-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||     

HOME   ଜିଲ୍ଲା

ବିଭିନ୍ନ ସାମାଜିକ ଅନୁଷ୍ଠାନର ସହଯୋଗରେ  ଭିନ୍ନ ଏକ ଧରଣର ବଲାଙ୍ଗୀର ଦିବସ ପାଳନ ହେବ

14-Oct-2022



ବଲାଙ୍ଗିର(ଅନ୍ତର୍ଯ୍ୟାମୀ ସାହୁ) ବଲାଙ୍ଗୀର ସହରରର କିଛି ସଂସ୍କୃତି ପ୍ରେମୀ, କଳାକାର ଓ ବଲାଙ୍ଗୀର ମାଟିକୁ ଭଲ ପାଉଥିବା ବ୍ୟକ୍ତିବିଶେଷ ମାନଙ୍କ ସହଯୋଗରେ ଆସନ୍ତା ନଭେମ୍ବର ୧ ତାରିଖ ଦିନ ଭିନ୍ନ ଏକ ଧରଣର ବଲାଙ୍ଗୀର ଦିବସ ପାଳନ ହେବାକୁ ସ୍ଥିରୀକୃତ ହୋଇଛି । ଆଜି ସ୍ଥାନୀୟ କୋସଳ କଳାମଣ୍ଡଳ ପଡିଆର ପୁରୁଣା ମଂଚ ଠାରେ ଅନୁଷ୍ଠିତ ଏକ  ବୈଠକରେ ଏହି ନିଷ୍ପତ୍ତି ଗ୍ର୍ରହଣ କରାଯାଇଛି । ଏହି ବୈଠକରେ ସହରର ବହୁ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ଯୋଗ ଦେଇ ବଲାଙ୍ଗୀର ଦିବସକୁ ଜାକ୍‌ଜମକ୍‌ର ସହ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ବଲାଙ୍ଗୀରର ସାଧାରଣ ନାଗରିକ ତଥା ସମସ୍ତ ଜୈଷ୍ଟ, କନିଷ୍ଠ ଓ ବରିଷ୍ଠ ମାନଙ୍କୁ ନେଇ ଏହି ଦିବସକୁ ପାଳନ କରାଯିବ । ଦିବସ ପାଳନ କରିବା ପାଇଁ ସମସ୍ତ ପ୍ରକାର ଯେଜନା ଓ ରୂପରେଖ ପ୍ରସ୍ତୁତ ହୋଇ ସାରିଥିବା ବେଳେ ଦଳମତ ନିର୍ବିଶେଷରେ କୌଣସି ପଦପଦବୀ କୁ ବାଦ ଦେଇ ସାମୁହିକ ଉଦ୍ୟମରେ ଏହି ଦିବସକୁ ପାଳନ କରାଯିବକୁ ନିଷ୍ପତ୍ତି ନିଆଯାଇଛି । ଆଜିର ଏହି ପ୍ରସ୍ତୁତି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ବିଙ୍ଗ ହ୍ୟୁମେନ ଫାଉଣ୍ଡେସନ, ୟୁଥ ଏକ୍ସନ କମିଟି, ନାରୀ ଶକ୍ତି ଫାଉଣ୍ଡେସନ, ଅସୀମ କରାଟେ ଏସୋସିଏସନ୍‌, ଯୁବ କଳାକାର ସଂଘ, ବଲାଙ୍ଗୀରିଏନ ଧାଙ୍ଗରୀ ଗୃପ୍ ,ବିଶ୍ୱ ହିନ୍ଦୁ ପରିଷଦ, ଦୁଲ୍‌ଦୁଲି କଳା ପରିଷଦ, ନଟରାଜ କଳା ପରିଷଦ, ସୋନି ସଦର ଜମାତ ସଂଘ, ସ୍ୱାଭିମାନ ପରିବାର, ୟଙ୍ଗ ମେନ୍ ଖ୍ରୀଷ୍ଟିୟାନ ସଂଘ, ମାହେଶ୍ୱରୀ ସେନl, ପଶ୍ଚିମ ଓଡ଼ିଶା ଯୁବା ମଂଚ, ଜିଲ୍ଲା କୁଲତା ସମାଜ, ମାତୃଶକ୍ତି ସ୍ୱେଚ୍ଛାସେବୀ ସଂଗଠନ, ପୂର୍ବତନ ସୈନିକ ସଂଘ, ନାରୀ ଶକ୍ତି ଫାଉଣ୍ଡେସନ, କାର୍ତ୍ତବ୍ୟ ଫାଉଣ୍ଡେସନ, ବଲାଙ୍ଗୀର ନାଗରିକ କମିଟି, ସ୍ମାଇଲ୍ ଫର ଅଲ୍ ଆଦି ସାମାଜିକ ଅନୁଷ୍ଠାନ ନିଜର ସମର୍ଥନ ପ୍ରକଟ କରିଛନ୍ତି । ଆଗାମୀ ଦୁଇ ଦିନ ଭିତରେ ବଲାଙ୍ଗୀରର ବୁଦ୍ଧିଜୀବୀ ଓ ଚିନ୍ତାନାୟକ ମାନଙ୍କୁ ନେଇ ଏକ ବୃହତ୍ତର ବୈଠକ ଅନୁଷ୍ଠିତ ହେବ ବୋଲି କୁହାଯାଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026

You Might Also Like