-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ସୁନାରି ସମାଜର ନୂଆଁଖାଇ ଭେଟଘାଟ ଅନୁଷ୍ଠିତ

12-Oct-2022



ବରଗଡ଼:-ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଳକ ସ୍ତରୀୟ ସୁନାରି ସମାଜ ର ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ସ୍ଥାନୀୟ ଲକ୍ଷ୍ମୀ କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ପଶ୍ଚିମ ଓଡ଼ିଶା ସୁନାରି ସମାଜର ସଭାପତି ଗୈନ୍ତିଆ କୁମାର ସାହୁ, ବରଗଡ଼ ଜିଲ୍ଲା ସୁନାରି ସମାଜ ସଭାପତି ଅଚ୍ୟୁତାନନ୍ଦ ସାହୁ, ବଲାଙ୍ଗୀର ଜିଲ୍ଲା ସୁନାରି ସମାଜର ସଭାପତି ପ୍ରହଲ୍ଲାଦ ସରାଫ , ଓ ବକ୍ତା ଭାବରେ ସାହିତ୍ୟ ଡ.ଗୋବିନ୍ଦ ମହାରଣା ଯୋଗଦାନ ଦେଇ ସୁନାରି ସମାଜ ର ବିଶେଷତ୍ଵ ଓ ସଂସ୍କାର ଉପରେ ମତାମତ ଉପସ୍ଥାପନ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବରେ ବରଗଡ଼ ଜିଲ୍ଲା ସୁନାରି ସମାଜ ତରଫରୁ ଅଶୋକ ସରାଫ, ରିତେଶ ରଞ୍ଜନ ସରାଫ , ନେତ୍ରାନନ୍ଦ ସରାଫ, ବରପାଲି ସମାଜର ଯୋଗେନ୍ଦ୍ର ଚିନ୍ଦ୍ରା ପ୍ରମୁଖ ଯୋଗଦାନ ଦେଇଥିଲେ ସମସ୍ତ ଙ୍କୁ ଉପଢୌକନ ସହ ସମ୍ମାନିତ କରାଯାଇଥିଲା।ଏହି ଭବ୍ୟ କାର୍ଯ୍ୟକ୍ରମରେ ସମାଜର ଗୈାରବ ଭାବରେ ପାଇକମାଲ ର ବରିଷ୍ଠ କଳାକାର ପ୍ରେମସାଗର ଫୈଜଦାର ଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିବାବେଳେ,ଅନ୍ନଦା କୁମାର

ସରାଫ, ସାପଲହର ଗାଁ ର କୈଳାସ ସରାଫ, ଶିକ୍ଷା କ୍ଷେତ୍ରରେ ଯୁକ୍ତ ଦୁଇ କଳା ପରୀକ୍ଷାରେ ସର୍ବାଧିକ ନମ୍ବର ରଖି ସୁନାରି ସମାଜ ର ଗର୍ବ ବଢାଇଥିବା ଛାତ୍ରୀ ବିୟୁଟି ସାହୁ ଓ  ମେଟ୍ରିକ୍ ରେ ସର୍ବାଧିକ ନମ୍ବର ରଖିଥିବା ସମାଜର ଛାତ୍ର ବିଷ୍ଣୁ ବିକାଶ ଚିନ୍ଦ୍ରା ଙ୍କ ସମେତ ସୁନାରି ସମାଜ ର ସମସ୍ତ ଶିଶୁ ଓ ଯୁବ କଲାକାର ମାନଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। କାର୍ଯ୍ୟକ୍ରମ ର ଦ୍ବିତୀୟ ପର୍ଯ୍ୟାୟରେ ସୁନାରି ସମାଜ ର କଳାକାର ମାନଙ୍କୁ ନେଇ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ନୃତ୍ୟ, ସଂଗୀତ ଓ ବାଦ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ରେ ରକ୍ତବର୍ଗ ଚିହ୍ନଟ ମୁଖ୍ୟ ଆକର୍ଷଣ ଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like