-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ - ଫିଫା ଫୁଟବଲ ଟୁର୍ଣ୍ଣାମେଣ୍ଟ କେରିଅର ଗଠନ କରିବା ପାଇଁ ଏକ ଅପୂର୍ବ ସୁଯୋଗ

12-Oct-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) : ବନେଶ୍ବରଠାରେ ଫିଫା ୧୭ ବର୍ଷରୁ କମ ମହିଳା ବିଶ୍ୱକପ ଚାଲିଥିବା ବେଳେ ସୁବର୍ଣ୍ଣପୁର ଜିଲ୍ଳାରେ ରାଜ୍ୟ ସରକାରଙ୍କ ନିର୍ଦେଶ କ୍ରମେ ଜିଲ୍ଳା ପ୍ରଶାସନ ଓ ଜିଲ୍ଳା ଶିକ୍ଷା ବିଭାଗର ମିଳିତ ସହଯୋଗରେ ୧୭ ବର୍ଷରୁ କମ ଉଭୟ ବାଳକ ଓ ବାଳିକା ବର୍ଗରେ ଜିଲ୍ଲାସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ସୋନପୁର ସହର ସ୍ଥିତ ରୋୟାଲ ପଡିଆରେ ମହାସମାରୋହରେ ଉଦଘାଟିତ ହୋଇଯାଇଛି  l ଜିଲ୍ଳା ଶିକ୍ଷା ଅଧିକାରୀ ଶ୍ରୀ ଲକ୍ଷ୍ମଣ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ଜିଲ୍ଲାପାଳ ସୁବର୍ଣ୍ଣପୁର

ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ମୁଖ୍ୟଅତିଥି ଭାବେ ଯୋଗଦାନ କରି ରାଜ୍ୟ ସରକାରଙ୍କ ଦ୍ୱାରା ଆୟୋଜିତ ୧୭ ବର୍ଷରୁ କମ ଫିଫା ଫୁଟବଲ ଟୁର୍ଣ୍ଣାମେଣ୍ଟ ଝିଅ ମାନଙ୍କ ନିମନ୍ତେ କେରିଅର ଗଠନ କରିବା ପାଇଁ ଏକ ଅପୂର୍ବ ସୁଯୋଗ ସୃଷ୍ଟି କରିପାରିବ ବୋଲି କହିବା ସହ ଖେଳ ଦ୍ୱାରା ଜଣେ ଶାରୀରିକ ଓ ମାନସିକ ସ୍ତରରେ ସ୍ୱାସ୍ଥ୍ୟବାନ ହୋଇ ଦେଶ ବିକାଶରେ ସହାୟକ ହୋଇପାରିବ ବୋଲି ବକ୍ତବ୍ୟରେ କହିଥିଲେ l ସମ୍ମାନିତ ଅତିଥିଭାବେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅମରେଶ ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂର୍ଯ୍ୟନାରାୟଣ ଦାଶ, ଆଞ୍ଚଳିକ ନିର୍ଦେଶକ ସ୍କୁଲ ଓ ଗଣଶିକ୍ଷା, ସମ୍ବଲପୁର ଶ୍ରୀ ବିକାଶ ଚନ୍ଦ୍ର ପ୍ରଧାନ,ଜିଲ୍ଳା କ୍ରୀଡା ଅଧିକାରୀ ଅଭିଳାଷ ପୁରୋହିତ,ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼ଃ ରାଧାକାନ୍ତ ଗଡ଼ତିଆ, ବ୍ଲକ ଶିକ୍ଷା ଅଧିକାରୀ ଶାନ୍ତନୁ କୁମ୍ଭକାର, ଜିଲ୍ଳା ଶାରୀରିକ ଶିକ୍ଷା ନିରୀକ୍ଷକ ଦୁର୍ଯୋଧନ ରାଉତ, ଅତିରିକ୍ତ ଜିଲ୍ଳା ଶାରୀରିକ ଶିକ୍ଷା ନିରୀକ୍ଷକ ସତ୍ୟନାରାୟଣ ତ୍ରିପାଠୀ ପ୍ରମୁଖ ଯୋଗଦାନ କରିଥିଲେ l ମୁଖ୍ୟ ଅତିଥି ଟୁର୍ଣ୍ଣାମେଣ୍ଟକୁ ପତାକା ଉତ୍ତୋଳନ ପୂର୍ବକ ଶୁଭାରମ୍ଭ କରିବାପରେ ରାଜ୍ୟ ସରକାରଙ୍କ ତରଫରୁ ଜିଲ୍ଲା ପାଇଁ "ଫୁଟବଲ ଫର ଅଲ"ଯୋଜନାରେ ପ୍ରଦତ୍ତ ଫୁଟବଲ ଗୁଡିକୁ ସ୍କୁଲ ଗୁଡିକୁ ପ୍ରଦାନ କରିଥିଲେ ଅତିଥି ବୃନ୍ଦ l ଉଦଘାଟନୀ କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ ବାଙ୍କୀପାଲି ହାଇସ୍କୁଲ ପ୍ରଧାନ ଶିକ୍ଷକ ସଂଜୀବ ସାହୁ l ଉଦ୍‌ଘାଟନୀ ଫୁଟବଲ ମ୍ୟାଚ ବାଳିକା ବର୍ଗ ରେ ବୀରମହାରାଜପୁର ବ୍ଲକ ଓ ସୋନପୁର ବ୍ଲକ ମଧ୍ୟରେ ଅନୁଷ୍ଠିତ ହୋଇଥିବା ବେଳେ, ବାଳକ ବର୍ଗରେ ଉଲୁଣ୍ଡା ବ୍ଲକ ଓ ବୀରମହାରାଜପୁର ବ୍ଲକ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି l ବାଳିକା ବର୍ଗ ରେ ବୀରମହାରାଜପୁର ବ୍ଲକ ୨ -0 ଗୋଲ ରେ ସୋନପୁର କୁ ଏବଂ ବାଳକ ବର୍ଗରେ ଉଲୁଣ୍ଡା ବ୍ଲକ ଟ୍ରାଇବ୍ରେକର ରେ ୪-୨ ଗୋଲରେ ବୀରମହାରାଜପୁର ବ୍ଲକ ବାଳକ ବର୍ଗଙ୍କୁ ପରାଜିତ କରିଛନ୍ତି l ଏହି ଜିଲ୍ଳା ସ୍ତରୀୟ ୧୭ ବର୍ଷରୁ କମ ବାଳକ ଓ ବାଳିକା ବର୍ଗର ଫୁଟବଲ ଟୁର୍ଣ୍ଣାମେଣ୍ଟ ୧୨/୧0/୨୨ ରୁ ଆରମ୍ଭ ହୋଇଥିବା ବେଳେ ତା

୧୭/୧0/୨୨ ରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ   l ପ୍ରତ୍ୟକ ଦିନ ମ୍ୟାଚ ସକାଳ ୯  ଘଣ୍ଟା ରୁ ଆରମ୍ଭ ହେବ l ପଡିଆର ବିଭିନ୍ନ କାର୍ଯ୍ୟକ୍ରମ ପରିଚାଳନା ପଡିଆ ପରିଚାଳକ, ଖେଳ ଶିକ୍ଷକ ରଘୁନାଥ ଥେନାପତି ଙ୍କ ତତ୍ୱାବଧାନରେ ଖେଳ ଶିକ୍ଷକ ଶ୍ୟାମସୁନ୍ଦର ନାଏକ, ସଞ୍ଜୟ ସାହୁ, କଲିମ ମହମ୍ମଦ ଙ୍କ ସହଯୋଗରେ ପରିଚାଳିତ ହେଉଛି l ଏଥିରେ ଜିଲ୍ଲାର ୬ ଟି ବ୍ଲକରୁ ବାଳିକା ବର୍ଗରେ ୬ ଟି ଦଳ ଏବଂ ବାଳକ ବର୍ଗରେ ୬ଟି ଦଳ ଅଂଶଗ୍ରହଣ କରିଛନ୍ତି ।ଉଦଘାଟନ ସମାରୋହରେ ଆଜି ସମସ୍ତ ବ୍ଲକ ର ସ୍ତରରୁ ଫୁଟବଲ ଦଳ, ଜିଲ୍ଲାର ସମସ୍ତ ହାଇସ୍କୁଲ ର ଖେଳ ଶିକ୍ଷକ,ବିଭିନ୍ନ ବିଦ୍ୟାଳୟରୁ ପ୍ରଧାନ ଶିକ୍ଷକ ତଥା ଶିକ୍ଷକ ଶିକ୍ଷୟତ୍ରୀ ମାନେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ଅବସରରେ ସୋନପୁର ମହାରାଜ ହାଇସ୍କୁଲ ର ଛାତ୍ର ମାନଙ୍କ ବ୍ୟାଣ୍ଡ ବାଦନ ଓ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ସୋନପୁର ର ଛାତ୍ରୀ ମାନଙ୍କ ସ୍ୱାଗତ ସଂଗୀତ ଗାନ ସହ ସମ୍ବଲପୁରୀ ଲୋକ ନୃତ୍ୟ ପରିବେଷଣ ସମାରୋହକୁ ସରସ ସୁନ୍ଦର କରିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026

You Might Also Like