-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||      ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ    (29-Apr-2026)       ||      ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   (29-Apr-2026)       ||      ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   (29-Apr-2026)       ||      ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   (29-Apr-2026)       ||      ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   (29-Apr-2026)       ||      ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    (29-Apr-2026)       ||      *ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   (29-Apr-2026)       ||      ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   (29-Apr-2026)       ||      ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   (29-Apr-2026)       ||      ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   (29-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର   (29-Apr-2026)       ||      ନାରୀଶକ୍ତି ବନ୍ଦନ ଅଧିନିୟମ ଶୀର୍ଷକ ଆଲୋଚନାଚକ୍ର   (29-Apr-2026)       ||      *ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   (29-Apr-2026)       ||      *ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   (29-Apr-2026)       ||      ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   (29-Apr-2026)       ||      ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   (29-Apr-2026)       ||      ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   (29-Apr-2026)       ||      ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    (29-Apr-2026)       ||     

HOME   ଜିଲ୍ଲା

ନୂତନଭାବେ ଯୋଗ ଦେଇଥିବା ଏ.ଏସ.ଆଇଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

14-Oct-2022



ମୁର୍ଷୁଣ୍ଢି//ବୀରମହାରାଜପୁର(ଆର୍ତ୍ତତ୍ରାଣ ଖୁର୍ଡିଆ) ସୋନପୁର ଜିଲ୍ଲା ବୀରମହାରାଜପୁର ନିକଟସ୍ଥ ଠେଙ୍ଗୋ ଡ୍ଯାମ ସ୍ଥିତ ଫାଣ୍ତି ଠାରେ ନୂତନଭାବେ ଯୋଗ ଦେଇଥିବା ଏ.ଏସ.ଆଇ ଅରକ୍ଷିତ ମାଝିଙ୍କୁ ଆଜି ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି।ଉକ୍ତ ସମ୍ବର୍ଦ୍ଧନା କାର୍ଯ୍ଯକ୍ରମରେ ବୀରମହାରାଜପୁର ବ୍ଳକ କେନଝିରିଆପାଲି ପଞ୍ଚାୟତ ସରପଞ୍ଚ ସସ୍ମିତା ଦୀପ,ଦୁର୍ଯ୍ଯନତୈଲା ସରପଞ୍ଚ  ବିଷ୍ଣୁପ୍ରିୟା କୁମ୍ଭାର ଓ ସମିତିସଭ୍ଯା ଇତିଶ୍ରୀ ପଧାନ,ଯୁବ ସମାଜସେବୀ ଲାଲାଜୀ ବେହେରା,ପ୍ରଦୀପ ବାଦୀ,ଲମ୍ବୋଦର ପଧାନ,ଶ୍ରୀନ୍ନିବାସ ଜଗଦଲା ଓ ଅନ୍ଯାନ୍ଯ ସ୍ଥାନୀୟ ନେତା ତଥା ସାଧାରଣ ଜନତା  ଉପସ୍ଥିତ ଥିଲେ।ପୂର୍ବରୁ ଶ୍ରୀ ମାଝି ଗନିଆଁ,କଂସର ଇତ୍ଯାଦି ସ୍ଥାନରେ କାର୍ଯ୍ୟଋତ ରହି ତାଙ୍କର ଏକ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିଥିବାରୁ ସ୍ଥାନୀୟ ଅଞ୍ଚଳରେ ଏକ ନୂତନ ପରିବର୍ତ୍ତନର ସମ୍ଭାବନା ଦୃଷ୍ଟିଗୋଚର ହେଉଥିବା ଲୋକଚର୍ଚ୍ଚା ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   29-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    29-Apr-2026
  ରାଜ୍ୟ  
ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ   29-Apr-2026
  ରାଜ୍ୟ  
ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   29-Apr-2026
  ଜିଲ୍ଲା  
ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   29-Apr-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   29-Apr-2026
  ଜିଲ୍ଲା  
ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   29-Apr-2026
  ଜିଲ୍ଲା  
ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    29-Apr-2026
  ଜିଲ୍ଲା  
*ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   29-Apr-2026
  ଦେଶ ବିଦେଶ  
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   29-Apr-2026
  ରାଜ୍ୟ  
ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   29-Apr-2026
  ଜିଲ୍ଲା  
ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   29-Apr-2026

You Might Also Like