-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||     

HOME   ଜିଲ୍ଲା

ଜଙ୍ଗଲରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର: ମଦ ରନ୍ଧା ବନ୍ଦ କରିବା ପାଇଁ କହିବାରୁ ହତ୍ୟା କରିଥିଲା ସ୍ୱାମୀ

14-Oct-2022



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): ମଦ ରନ୍ଧା ବନ୍ଦ କରିବା ପାଇଁ ସ୍ୱାମୀକୁ କହିବାରୁ ସ୍ତ୍ରୀକୁ ଜୀବନରେ ମାରି ଜଙ୍ଗଲରେ ଫୋପାଡି ଦେଲେ ସ୍ୱାମୀ ।କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଭ୍ରମରବାଡ଼ି ପଞ୍ଚାୟତର ବୁଡାନପିପାଲି ଗ୍ରାମରେ ଦେଖିବାକୁ ମିଳିଛି ଏଭଳି କିଛି ଘଟଣା । ଉକ୍ତ ଗ୍ରାମର ପ୍ରକାଶ ପ୍ରଧାନଙ୍କୁ କେର୍କେବାଡ଼ି ଗ୍ରାମର ସନାତନ ପ୍ରଧାନଙ୍କ ଭଉଣୀ ସୁମିତ୍ରା ପ୍ରଧାନ ୭ ବର୍ଷ ହେବ ବିବାହ କରିଥିଲେ । ବିବାହ ପରଠାରୁ ପ୍ରକାଶ ପ୍ରଧାନ ମଦ୍ୟପାନ କରି ସୁମିତ୍ରାଙ୍କୁ ମାଡ଼ ମାରିବା ସହ ଅତ୍ୟାଚାର କରୁଥିଲେ । ଏପରିକି ପ୍ରକାଶ ପ୍ରଧାନ ମଦ ମଧ୍ୟ ରାନ୍ଧୁଥିଲେ । ମଦ ରାନ୍ଧିବାକୁ ବିରୋଧ କରୁଥିଲେ ସ୍ତ୍ରୀ ସୁମିତ୍ରା । ଗତ ୩୦ ତାରିଖ ଦିନ ସୁମିତ୍ରା ସ୍ୱାମୀ ରାନ୍ଧୁଥିବା ମଦ ଭାଟିକୁ ଯାଇ ମଦ ଭାଟି ଭାଙ୍ଗିଦେଇଥିଲେ । ଏହାରି ଫଳରେ ସ୍ୱାମୀ,ସ୍ତ୍ରୀ ସୁମିତ୍ରାକୁ ଝଗଡା କରିବା ସହ ସୁମିତ୍ରାଙ୍କୁ ଜୀବନରୁ ମାରିଦେବାକୁ ସ୍ୱାମୀ ଧମକ ଦେଇଥିଲେ । ଏହା ପରଠାରୁ ସୁମିତ୍ରା ନିଖୋଜ ରହିଥିବା ଭାଇ ସନାତନ ଅଭିଯୋଗ କରିଛନ୍ତି। ଏନେଇ ସନାତନ ଦାରିଙ୍ଗବାଡ଼ି ଥାନାରେ ଲିଖିତ ଅଭିଯୋଗ କରିଥିବା ବେଳେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ବେଳେ ଝିଅ ଘର ପରିବାର ଲୋକ ସମେତ ଗାଁ ଲୋକ ବୁଡାନପିପାଲି ଜଙ୍ଗଲରୁ ସୁମିତ୍ରାଙ୍କ ଗଳିତ ମୃତ ଦେହ ଦେଖି ଗାଁ ଲୋକ ଥାନା ଅଧିକାରୀ କୌଶିକ ମାଝୀଙ୍କୁ ସୂଚନା ଦେଇଥିଲେ । ସୂଚନା ପାଇ ଥାନା ଅଧିକାରୀ କୌଶିକ ମାଝୀ,ଏସଆଇ ଜିତେନ୍ଦ୍ର ବେହେରା,ଏଏସଆଇ ସୁବାସ ଚନ୍ଦ୍ର ବାଏକ ସହ ପୋଲିସ ଫୋର୍ସ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ଗଳିତ ଶବ ଜବତ କରିବା ସହ ଘଟଣାକୁ ନେଇ ଅଧିକ ତଦନ୍ତ କରୁଛନ୍ତି । ସ୍ୱାମୀ ପ୍ରକାଶ ପ୍ରଧାନ ସ୍ତ୍ରୀ ସୁମିତ୍ରାଙ୍କୁ ଜୀବନରୁ ମାରି ଘର ପଛ ପଟ ଜଙ୍ଗଲରେ ଫୋପାଡ଼ି ଦେଇଥିବା ସୁମିତ୍ରାଙ୍କ ପରିବାର ଲୋକ ଅଭିଯୋଗ ଆଣିଛନ୍ତି । ଏ ନେଇ ଦାରିଙ୍ଗବାଡି ପୋଲିସ ତଦନ୍ତ ଅବ୍ୟାହତ ରଖିଥିବା ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026

You Might Also Like