-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

କାର୍ଯ୍ୟକ୍ରମ ପାଇଁ ଜିଲାପାଳ ଦେଲେ ସହମତି   ଦୁଇ ଦିନ ଧରି ପାଳନ ହେବ ‘ବଲାଙ୍ଗିର ଦିନ୍‌’

13-Oct-2022



ବଲାଙ୍ଗିର, ଆସନ୍ତା ନଭେମ୍ବର ୧ରେ ହେବାକୁ ଥିବା ବହୁ ପ୍ରତିକ୍ଷୀତ ବଲାଙ୍ଗିର ଦିନ୍ କାର୍ଯ୍ୟକ୍ରମ ଦୁଇ ଦିନ ଧରି ହେବ ବୋଲି ଜଣାପଡ଼ିଛି । 
  ଗୁରୁବାର ସନ୍ଧ୍ୟାରେ ଜିଲାପାଳ ଚଞ୍ଚଳ ରାଣାଙ୍କୁ ବଲାଙ୍ଗିର ଦିନ କମିଟିର ଏକ ପ୍ରତିନିଧି ମଣ୍ଡଳୀ ସାକ୍ଷାତ କରିଛନ୍ତି । ଏ ନେଇ ବଲାଙ୍ଗିର ଦିନ ପାଳନ ସମ୍ପର୍କରେ ଆଲୋଚନା କରିଛନ୍ତି । ଜିଲାପାଳ ଶ୍ରୀ ରାଣା ଦୁଇ ଦିନ ଧରି ହେବାକୁ ଥିବା ଏହି ମହାନ କାର୍ଯ୍ୟକ୍ରମକୁ ସହମତି ପ୍ରଦାନ କରିଛନ୍ତି । ସରକାରୀସ୍ତରରେ ବଲାଙ୍ଗିର ଦିନକୁ ସରକାରୀ ମାନ୍ୟତା ପାଇଁ ପ୍ରଶାସନିକ ଉଦ୍ୟମ ଜାରି ରଖିଛି ବୋଲି କମିଟି ପକ୍ଷରୁ ସୂତ୍ରରୁ ଜଣାପଡିଛି । କୋଶଳ କଳାମଣ୍ଡଳରେ ସମସ୍ତ କାର୍ଯ୍ୟକ୍ରମ ଆୟୋଜନ ହେବ । ସେଥି ପାଇଁ ଜିଲା ସଂସ୍କୃତି ବିଭାଗ ସହଯୋଗ କରିବା ପାଇଁ ଜିଲାପାଳଙ୍କୁ ନିବେଦନ କରାଯାଇଛି । ଶୋଭାଯାତ୍ରା,ଭିଡ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପୁଲିସ୍ ଫୋର୍ସର ସୁବ୍ୟବସ୍ଥା କରାଯିବାକୁ ସମ୍ପାଦକ ଶ୍ରୀ ମହାକୁର ନିବେଦନ କରିଥିବା ବେଳେ ସ୍ୱତନ୍ତ୍ର ଭାବେ ଆରକ୍ଷୀ ଅଧୀକ୍ଷକଙ୍କୁ କମିଟି ସାକ୍ଷାତ କରିବ । ଗୁରୁବାର ସନ୍ଧ୍ୟାରେ ଆଲୋଚନା ସମୟରେ ଉପଦେଷ୍ଟା ପ୍ରଭାକର ମିଶ୍ର,ରତନ ମହାରଣା, ପ୍ରଭାସ ପାଣିଗ୍ରାହୀ, ସହ ଅଧ୍ୟକ୍ଷ ବିବେକାନନ୍ଦ ପଟେଲ ଉପସ୍ଥିତ ଥିଲେ । 

  ସେହିପରି ସ୍ଥାନୀୟ ପତିତପାବନ ସମ୍ମିଳନୀ କକ୍ଷରେବଲାଙ୍ଗିର ଦିନ କମିଟିର ଅଧ୍ୟକ୍ଷ ଅଙ୍କୁଶ ପାଣ୍ଡିଆଙ୍କ ସଭାପତିତ୍ୱ ତଥା ପ୍ରଶାନ୍ତ ମହାକୁରଙ୍କ ଆବହକତ୍ୱରେ ଆୟୋଜିତ ଏହି ବୈଠକରେ ବିଭିନ୍ନ ରାଜନୈତିକ,ସ୍ୱେଚ୍ଛାସେବୀ ସାମାଜିକ ସଙ୍ଗଠନର ପ୍ରତିନିଧିମାନେ ଯୋଗଦେଇଥିଲେ । ଜିଲା ଗଠନର ଦୀର୍ଘ ବର୍ଷ ପରେ ଏଭଳି ଏକ କାର୍ଯ୍ୟକ୍ରମର ଆୟୋଜନ ହେଉଥିବାରୁ ଏହାକୁ ବିଭିନ୍ନ ମହଲରେ ସ୍ୱାଗତ କରାଯିବା ସହ ବଲାଙ୍ଗିର ଦିନ ଲଗୋକୁ ବଲାଙ୍ଗିର ସହର ସମେତ ଜିଲାବ୍ୟାପୀ ଲୋକଙ୍କ ନିକଟରେ ପହଞ୍ଚାଇବାକୁ ମତପ୍ରକାଶ ପାଇଥିଲା ।  ଲୋକ ସଂସ୍କୃତି,ପରମ୍ପରା,କୋଶଲୀ ଫେସନ ସୋ,ସ୍ମରଣିକା ଓ ଆୟୋଜିତ ହେବାକୁ ଥିବା ସମ୍ପାନ୍ନ କାର୍ଯ୍ୟାବଳୀର ଅଗ୍ରଗତି ସମ୍ପର୍କରେ ତଥ୍ୟ ଉପସ୍ଥାପନ କରାଯାଇଥିଲା । ଦଳମତ ନିର୍ବିଶେଷରେ ବଲାଙ୍ଗିରିଆ ଭାବେ ଏକତା ଓ ଭାତୃତ୍ୱଭାବ ଉପରେ ଗୁରୁତ୍ୱାରୋପ କରାଯାଇଥିଲା । ଏହା ସହ କାର୍ଯ୍ୟକ୍ରମ ଉପରେ ବିଭିନ୍ନ ରାଜନୈତିକ ଦଳ ଓ ସାମାଜିକ ସଙ୍ଗଠନର ପ୍ରତିନିଧିମଣ୍ଡଳୀ ଆଲୋଚନା କରିବା ସହ କାର୍ଯ୍ୟକ୍ରମରେ ସମସ୍ତେ ସକ୍ରିୟ ଅଂଶଗ୍ରହଣ କରିବେ ଓ ସମ୍ପୁର୍ଣ୍ଣ ସହଯୋଗ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଥିଲେ । ଜିଲା ପ୍ରତିଷ୍ଠା ଦିବସ ଉପଲକ୍ଷେ ନଭେମ୍ବର ୧ ତାରିଖକୁ ଛୁଟି ଘୋଷଣା କରିବାକୁ ସାମୁହିକ ଦାବି ହୋଇଛି ।  
  ଉକ୍ତ ବୈଠକରେ ପୌରାଧ୍ୟକ୍ଷା ଲିକା ସାହୁ,ଗୋପାଳଜୀ ପାଣିଗ୍ରାହୀ,ନୀଳମଣି ମିଶ୍ର, ଲୋଟସ ଷଡ଼ଙ୍ଗୀ, ଦିନେଶ ଶର୍ମା, ସଂଗ୍ରାମ ବହିଦାର, ଜ୍ୟୋତିରାଜ ନାଗ, ସୁମନ ନନ୍ଦ, ପ୍ରକାଶ ନେପାକ, ପ୍ରେସକ୍ଲବ ସଭାପତି ଅରୁଣ ମିଶ୍ର, ପ୍ରଶନ୍ନ ମିଶ୍ର, ଅମିତ ନାୟକ, ଗଣେଶ ସାହୁ, ତାପସ ରଂଜନ ମହାନ୍ତି, ସୋମନାଥ ଘିବେଲା, ବିକାଶ ସା ପ୍ରମୁଖ ଉପସ୍ଥିତ ଥିଲେ ।  
        


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like