-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର -ଖୋର୍ଦ୍ଧା ରେଳପଥ ନିର୍ମାଣ କାର୍ଯ୍ୟର ତ୍ୱରାନ୍ୱିତ ଦାବିରେ ଗଣଧାରଣା

14-Oct-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) - ଖୋର୍ଦ୍ଧା -ବଲାଙ୍ଗୀର ରେଳପଥ ନିର୍ମାଣ କୁ ତ୍ୱରାନ୍ୱିତ କରିବା ଦାବିରେ ଆଜି ରେଳପଥ ସଂଘର୍ଷ ସମିତି ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣ ଧାରଣା ଦେବାସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।ସୁବର୍ଣ୍ଣପୁର ଜିଲ୍ଲା ଆବାହକ ଶ୍ୟାମାଓଁ ପ୍ରସାଦ ମିଶ୍ର ଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ବିକ୍ଷୋଭ

ସମାବେଶରେ ସରକାରୀ ଉଦାସୀନତା ଯୋଗୁଁ ଏହି ରେଳପ୍ରକଳ୍ପ କାର୍ଯ୍ୟ ରେ ମନ୍ଥରତା ଦେଖାଦେଇ ଏକ ଅଚଳାବସ୍ଥା ସୃଷ୍ଟି ହୋଇଛି ବୋଲି ଉପସ୍ଥିତ ବିକ୍ଷୋଭ କାରୀ ମତଦେବାସହ  ଏପରି ସ୍ଥାଣୁତା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୁଦ୍ଧରେ ବିଭିନ୍ନ ସ୍ଲୋଗାନ ଦେବାସହ ଯଦି ନିର୍ଦ୍ଧାରିତ ସମୟ ଭିତରେ ଏହି ରେଳପଥ ନିର୍ମାଣ କାର୍ଯ୍ୟ ସମାପ୍ତ ନହୁଏ  ତା ହେଲେ ଆଗକୁ ଦୁର୍ବାର ଆନ୍ଦୋଳନ ଗଢିତୋଳିବାକୁ ଜନ ସାଧାରଣ ଙ୍କୁ ଆହ୍ୱାନ ଦେଇଥିଲେ। ସେହିପରି ଜଙ୍ଗଲ ଜମି ଅଧିଗ୍ରହଣ କାର୍ଯ୍ୟ କୁ ଅଣଦେଖା ହିଁ  ଏହି ପ୍ରକଳ୍ପ  ତ୍ୱରାନ୍ୱିତ ନହେବାର ଏକ ପ୍ରମୁଖ କାରଣ ବୋଲି ଉପସ୍ଥିତ ଆନ୍ଦୋଳନ କାରୀ ମତବ୍ୟକ୍ତ କରିଥିଲେ। ଆଜି ବଲାଙ୍ଗୀର -ଖୋର୍ଦ୍ଧା ରେଳପଥ ସଂଘର୍ଷ ସମିତି ପକ୍ଷରୁ ଆହୁତ ଏହି ବିକ୍ଷୋଭ ସମାବେଶ କୁ ଆଜି ସମାନ୍ତରାଳ ଭାବରେ ବଲାଙ୍ଗୀର, ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲା ର ଜିଲ୍ଲାପାଳଙ୍କ ମାଧ୍ୟମରେ କେନ୍ଦ୍ର ରେଳମନ୍ତ୍ରୀ ଓଜଙ୍ଗଲ ପରିବେଶ ମନ୍ତ୍ରୀ ଓ ସରକାର ଙ୍କ ପାଖକୁ ପ୍ରେରଣ କରାଯାଇଥିବା ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ଠାରେ  ମଧ୍ୟ ଜିଲ୍ଲା ପାଳ ଅବୋଲି ସୁନୀଲ ନରୱଣେ ଙ୍କ ମାଧ୍ୟମରେ କେନ୍ଦ୍ର ସରକାରଙ୍କ ପାଖକୁ ଦାବି ପତ୍ର ପ୍ରେରଣ କରିଥିଲେ। ଆଜିର ଏହି ବିକ୍ଷୋଭ ସମାବେଶକୁ  ଦଳମତ ନିର୍ବିଶେଷରେ ସମସ୍ତେ ସମର୍ଥନ ଜଣାଇଥିବାବେଳେ  ଏହି ମଞ୍ଚରୁ କାମର ଅଗ୍ରଗତି ପାଇଁ ସରକାର ଙ୍କ ଉଦାସୀନତା କୁ ଦାୟୀ କରି ଆଗାମୀ ଦିନରେ ଦୁର୍ବାର ଜନ ଆନ୍ଦୋଳନ ଆରମ୍ଭ କରିବାପାଇଁ ସମସ୍ତେ ସଜବାଜ ହେବାକୁ ଅଣ୍ଟାଭିଡି ଥିଲେ ।ଆଜିର ଏହି ବିକ୍ଷୋଭ ଓ ଗଣଧାରଣାରେ ସହ ଆବାହକ ତଥା ବରିଷ୍ଠ ଆଇନଜୀବୀ ବଳଦେବ ପ୍ରସାଦ ବେଦବାକ, ଅଭିମନ୍ୟୁ କୁଶଳ,ଜିତେନ୍ଦ୍ର ପଟ୍ଟନାୟକ, ପଦ୍ମଲୋଚନ ମିଶ୍ର, ଶେଷଦେବ ମେହେର, ସୁରେଶ ମିଶ୍ର, ସୁରେଶ ପାତ୍ର,ଶ୍ରଦ୍ଧାଞ୍ଜଳି ମିଶ୍ର, ପ୍ରକାଶ ବେବର୍ତ୍ତା,ହିମାଂଶୁ

ଗଡ଼ତିଆ, ଲଡୁକିଶୋର ମଲ୍ଲିକ,ବ୍ୟାସଦେବ ମିଶ୍ର,ମନୋରଞ୍ଜନ ତ୍ରିପାଠୀ, ସଚ୍ଚିଦାନନ୍ଦ ଦାଶ,ଦିଲିପ ପାତ୍ର,ନିଶାନ୍ତ ମହାନ୍ତି,  ମନୋଜ ବାରିକ, ଶରତ ମହାପାତ୍ର,ଅଶୋକ ଜେନା,ସୁବ୍ରତ ସେଠି ପ୍ରମୁଖ ଙ୍କସହ ସହରର ବିଭିନ୍ନ ସାମାଜିକ ଅନୁଷ୍ଠାନର କର୍ମକର୍ତ୍ତା,ଶତାଧିକ ବୁଦ୍ଧିଜୀବୀ ଓ ଗଣମାଧ୍ୟମ ପ୍ରତିନିଧି ସମୁହ ଭାଗ ନେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like