-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||      ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ    (29-Apr-2026)       ||      ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   (29-Apr-2026)       ||      ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   (29-Apr-2026)       ||      ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   (29-Apr-2026)       ||      ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   (29-Apr-2026)       ||      ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    (29-Apr-2026)       ||      *ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   (29-Apr-2026)       ||      ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   (29-Apr-2026)       ||      ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   (29-Apr-2026)       ||      ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   (29-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର   (29-Apr-2026)       ||      ନାରୀଶକ୍ତି ବନ୍ଦନ ଅଧିନିୟମ ଶୀର୍ଷକ ଆଲୋଚନାଚକ୍ର   (29-Apr-2026)       ||      *ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   (29-Apr-2026)       ||      *ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   (29-Apr-2026)       ||      ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   (29-Apr-2026)       ||      ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   (29-Apr-2026)       ||      ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   (29-Apr-2026)       ||      ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    (29-Apr-2026)       ||     

HOME   ଜିଲ୍ଲା

ପୁଇଁନ୍ତଳା ବ୍ଲକର ସମିତି ସଭ୍ୟ ମାନଙ୍କର ପ୍ରାରମ୍ଭିକ ପ୍ରଶିକ୍ଷଣ ଶିବିର

14-Oct-2022



ବଲାଙ୍ଗିର, ବଲାଙ୍ଗୀର ଜିଲ୍ଲା ପୁଇଁନ୍ତଳା ବ୍ଲକର ୱାର୍ଡ ସଭ୍ୟ ମାନଙ୍କର ପ୍ରାରମ୍ଭିକ ପ୍ରଶିକ୍ଷଣ ଶିବିର ଜିଲ୍ଲା ପଂଚାୟତ ସାଧନ କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ପୁଇଁନ୍ତଳା ପଂଚାୟତ ସମିତି ଅଧ୍ୟକ୍ଷ ସରୋଜ ପ୍ରଧାନ ଯୋଗ ଦେଇ ତୃଣମୂଳସ୍ତରରେ ପଂଚାୟତକୁ ବିକଶିତ କରିବା ପାଇଁ ସମସ୍ତ ଙ୍କ ସହଯୋଗ କାମନା କରିଥିଲେ । ବଲାଙ୍ଗୀର ପଲ୍ଲୀ ଆଲୋକ ପାଠାଗାର ଅନୁକୂଲ୍ୟରେ ଆୟୋଜିତ ଏହି ଶିବିରରେ ପୁଇଁନ୍ତଳା ବ୍ଲକ ଅଧୀନରେ ଥିବା ସମସ୍ତ ସମିତି ସଭ୍ୟ/ସଭ୍ୟ ମାନେ ଯୋଗ ଦେଇ ନିଜର ମତ ପ୍ରଦାନ କରିଥିଲେ । ଗ୍ରାମାଂଚଳରେ ଲୋକଙ୍କ ମୌଳିକ ଆବଶ୍ୟକତା ପୂରଣ, ସରକାରଙ୍କ ସମସ୍ତ ଯୋଜନାକୁ ଲୋକଙ୍କ ପାଖରେ ପହଂଚାଇବା ଓ ଏକ ସଶକ୍ତ ଗ୍ରାମପଂଚାୟତ ଗଠନରେ ସମସ୍ତ ନିର୍ବାଚିତ ପ୍ରତିନିଧି ନିଷ୍ଠାର ସହ କାମ କରିବା ଉପରେ ବ୍ଲକ ଅଧ୍ୟକ୍ଷ ଶ୍ରୀ ପ୍ରଧାନ ଜୋର୍ ଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   29-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    29-Apr-2026
  ରାଜ୍ୟ  
ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ   29-Apr-2026
  ରାଜ୍ୟ  
ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   29-Apr-2026
  ଜିଲ୍ଲା  
ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   29-Apr-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   29-Apr-2026
  ଜିଲ୍ଲା  
ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   29-Apr-2026
  ଜିଲ୍ଲା  
ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    29-Apr-2026
  ଜିଲ୍ଲା  
*ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   29-Apr-2026
  ଦେଶ ବିଦେଶ  
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   29-Apr-2026
  ରାଜ୍ୟ  
ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   29-Apr-2026
  ଜିଲ୍ଲା  
ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   29-Apr-2026

You Might Also Like