-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||      ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା    (30-Apr-2026)       ||      ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   (30-Apr-2026)       ||      ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ    (30-Apr-2026)       ||      ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ    (29-Apr-2026)       ||      ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||      ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ    (29-Apr-2026)       ||      ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   (29-Apr-2026)       ||      ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   (29-Apr-2026)       ||      ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   (29-Apr-2026)       ||      ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   (29-Apr-2026)       ||      ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    (29-Apr-2026)       ||      *ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   (29-Apr-2026)       ||      ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   (29-Apr-2026)       ||      ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   (29-Apr-2026)       ||      ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   (29-Apr-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣ ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ

14-Oct-2022



-ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) ସୁବର୍ଣ୍ଣ ଲୋକ ମହୋତ୍ସବ ଉପଲକ୍ଷେ ଆଜି ସୁବର୍ଣ୍ଣପୁର କଲେକ୍ଟୋରେଟ କନଫରେନ୍ସ ହଲ ଠାରେ ଜ଼ିଲ୍ଲାପାଳ ଅବୋଲି ସୁନୀଲ ନର୍ଭଣେ ଙ୍କ ଅଧ୍ୟକ୍ଷତା ରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି l  ଏବର୍ଷ ଏହି ମହୋତ୍ସବ ଟି ମିନି ଷ୍ଟାଡିଅମ ଠାରେ ଆୟୋଜନ କରାଯିବାକୁ ସ୍ଥିର କରାଯାଇଥିବା ବେଳେ ଜାନୁଆରୀ 14 ତାରିଖ ରୁ  18 ତାରିଖ  ତିନି ଦିନ ଯାଏ  ଲୋକ ମହୋତ୍ସବ ଏବଂ ପରବର୍ତ୍ତୀ ଦୁଇ ଦିନ ଓରମାସ ର ପଲ୍ଲୀଶ୍ରୀ ମେଳା ସହିତ କିଛି ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ l ଆସନ୍ତା ଜାନୁଆରୀ 20 ତାରିଖ ଠାରୁ 29 ତାରିଖ ଯାଏ  ଓଡିଶା ରେ ବିଶ୍ୱ କପ ହକି  ଅନୁଷ୍ଠିତ ହେବାକୁ ଥିବା ବେଳେ ଏହି ମେଗା ଉତ୍ସବ ପାଳନ ସମୟ ରେ ସମସ୍ତ ଜ଼ିଲ୍ଲା ର ମହୋତ୍ସବ ଗୁଡିକ ମଧ୍ୟ ପାଳନ ପାଇଁ ରାଜ୍ୟ ସରକାର ଙ୍କ ପରାମର୍ଶ  ରହିଥିବା ବିଷୟ ଜ଼ିଲ୍ଲାପାଳ ନର୍ଭଣେ ମତ ରଖିଥିଲେ l  ସମ୍ମାନିତ ଅତିଥି ଭାବେ ଏସପି ଅମରେଶ ପଣ୍ଡା, ଏଡିଏମ ସୂର୍ଯ୍ୟ ନାରାୟଣ ଦାଶ,  ଏଡିଏମ ଜେନେରାଲ ନିଶି ପୁନମ  ମିଞ୍ଜ, ଉପ ଜ଼ିଲ୍ଲାପାଳ  ଡ, ଈପସିତା ପ୍ରିୟଦର୍ଶନୀ ମିଶ୍ର, ସଂସ୍କୃତି ଅଧିକାରୀ , ତହସିଲଦାର, ଯୋଗ ଦେଇ ଥିଲେ l ଏହି ଅବସର ରେ  ବିଭିନ୍ନ ସ୍ତର ରେ  କମିଟି ଗୁଡିକ ଗଠନ  କରାଯାଇଛି l ଏହି ବୈଠକ ରେ ଜ଼ିଲ୍ଲା ସ୍ତରୀୟ ସମସ୍ତ   ଅଧିକାରୀ, କର୍ମଚାରୀ, ସହର ର ବୁଦ୍ଧିଜୀବୀ, ବରିଷ୍ଠ ନାଗରିକ, ମିଡ଼ିଆ, ସମସ୍ତ ବ୍ଲକ ର ବିଡ଼ିଓ, ତହସିଲଦାର, ଯୋଗ ଦେଇ ବିଭିନ୍ନ ମତାମତ ରଖିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଗଞେଇ ଜବତ, ଚାଲାଣକାରୀ ଗିରଫ   30-Apr-2026
  ଜିଲ୍ଲା  
ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   30-Apr-2026
  ଜିଲ୍ଲା  
ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   30-Apr-2026
  ଜିଲ୍ଲା  
ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   30-Apr-2026
  ଜିଲ୍ଲା  
ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା   30-Apr-2026
  ରାଜ୍ୟ  
ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   30-Apr-2026
  ରାଜ୍ୟ  
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ   29-Apr-2026
  ଜିଲ୍ଲା  
ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   29-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    29-Apr-2026
  ରାଜ୍ୟ  
ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ   29-Apr-2026
  ରାଜ୍ୟ  
ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   29-Apr-2026

You Might Also Like