-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା

14-Oct-2022



ବିନିକା(ହିମାଂଶୁ ଶେଖର ପୁଟେଲ)ପ୍ରଥମ କରି ପାଦ ପକାଇଥିବା ବିନିକା ବ୍ଳକ ଅନ୍ତର୍ଗତ ବାଉଁଶୁଣି ଶ୍ରୀଜଗନ୍ନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କୁ ଆଜି କଲେଜ ତରଫରୁ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏହି ଅବସରରେ ଆୟୋଜିତ ସଭାରେ ଅଧ୍ୟକ୍ଷ ବନ ବିହାରୀ ମିଶ୍ର ଅଧ୍ୟକ୍ଷତା କରି ନୂଆଁକରି ଯୋଗଦାନ କରିଥିବା ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ନିୟମିତ ଆସି ଶିକ୍ଷା ଗ୍ରହଣ କରିବା,ସମୟାନୁବର୍ତିତା ଅବଲମ୍ବନ,ଶାନ୍ତି ଶୃଙ୍ଖଳା ରକ୍ଷା କରିବା ଆଦି ଦିଗରେ ପରାମର୍ଶ ଦେଇଥିଲେ ।ଏଥିରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁପାର ଠେଲା,ସମ୍ମାନିତ ଅତିଥି ଭାବେ ବିନିକା ବ୍ଳକ ପୂର୍ବତନ ଅଧ୍ୟକ୍ଷ ଅଶୋକ ନନ୍ଦ,ଉପାଧ୍ୟକ୍ଷ ନିର୍ମଳ ଷାଣ୍ଡ,ସରପଞ୍ଚ ରୀନା ମହଲା ଯୋଗଦେଇ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ କ୍ୟାରିଅର ଉଜ୍ଜଳମୟ ହେଉ ବୋଲି କହିଥିଲେ । ଏହି ଅବସରରେ ପୂର୍ବରୁ ଅଧ୍ୟକ୍ଷଙ୍କ ତରଫରୁ ହୋଇଥିବା କାଉନସିଲିଙ୍ଗ ପରୀକ୍ଷାରେ ସର୍ବୋଚ୍ଚ ନଂ ରଖିଥିବା ଛାତ୍ରୀ ସୁମନ ସୁଚରିତା ହୋତାଙ୍କୁ ପ୍ରଥମ ପୁରସ୍କାର ୩ହଜାର ଟଙ୍କା,ଦ୍ଵିତୀୟ ଜୈଲେନ୍ଦ୍ରି ବାରିକଙ୍କୁ ୨ହଜାର,ତୃତୀୟ ପ୍ରାଚୀମୟୀ ହୋତାଙ୍କୁ ୧ହଜାର ଟଙ୍କା ପ୍ରଦାନ କରାଯାଇଥିଲା ।ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ପରିଚାଳନାରେ ଅଧ୍ୟାପକ ରାଜେଶ ପଟ୍ଟନାୟକ,ରଞ୍ଜନ ମହଲା, ଶିବଦତ୍ତ ପଣ୍ଡା,ବିଶେଶ୍ୱର ଗୁରୁ, ଗ୍ରନ୍ଥାକାରିକ ହରିବୋଲ ସା,ଶାନ୍ତନୁ ସାହୁ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like