-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

୧୨୭ ବାଟାଲିୟନ୍ ସିଆରପିଏଫ୍ ପକ୍ଷରୁ ନିଆରା ପ୍ରୟାସ: ୧୪ତମ ଆଦିବାସୀ ଯୁବା ବିନିମୟ କାର୍ଯ୍ୟକ୍ରମ ଆରମ୍ଭ

12-Oct-2022



ବାଲିଗୁଡ଼ା:(ସୁଶିଲ କୁମାର ପାଣିଗ୍ରାହୀ):ଗୃହ ମନ୍ତ୍ରାଳୟର ନିର୍ଦ୍ଦେଶକ୍ରମେ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ ଦ୍ବାରା ମାଓ ପ୍ରବଣ ଅଞ୍ଚଳରେ ୧୪ତମ ଆଦିବାସୀ ଯୁବା ବିନିମୟ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ୧୨୭ ବାଟଲିୟନ୍ ସିଆରପିଏଫ୍ ଏବଂ ନେହୁରୁ ଯୁବକେନ୍ଦ୍ର ଫୁଲବାଣୀ ପକ୍ଷରୁ ତା:୧୬/୧୦/୨୦୨୨ ଠାରୁ ତା:୨୨/୧୦/୨୦୨୨ ପର୍ଯ୍ୟନ୍ତ ଅହମଦାବାଦ ଗୁଜୁରାଟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ଓଡିଶାର କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ବ୍ଳକର ୪୦ ଜଣ ଆଦିବାସୀ ଛାତ୍ରଛାତ୍ରୀମାନଙ୍କୁ ଆସନ୍ତାକାଲି ଅର୍ଥାତ୍ ତା:୧୩/୧୦/୨୦୨୨ ରେ ଗୁଜୁରାଟର ଅହମଦାବାଦ ପଠାଯିବ । ଏନେଇ ଆଜି ବୁଧବାର ବାଲିଗୁଡ଼ା ସ୍ଥିତ ସଭାଗୃହ ଠାରେ ୧୨୭ ବାଟାଲିୟନ୍ ସଆରପିଏଫ୍ ଦ୍ବାରା ପ୍ରତିଯୋଗୀଙ୍କ ଦ୍ବାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶନ କରାଯାଇଛି । ପ୍ରତିଯୋଗୀଙ୍କୁ ୧୨୭ ବାଟାଲିନର କମାଣ୍ଡେଣ୍ଟ ଆନନ୍ଦ ଝା, ଉପ କମାଣ୍ଡେଣ୍ଟ ଅଜିତ ସି ବାବୁ,ବାଲିଗୁଡ଼ା ଉପଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ, ନେହେରୁ ଯୁବ କେନ୍ଦ୍ରର ନବନିତ୍ କୁମାର କାର୍ଯ୍ୟକ୍ରମରେ ଯୋଗଦେଇ ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଆଦିବାସୀ ଯୁବ ଛାତ୍ରଛାତ୍ରୀଙ୍କର ବ୍ୟକ୍ତିତ୍ଵର ବିକାଶ କରିବା ସହ ରାଷ୍ଟ୍ର ନିର୍ମାଣ ପାଇଁ ପ୍ରେରିତ କରିଥିଲେ । ବାଲିଗୁଡ଼ା ଉପଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମ ଶୁଭାରମ୍ଭ କରିବା ସହ ସିଆରପିଏଫ୍ ର ଏହି ପ୍ରୟାସକୁ ସ୍ବାଗତ ଜଣାଇଛନ୍ତି । ସେପଟେ ସେମାନଙ୍କ ପାରମ୍ପାରିକ ସାଂସ୍କୃତିକ ବିକାଶକୁ ସମୃଦ୍ଧ କରିବା ତଥା ସଂସ୍କୃତି କଳା, ଭାଷା,ସ୍ବାସ୍ଥ୍ୟ ଆଦି କ୍ଷେତ୍ରରେ ବିଚାରର ଆଦାନ ପ୍ରଦାନ କରିବା ଏହି କାର୍ଯ୍ୟକ୍ରମର ମୁଳ ଲକ୍ଷ ବୋଲି କହିଛନ୍ତି କମାଣ୍ଡେଣ୍ଟ ଆନନ୍ଦ ଝା । ଏହି କାର୍ଯ୍ୟକ୍ରମରେ କମାଣ୍ଡାଣ୍ଟ୍ ଆନନ୍ଦ ଝା ଙ୍କ ସମେତ ଉପ କମାଣ୍ଡେଣ୍ଟ  ଅଜିତ୍ ସି ବାବୁ, ସହାୟକ କମାଣ୍ଡେଣ୍ଟ  ରାହୁଲ ମାଲପୁତ୍ର, ସହାୟକ କମାଣ୍ଡେଣ୍ଟ ଶ୍ରୀ ପ୍ରଦୀପ ପି.କେ ଏବଂ ୧୨୭ ବାଟାଲିନର ସମସ୍ତ ଯବାନ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like