-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ଖୋର୍ଦ୍ଧା - ବଲାଙ୍ଗିର ରେଳପଥ ନିର୍ମାଣ କାମ ତ୍ୱରାନ୍ୱିତ ଦାବି : ବଲାଙ୍ଗିର ଜିଳ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ବଲାଙ୍ଗିର ସମେତ ସୋନପୁର ଓ ବୌଦ୍ଧ ଜିଲ୍ଲାରେ ଧାରଣ ଦେଲା ଖୋର୍ଦ୍ଧା-ବଲାଙ୍ଗିର ରେଳପଥ ସଂଘର୍ଷ ସମିତି

14-Oct-2022



ବଲାଙ୍ଗିର (ଅନ୍ତର୍ଯ୍ୟାମୀ ସାହୁ) ଆଜି  ଖୋର୍ଦ୍ଧା ବଲାଙ୍ଗୀର ରେଳପଥ ସଂଘର୍ଷ ସମିତିର ଡାକରା କ୍ରମେ ଖୋର୍ଦ୍ଧା ବଲାଙ୍ଗିର ରେଳପ୍ରକଳ୍ପର ତ୍ୱରାନ୍ୱିତ ଦାବୀରେ ବଲାଙ୍ଗୀର, ବୌଦ୍ଧ ଏବଂ ସୋନପୁର ଜିଲ୍ଲାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ ଦିବା ୯ ଘଣ୍ଟା ସମୟ ରୁ ଅପରାହ୍ନ ୧ ଘଣ୍ଟା ପର୍ଯ୍ୟନ୍ତ ଗଣଧାରଣା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।ବଲାଙ୍ଗୀର ର ଜିଲ୍ଲାପାଳ ଙ୍କ କାର୍ଯ୍ୟଳୟ ସମ୍ମୁଖରେ କମିଟିର ଆବାହକ  ଗୋପାଲଜୀ ପାଣିଗ୍ରାହୀ ଙ୍କ ସଭାପତିତ୍ୱ ଏବଂ ବଲାଙ୍ଗୀର ଜିଲ୍ଲା ସଂଯୋଜକ ଭବାନୀ ଶଙ୍କର ଶତପଥୀଙ୍କ ସଂଯୋଜନାରେ ଅନୁଷ୍ଠିତ ସଭା ରେ  ରତନ ମହାରଣା, କୋସଳବାଦୀ ନେତା ପ୍ରମୋଦ କୁମାର ମିଶ୍ର, ବିଜେଡ଼ି ନେତା ଲୋଟସ ଷଡଙ୍ଗୀ, ନାଗରିକ କମିଟି

ସଭାପତି ବେଲାର ସେନ ଭୋଇ,ଗୋପଭୂଷଣ ନାଥ,ବିକ୍ରମ ବହିଦାର, ବିଭୁତି ଭୂଷଣ ପାଣିଗ୍ରାହୀ, ବଣିକ ସଂଘ ସଭାପତି ତ୍ରିପୁରାରି ପାଣିଗ୍ରାହୀ, କପିଲେଶ୍ୱର ଖମାରି,ସୁରୁ ମଟାରି,ନୀଳମଣି ମିଶ୍ର,କୋଶଲ ନେତା ବିଭୁଦତ୍ତ ମିଶ୍ର, ବିଜେପି ନେତ୍ରୀ ବନଲତା, ଆରତୀ ଗୁରୁ, ପଶ୍ଚିମ ଓଡ଼ିଶା ଯୁବା ମଞ୍ଚ ର ଥବିର କର୍ମୀ,ଓକିଲ ସଂଘ ସଭାପତି ଅମରେଶ ତ୍ରିପାଠୀ, ସତ୍ୟ ମିଶ୍ର, ମାହେଶ୍ୱରୀ ସଂଗଠନର ଅଙ୍କୁଶ ପାଣ୍ଡିଆ, ପୂର୍ବତନ ସୈନିକ ସଂଘ ରପ୍ରତାପ ରଥ, ବଜରଙ୍ଗ ଦଳ ର ସୌମ୍ୟ ରଞ୍ଜନ ମିଶ୍ର,ବରିଷ୍ଟ ସାମ୍ବାଦିକ ପୂର୍ଣଚନ୍ଦ୍ର ପଣ୍ଡା, ନାଗରିକ କମିଟି ସମ୍ପାଦକ ମନୋରଞ୍ଜନ ସାହୁ, ବିକାଶ ସା, ଲଷ୍ମୀ ପଟ୍ଟନାୟକ, କିଶୋର ମିଶ୍ର, ବିଜେପି ନେତା ପିତାମ୍ବର ଖମାରି,କୋସଲ ସେନା ର ରାଜ୍ୟ ସଭାପତି କୌସ୍ତୁଭ ସାହୁ,କଂଗ୍ରେସ ନେତା ବିଦୁଭୂଷଣ ତ୍ରିପାଠୀ,ବିଜେପି ନେତ୍ରୀ ବାସନ୍ତୀ ଜେନା ଏବଂ ବିପିନ କୁସଲିଆ,ଯୁବ ଏକ୍ସନ କମିଟି ସଭାପତି

ବିନୋଦ କାଳସାଏ ପ୍ରମୁଖ ଉଦବୋଧନ ଦେବା ସହ ଖୋର୍ଦ୍ଧା ବଲାଙ୍ଗିର ରେଳପଥ ସଂଘର୍ଷ ସମିତି ର ପ୍ରକଳ୍ପ ର ତ୍ୱରାନ୍ୱିତ ପାଇଁ ନେଉଥିବା ଆନ୍ଦୋଳନାତ୍ମକ କାର୍ଯ୍ୟକ୍ରମ କୁ ସମ୍ପୂର୍ଣ୍ଣ ସମର୍ଥନ ଜ୍ଞାପନ କରିଥିଲେ ।ଏହା ପରେ କେନ୍ଦ୍ର ରେଳମନ୍ତ୍ରୀ ଓ ମୂଖ୍ୟମନ୍ତ୍ରୀ ଙ୍କ ଉଦେଶ୍ୟ ରେ ବଲାଙ୍ଗୀର ଅତିରିକ୍ତ ଜିଲ୍ଲାପାଳ ମହେନ୍ଦ୍ର ନାୟକ ଦାବି ପତ୍ର ଗ୍ରହଣ କରିଥିଲେ।ବଲାଙ୍ଗୀର ଏକ୍ସନ କମିଟି ର ଉପସଭାପତି ମୁନା ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

ଆଜି ର ଏହି ସଭା ରେ ରଶ୍ମିରେଖା ଦାନୀ, ନିହାରିକା ମିଶ୍ର,ପ୍ରମିଳା ମିଶ୍ର,ବନଶ୍ରୀ ଆଚାର୍ଯ୍ୟ,ସରିତା ଯୋଶୀ, ଅନିତା ମିଶ୍ର,ସୌଦାମିନୀ ମିଶ୍ର,ଗିରିଶ ସିଂହଦେଓ, ଧୀରେନ୍ଦ୍ର ନାରାୟଣ ସିଂହଦେଓ,ପ୍ରଭାକର ମିଶ୍ର,ୟୁଥ ଏକ୍ସନ କମିଟି ର ପିତାମ୍ବର ବଂଛୋର(ପିଙ୍କୁ) , ରବି ଖମାରି,ରିଲୁ ରଥ, ସନ୍ତୋଷ ସାହୁ,ପ୍ରମୋଦ ସାହୁ,ସୁନୀଲ ମିଶ୍ର,ପ୍ରତାପ ତ୍ରିପାଠୀ, ସୁମେଶ ଡାଙ୍ଗ, ପ୍ରଶାନ୍ତ ନାୟକ,ବଣ୍ଟୁ ବଗର୍ତ୍ତି ଏବଂ ଶତାଧିକ ବୁଦ୍ଧିଜୀବୀ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like