍ଡଳକୁ  ସମ୍ବର୍ଦ୍ଧିତ କରାଯାଇଥିଲା କାର୍ଯ୍ୟକ୍ରମରେ ଲିଙ୍ଗରାଜ ନନ୍ଦ, ଦୀପକସେନ ଧରୁଆ, ସମୀର ସେଠୀ,  ସୁଦର୍ଶନ ଦାଶ, ସ୍କାଉଟ ମାଷ୍ଟର ହିମାଂଶୁ ଶେଖର ବିଶ୍ୱାଳ, ଜୁନିୟର ରେଡ଼କ୍ରସ କାଉନ୍ସେଲର ରାମ ନାରାୟଣ ଦାଶ , ବିଦ୍ୟାଳୟର ଛାତ୍ରଛାତ୍ରୀ   ଉପସ୍ଥିତ ଥିଲେ । ଶେଷରେ ଶିକ୍ଷାର୍ଥୀ ରିଙ୍କି ବିଶି ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like