-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ନିର୍ଭୁଲ ଜନ ଗଣନାକ୍ରମ ରେ ରାଜ୍ୟପାଳ ପୁରସ୍କାରପ୍ରାପ୍ତ ଆଦର୍ଶ ଶିକ୍ଷକ ମାର୍କଣ୍ଡ ମିଶ୍ରଙ୍କ ପରଲୋକ

13-Oct-2022



ସୋନପୁର(ପ୍ରେରଣା ଖବର) ସୋନପୁର ଜିଲ୍ଲା କଳାପଥର ଗ୍ରାମର ଆଦର୍ଶ ଶିକ୍ଷକ ଯେ କି ଜଣେ ମିଷ୍ଠଭାଷୀ, ଲୋକପ୍ରିୟ ଓ ସ୍ନେହୀ ବ୍ୟକ୍ତିତ୍ୱ ଥିଲେ, ତାଙ୍କ ଶିକ୍ଷକତା ପାଇଁ ସାରା ବୀରମହାରାଜପୁର, କଳାପଥର, ଉଲୁଣ୍ଡା, ଜାଲୋଇ ଇତ୍ୟାଦି ଅଂଚଳରେ ଅନେକ ଛାତ୍ରଛାତ୍ରୀ ଶିକ୍ଷା କ୍ଷେତ୍ରରେ ସୁ- ସଂଗଠିତ ହୋଇ ପାରିଛନ୍ତି, ସେ ସଭିଙ୍କୁ ଏକାକୀ କରି ପଞ୍ଚଶସ୍ତୋରି ବର୍ଷ ବୟସ ରେ ସ୍ଵର୍ଗାରୋହଣ କରିଛନ୍ତିl
ମାର୍କଣ୍ଢ ମିଶ୍ରଙ୍କ ଓଡିଶା ସରକାରଙ୍କ ପ୍ରତି ସୁନିଷ୍ଠା ଓ କର୍ତବ୍ୟ ପରାୟଣାତା ଜରିଆରେ ନିର୍ଭୁଲ ଜନଗଣନା ପାଇଁ ରାଜ୍ୟପାଳ ଙ୍କ ରୋପ୍ୟ ପଦକ ପାଇ ସମ୍ମାନିତ ହୋଇଥିଲେ l
ଜଣେ ଆଦର୍ଶ ଶିକ୍ଷାବିତ ଭାବରେ ଶିକ୍ଷା ଓ ସାକ୍ଷରତାଭଳି

ଗୁରତ୍ୱପୂର୍ଣ୍ଣ ମହିଳା ସାକ୍ଷରତା (AFLP)Accelerated  Female Literary Programme) ପାଇଁ ବିଭିନ୍ନ ସ୍ବେଛାସେବୀ ଅନୁଷ୍ଠାନ ମାନଙ୍କ ଗହଣରେ ନିଜକୁ ନିୟାଜିତ କରି ଏକ ନିର୍ଦିଷ୍ଟ ସ୍ଥାନ ଗ୍ରହଣ କରିପାରିଥିଲେl
ଆଜି ତାଙ୍କ ଦୀର୍ଘ ଦିନର ବୃକକ ରୋଗର ସ୍ୱାସ୍ଥ୍ୟଗତ ଅସୁସ୍ଥତା ପାଇଁ ସୋନପୁର ଚିକିତ୍ସାଳୟ ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଛନ୍ତି l ମୃତ୍ୟୁ ସମୟରେ ତାଙ୍କ ଦୁଇ ପୁଅ ମାନଭଞ୍ଜନ, ଜ୍ଞାନରଞ୍ଜନ, ପୁତ୍ରବଧୂ ଦ୍ୱ୍ୱୟ ଉପସ୍ଥିତ ଥିଲେ l ଆଦର୍ଶ ଶିକ୍ଷକ ମାର୍କଣ୍ଢ ମିଶ୍ରଙ୍କ ବିୟୋଗରେ  ସତ୍ୟ ରଞ୍ଜନ ମିଶ୍ର, ନେସନାଲ ପିସ ୟୁନିସନ (ଭାରତ) ଓ ସଭ୍ୟ, ସଭ୍ୟା ଗଣ ଗଭୀର ଶୋକବ୍ୟକ୍ତ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like