-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      Hj   (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||      ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା    (30-Apr-2026)       ||      ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   (30-Apr-2026)       ||      ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ    (30-Apr-2026)       ||      ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ    (29-Apr-2026)       ||      ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ଭିନ୍ନକ୍ଷମ ସାମର୍ଥ ଶିବିର, ୫୧୦ ଜଣ  ହିତାଧିକାରୀ ପଂଜିକୃତ

14-Oct-2022



ଉଲୁଣ୍ଡା (ଗୌରଚନ୍ଦ୍ର ପରିଛା) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଆଂଚଲିକ ବାଲିକା ଉଚ୍ଚ ବିଦ୍ୟାଲୟରେ ବ୍ଲକ ସ୍ତରୀୟ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ ହୋଇଯାଇଛି । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ଶଶକ୍ତିକରଣ ବିଭାଗ ଆନୁକୁଲ୍ୟରେ ଆୟୋଜିତ ଶିବିରକୁ ବ୍ଲକ ଅଧ୍ୟକ୍ଷା ଶାନ୍ତିଲତା ମିଶ୍ର, ବିଡିଓ ହେମସାଗର ଭୋଇ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବହ୍ଲବ ସରଙ୍ଗୀ ଅତିଥି ଭାବରେ ଯୋଗଦେଇ ଶିବିରକୁ ଉଦଘାଟନ କରିଥିଲେ । ଶିବିରରେ ସର୍ବମୋଟ ୫୧୦ ଜଣ  ଭିନ୍ନକ୍ଷମ ହିତାଧିକାରୀଙ୍କୁ ପଂଜିକୃତ କରାଯାଇଥିଲା । ଏଥିରେ ଡ. ଏନ ମେହେର, ଡ. ଆରଆର ହୋତା, ଡ. ଏସକେ କର, ଡ. ଏନକେ ନାଏକ, ଡ. ତୁଷାର ରଞ୍ଜନ ଦଲାଇ, ଡ.ଚେତୁରାମ ମେହେର  ଅଭିଲାଷ କୁମାର ନାଏକ ଏବଂ ମିତାଲି ସାହୋ ଯୋଗଦେଇ ପରିକ୍ଷା କରିଥିଲେ । ଏଥି ମଧ୍ୟରୁ ୪୭ ଜଣଙ୍କୁ ବସପାସ, ହୁଇଲ ଚେୟାର, ଟ୍ରାଇ ସାଇକିଲ, ଆଶାବାଡି, ଶ୍ରବଣ ଯନ୍ତ୍ର, ଦୃଷ୍ଟିହିନ ବାଡି ଦେବା ପାଇଁ ଚିହ୍ନଟ କରାଯାଇଥିବା ବେଳେ ୧୦ ଜଣଙ୍କୁ ଭିନ୍ନକ୍ଷମ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା ।  ଶିବିରକୁ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ କ୍ଷିରୋଦ୍ର ଭୁଷଣ ରାୟ ପରିଚାଲନା କରିଥିବା ବେଳେ  ପ୍ରିୟବ୍ରତ ସାହୁ, ବାପୁନ ମିଶ୍ରଙ୍କ ସମେତ ବ୍ଲକର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026
  ଜିଲ୍ଲା  
ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ   30-Apr-2026
  ଜିଲ୍ଲା  
ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   30-Apr-2026
  ଜିଲ୍ଲା  
*ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   30-Apr-2026
  ଜିଲ୍ଲା  
ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   30-Apr-2026
  ଜିଲ୍ଲା  
Hj   30-Apr-2026
  ରାଜ୍ୟ  
ଗଞେଇ ଜବତ, ଚାଲାଣକାରୀ ଗିରଫ   30-Apr-2026
  ଜିଲ୍ଲା  
ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   30-Apr-2026

You Might Also Like

                               
  ଜିଲ୍ଲା  

Hj