-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

କରୋନାର ପ୍ରଭାବ- କଣ୍ଟିଲୋର ନୀଳମାଧବ ପୀଠ ହେଲା ଭକ୍ତଶୂନ୍ୟ

30-Nov-2020



ଖଣ୍ଡପଡା/ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା) - ଆଜି ପବିତ୍ର କାର୍ତ୍ତିକ ପୁର୍ଣିମା ତଥା ବୋଇତ ବନ୍ଦାଣ ଉତ୍ସବରେ ସାରା ରାଜ୍ୟରେ କୋଭିଡ ଭୟ ରେ ଲାଗୁଛି ଖାଁ ଖାଁ | ବିଭିନ୍ନ ପ୍ରକାର ଯାତ୍ରା ମହୋତ୍ସବ ର ଜାଗାରେ ଦେଖାଦେଇଛି ଜନଶୂନ୍ୟ ପରିସ୍ଥିତି | ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଳକ ଅନ୍ତର୍ଗତ କଣ୍ଟିଲୋ ଠାରେ କାଁହୁ କେଉଁ ପୁରାଣ ଯୁଗରୁ ପ୍ରଭୂ ଶ୍ରୀ ନୀଳମାଧଵ ପୂଜା ପାଇ ଆସୁଛନ୍ତି | ନୀଳାଦ୍ରି ରେ ପ୍ରଭୁ ଜଗନ୍ନାଥ ଙ୍କର ବାରମାସ ରେ ତେର ପର୍ବ ପରି ପ୍ରଭୁ ନୀଳମାଧଵ ଙ୍କ ପୀଠରେ ମଧ୍ୟ ବର୍ଷ ସାରା ବିଭିନ୍ନ ପର୍ବ ପାଳିତ ହୋଇଥାଏ | ପ୍ରଭୁ ନୀଳମାଧଵ ଙ୍କ ବର୍ଷ ସାରା ବିଭିନ୍ନ ବେଶ ରେ ଦର୍ଶନ ମିଳୁଥିବା ବେଳେ କାର୍ତ୍ତିକ ପୂର୍ଣ୍ଣିମା ରେ ମହାପ୍ରଭୁ ଙ୍କ ପଶାଖେଳ ବେଶ ବେଶ ମନୋରମ | ସବୁବର୍ଷ କାର୍ତିକ ପୂର୍ଣ୍ଣିମା ରେ ହଜାର ହଜାର ଭକ୍ତ ମହାପ୍ରଭୁ ଙ୍କ ଏହି ଦୁର୍ଲଭ ବେଶ ଦେଖିବାକୁ ରାଜ୍ୟର କୋଣ ଅନୁକୋଣ ରୁ ଆସିଥାନ୍ତି | ନୀଳମାଧଵ ଙ୍କ ପୀଠରେ ଏହି କାର୍ତିକ ପୂର୍ଣ୍ଣିମା ଠାରୁ ବାଲିଯାତ୍ରା ଆୟୋଜନ ହୋଇଥାଏ | କିନ୍ତୁ ଏହି ବର୍ଷ ପ୍ରଶାସନ ର କୋଭିଡ କଟକଣା ହେତୁ ନୀଳମାଧବଙ୍କ ପୀଠ ଆଜି ଜନଶୂନ୍ୟ | ପ୍ରଭୁ ଙ୍କୁ ପଶାଖେଳ ବେଶରେ ଦେଖିଲେ ଲାଗୁଛି ଯେମିତି ଆଜି ମହାପ୍ରଭୁ ଙ୍କ ହସ ହସ ମୁଖ ଯେମିତି ଭକ୍ତ ଶୂନ୍ୟ ହେତୁ ମଳିନ ପଡିଯାଇଛି | 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like