-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀ ବେଗୁନିଆପଡା ବ୍ଲକରେ ବିଧାୟିକାଙ୍କ ନେତୃତ୍ୱରେ ବିଜୁଜନତା ଦଳର ଜନସମ୍ପର୍କ ପଦଯାତ୍ରା

14-Oct-2022



ଗଞ୍ଜାମ : ବେଗୁନିଆପଡା ବ୍ଲକରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଅକ୍ଟବର ୨ ଗାନ୍ଧୀ ଜୟନ୍ତୀ ରୁ ନଭୋମ୍ବର ୨ ପଯ୍ୟନ୍ତ ଜନସମ୍ପର୍କ ପଦଯାତ୍ରା ମାଧ୍ୟ୍ୟମରେ ଲୋକଙ୍କ ପାଖରେ ପହଞ୍ଚି ଶୁଖ ଦୁଖରେ ଭାଗିଦାରୀ ହେବାସହ ବିକାଶର ବାର୍ତ୍ତା ପହଞ୍ଚାଈବା ପାଈଁ

ନିର୍ଦ୍ଦେଶ ଦେଇଥିବାବେଳେ  ଗୁରୁବାର ଦିନ କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀ ୪୫ନଂ ଜିଲ୍ଲାପରିଷଦ ଜୋନ୍‌ ରେ ବିଜୁଜନତା ଦଳର ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଈଛି । ବିଧାୟିକା ଶ୍ରୀମତୀ ଲତିକା ପ୍ରଧାନଙ୍କ ନେତୃତ୍ୱରେ ବେଗୁନିଆପଡା ପଞ୍ଚାୟତ ସିଦ୍ଧେଶ୍ବର ମନ୍ଦିରୁ ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଥିଲା l ବିଜୁଜନତା ଦଳର ଶତାଧିକ କର୍ମୀ ମାନେ ଯୋଗଦେଇ ବିଶାଳ ଶୋଭାଯାତ୍ରାରେ ବାହାରି  ଖଣ୍ଡିଆନଇ, ବେଗୁନିଆପଡା, ମଦ୍ଦକୋଟ, ଚିଙ୍ଗୁଡିଖୋଲ, ଚନ୍ଦନପୁର, ଖଈରିଖମା, ତାଳସର, କୁମ୍ଭାରଗାଁ , ଅଙ୍ଗାରଗାଁ,ଷଣ୍ଢମୂଳ, ସାଙ୍କୁଡ଼ା, ସୁମଣ୍ଡଳ, ବୁରୁଝରି, ଏସ୍ .ଛଚିନା , କେ.ବରିଡା ଗୁଡିକ ଗ୍ରାମରେ ପହଞ୍ଚି ପଥପ୍ରାନ୍ତ ସଭା ବିଧାୟିକା ଅଭିଭାଷଣ ରେ  ଏହି ଅଞ୍ଚଳରେ  ରାଜ୍ୟ ସରକାରଙ୍କ ୫ଟି ମାଧ୍ୟମରେ ବିଦ୍ୟାଳୟ ଗୁଡିକ  ରୂପାନ୍ତରଣ କରଣ ହୋଇଛି। ବେଗୁନିଆପଡା ଫାଣ୍ଡି କୁ ଥାନା ରେ ପରିଣତ ହୋଇଛି । ପ୍ରତ୍ୟେକ ଘରକୁ ଘର ପାନୀୟଜଳ ଯୋଗାଣ ନିମନ୍ତେ ମେଗା ଜଳଯୋଗାଣ ପାଈଁ ୫୦୦ କୋଟି ରାଜ୍ୟ ସରକାର ଅନୁମୋଦନ କରିଛନ୍ତି ।  ଆଗକୁ ଉନ୍ନତିକରଣ ହେବାକୁ ଥିବା ବିଭିନ୍ନ ପଞ୍ଚାୟତ  ଗୁଡିକର ଆଲୋଚନା କରିଥିଲେ ଯେପରି ବେଗୁନିଆପଡା  ଏକ ବେବସାୟିକ ପେଣ୍ଠସ୍ଥଳୀ ହୋଇଥିବାରୁ ପୁରା ଅଞ୍ଚଳକୁ  ସିସିଟିଭି କରାଯିବା ସହ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରକୁ ସ୍ମାର୍ଟ ମେଡିକାଲରେ ପରିଣତ କରାଯିବ  ବିଧାୟିକା କହିଥିଲେ । ଏହି ଜନସମ୍ପର୍କ ପଦଯାତ୍ରା ରେ ବେଗୁନିଆପଡା

ବ୍ଲକ  ଅଧ୍ୟକ୍ଷା ରେଣୁ ଗୈାଡ, ଉପାଧ୍ୟକ୍ଷ ସୁଧାକର ପ୍ରଧାନ, ୪୫ନଂ  ଜିଲ୍ଲାପରିଷଦ  ମଧୁମିତା ସାହୁ, ୪୬ନଂ ଜିଲ୍ଲାପରିଷଦ ବିନୋଦିନୀ ସ୍ବାଇଁ, ବିଜୁଜନତା ଦଳର ଜିଲ୍ଲା କାଯ୍ୟାକାରିଣୀ ସଦସ୍ୟ ମହେଶ୍ବର ବରାଡ, c୪୪ନଂ, ୪୫ନଂ ଜୋନ୍‌ର ପୂର୍ବତନ ଜିଲାପରିଷଦ ମନୋଜ କୁମାର ପାଣ୍ଡି, ତ୍ରିନାଥ ଭୁୟାଁ ବ୍ଲକ ଯୁବ ସଭାପତି ସତିଶ୍ ରଞ୍ଜନ ତାରିଣୀ, ଛାତ୍ର ସଭାପତି କାହ୍ନୁଚରଣ ପଣ୍ଡାଙ୍କ ସମେତ ସମସ୍ତ ସରପଞ୍ଚ  ଓ ସମିତିସଭ୍ୟ ବିଜୁଜନତାଦଳର ଶତାଧିକ କର୍ମୀ ଯୋଗ ଦେଇଥିଲେ।

(ଉମା ମହାରଣା - କୋଦଳା )


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like