-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ମନୋରଞ୍ଜନ

ଜୀସାର୍ଥକ ର ନୂଆ ଓଡିଆ ଚଳଚ୍ଚିତ୍ର "ଅଳ୍ପ ଦିନର‌ ଗଳ୍ପ ଆମର " ଅଡିଓ ଲୋକାର୍ପିତ

13-Oct-2022



ଜୀ ସାର୍ଥକ ରେ ଆସୁଛି ନୂଆ ଓଡ଼ିଆ ସିନେମା । ସିନେମାର ନାଁ ରହିଛି "ଅଳ୍ପ ଦିନର ଗଳ୍ପ। ଏଥିରେ ନବାଗତ ଜ୍ୟୋତି ଓ ସାୟଲ୍ ନଜର ଆସିଛନ୍ତି। ଟିନ ଏଜ୍ ପ୍ରେମ କାହାଣୀକୁ ନେଇ ସିନେମା ନିର୍ମାଣ ହୋଇଛି। ଭୁବନେଶ୍ୱରରେ ଏକ ତାରକା ହୋଟେଲରେ ସିନେମାର ଅଡିଓ ରିଲିଜ୍ ହୋଇଥିବା ବେଳେ ଅକ୍ଟୋବର ୧୬ ତାରିଖ  ସନ୍ଧ୍ୟା ୬.୩୦ମିନିଟ୍ ରେ ସିନେମାଟି ଜୀ ସାର୍ଥକରେ ମୁକ୍ତିଲାଭ କରିବ ବୋଲି ଜୀସାର୍ଥକ ତରଫରୁ   ସୂଚନା ଦିଆ ଯାଇଛି । 

ଅଜୟ ରାଉତ ପ୍ରଯୋଜିତ ଓ ଅଶୋକ ପତି ନିର୍ଦ୍ଦେଶିତ "ଅଳ୍ପ ଦିନର ଗଳ୍ପ" ସିନେମାର ଗୀତ ଗୁଡ଼ିକ ବେଶ ମନ ଛୁଆଁ ହୋଇଛି। ପୁଷ୍ପକ ପରିଡା ଗୀତ ଗୁଡ଼ିକ ରଚନା କରିଛନ୍ତି । ଆସାଦ ନିଜାମ୍ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି। ସତ୍ୟଜିତ, ଅସୀମା, କୁଲଦୀପ, ଆଶୁତୋଷ ପ୍ରମୁଖ କଣ୍ଠଦାନ କରିଛନ୍ତି । ସାୟାଲ ଓ ଜ୍ୟୋତି ପ୍ରଥମ ଥର ପାଇଁ ଜୀ ସାର୍ଥକ ବ୍ୟାନରରେ ଏକାଠି ନଜର ଆସିବେ । ମ୍ୟୁଜିକ ଭିଡିଓର ଲୋକପ୍ରିୟତା ପରେ ଜ୍ୟୋତିଙ୍କ ପାଇଁ ଏହା ପ୍ରଥମ ସିନେମା । ସାୟାଲ୍ ପାଇଁ ମଧ୍ୟ ଏହା ଜୀ ସାର୍ଥକରେ ସହ  ପ୍ରଥମ ସିନେମା । 

ଟିନ୍ ଏଜ ବୟସରେ ସମସ୍ତେ ପ୍ରେମରେ ପଡ଼ନ୍ତି । ଜଣେ ଆଉ ଜଣକୁ ଭଲ ଲାଗନ୍ତି । ଠିକ୍ ସେମିତି ଏମାନେ ବି ଜଣେ ଆଉ ଜଣଙ୍କ ସଂସ୍ପର୍ଶରେ ଆସନ୍ତି ଆଉ ଏହି ଭିତରେ ଅନେକ ଘଟଣା ଦୁର୍ଘଟଣା ଘଟିଚାଲେ । ଦୁଇ ପ୍ରେମ ପକ୍ଷୀ ପ୍ରେମ ଆକାଶରେ ଉଡ଼ି ବୁଲୁଥିବା ବେଳେ ପ୍ରେମ ରାସ୍ତାରେ ଆଗକୁ ବଢିବା ପାଇଁ କଣ ସବୁ କରିବାକୁ ପଡେ ତାହା ସିନେମାରେ ଦେଖିବାକୁ ମିଳିଛି । ଭରଦ୍ୱାଜ ପଣ୍ଡା ଏମିତି ଏକ ଲଭ୍ ଷ୍ଟୋରୀକୁ ରଚନା କରିବା ସହ ବେଶ ଚମତ୍କାର ଭାବେ ଶବ୍ଦରେ ମଧ୍ୟ‌ ସଜାଇଛନ୍ତି 

ଅକ୍ଟୋବର ୧୬ ତାରିଖ ସନ୍ଧ୍ୟା ୬ଟା ୩୦ମିନିଟ୍ ରେ ଜୀ ସାର୍ଥକରେ ଏହି ଫିଲ୍ମଟି ପ୍ରସାରଣ ହେବ । ପୂର୍ବରୁ ଅନେକ ସୁପର ହିଟ ଓଲିଉଡକୁ ଭେଟି ଦେଇଛି ଜୀ ସାର୍ଥକ। ବିଗତ କିଛି ବର୍ଷ ଧରି ଓଲିଉଡରେ ରାଜ କରୁଥିବା ଜୀ ସାର୍ଥକ ବ୍ୟାନରରେ ଏବେ ନବାଗତ ଜ୍ୟୋତି ଓ ସାୟଲଙ୍କୁ ନେଇ ଆସୁଥିବା ଏହି ସିନେମା ମଧ୍ୟ ସୁପରହିଟ ହେବ ବୋଲି ଦର୍ଶକ ଆଶା ବାନ୍ଧିଛନ୍ତି । ପୂର୍ବରୁ ଅର୍ଚ୍ଚିତା,ଶୀତଲ୍,ପୁନମ୍ ମଧ୍ୟ ଜୀସାର୍ଥକ ବ୍ୟାନରରେ ଚଳଚ୍ଚିତ୍ର କରିସାରିଛନ୍ତି।

(ଅମୃତ ନନ୍ଦ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm