-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ରେଳ ଲାଇନ୍ କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପରିବାର ଲୋକ ଆଣିଲେ ହତ୍ୟା ଅଭିଯୋଗ

02-Oct-2020



କଣ୍ଟାବାଞ୍ଜି,02/10-  ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ କଣ୍ଟାବାଞ୍ଜି କରଲା ଫାଟକ ରେଳ ଲାଇନ କଡ଼ରୁ ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତ ଯୁବକଜଣକ ହେଲେ ବେଲପଡ଼ା ଗାଁର ମହେନ୍ଦ୍ର ପୋଡ଼ । ମହେଦ୍ର ଡ୍ରାଇଭର ଭାବେ କଣ୍ଟାବାଞ୍ଜିର ଏକ ଟ୍ରାନ୍ସପୋର୍ଟ କମ୍ପାନିରେ କାମ କରୁଥିଲେ ।*
ପରିବାର ଲୋକ ଏହା ହତ୍ୟା ବୋଲି ଅଭିଯୋଗ କରିଛନ୍ତି। କଣ୍ଟାବାଞ୍ଜି ଏସଡିପିଓ, ଥାନା ଅଧିକାରୀ, ଜିଆରପି, ଆରପିଏଫ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛନ୍ତି।  ମହେନ୍ଦ୍ର ଏକ ପିକଅପ ଗାଡ଼ିରେ ରାୟପୁରରୁ କିଛି ସାମଗ୍ରୀ ନେଇ କଣ୍ଟାବାଞ୍ଜି ଆସୁଥିଲେ । ତେବେ କରଲା ଫାଟକ ରେଳ ଲାଇନ କଡ଼ରେ ତାର ମୃତ୍ୟୁ ଦେହ ପଡ଼ିଥିବା ବେଳେ ପିକଅପ ଗାଡି ରାସ୍ତା କଡରେ ଛିଡ଼ା ହୋଇଥିବା ଦେଖାଯାଇଛି ।
ଗାଡ଼ି ମାଲିକ ଶବ ଚିହ୍ନଟ କରିବା ପରେ ପରିବାରଲୋକଙ୍କୁ ଖବର ଦେଇଥିଲେ । ତେବେ ପରିବାର ଲୋକ ହତ୍ୟା ବୋଲି ସନ୍ଦେହ କରୁଥିବା ବେଳେ ପୁଲିସ ମଧ୍ୟ ହତ୍ୟା ସନ୍ଦେହ କରି ତଦନ୍ତ ଆରମ୍ଭ କରିଛି । ଅନ୍ୟ ପକ୍ଷରେ, ମୃତ ମହେନ୍ଦ୍ରଙ୍କ ଭିଣୋଇ ମଧ୍ୟ ଏହା ଏକ ହତ୍ୟାକାଣ୍ଡ ବୋଲି ନିଜ ପ୍ରତିକ୍ରିୟାରେ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like