-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||     

HOME   ଜିଲ୍ଲା

ମୁର୍ଷୁଣ୍ଢୀ ଗଜଲକ୍ଷ୍ମୀ ପୂଜା ମୁରାସୁର ଦରବାର ପଞ୍ଚମ ସନ୍ଧ୍ୟା  ଲକ୍ଷ୍ମୀଙ୍କ ସ୍ଵଂୟମ୍ବର ସଭା, ଭୟରେ ଦେବତା ମଣ୍ଡଲି ବିଷ୍ଣୁଙ୍କ ଶରଣାପନ୍ନ 

14-Oct-2022



ବୀରମହାରାଜପୁର  (ବିନୋଦ ପାଣ୍ଡେ ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ୪୦ ତମ ଗଜଲକ୍ଷ୍ମୀ ପୂଜା ଅବସରରେ ମୁରାସୁର ଦରବାରରେ ପଞ୍ଚମ  ସନ୍ଧ୍ୟାରେ  ମହାରାଜା  ବିଷ୍ଣୁ ଭବନ ଦହନ  ନାଟକ ମଞ୍ଚସ୍ଥ ହୋଇଛି। ଏହି ଅବସରରେ ରାଜ ଦରବାରରେ ରଙ୍କସଭା ଆୟୋଜନ ହୋଇଥିଲା। ଏଥିରେ ରାଜ ଅତିଥି ଭାବେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଝସକେତନ ବଘାର, ବୀରମହାରାଜପୁର ଜିଲ୍ଲା ପରିଷଦ ଜୋନ- ୨ ଚନ୍ଦ୍ରକାନ୍ତି ଦନ୍ତା, ଜଟେସିଂହା ପଞ୍ଚାୟତ ସରପଞ୍ଚ ସୁନିତା ପଧାନ, ଦର୍ଜନତୈଲା ସମିତି ସଭ୍ୟା ଇତିଶ୍ରୀ

ପଧାନ, ବୀରମହାରାଜପୁର ଶିକ୍ଷା ଅଧିକାରୀ ଶାନ୍ତନୁ କୁମ୍ଭକାର ,‌ ପୂର୍ବତନ ବୀରମହାରାଜପୁର ଜିଲ୍ଲା ପରିଷଦ ଜୋନ-୨ ସଭ୍ୟା ଗାୟତ୍ରୀ ପାଣିଗ୍ରାହୀ, କାଦର ସରପଞ୍ଚ ପ୍ରୀୟଙ୍କା ପ୍ରିୟଦର୍ଶିନୀ, ସାମ୍ବାଦିକ ନିତେଶ ତାଣ୍ଡିଆ   ପ୍ରମୁଖ ‌ଅତିଥି ଭାବେ ଯୋଗଦେଇ ମହାରାଜା ମୁରାସୁରଙ୍କ ପ୍ରଶ୍ନ ଉତ୍ତର ପ୍ରକାଶ କରିଥିଲେ।‌ ଏହି କାର୍ଯ୍ୟକ୍ରମଟି ପୂଜା କମିଟି ସଭାପତି ଲବ କୁମାର ସାହୁ ପରିଚାଳନା କରିଥିଲେ। ରାଜଦରବାରରେ ସ୍ଥାନୀୟ ସ୍କୁଲର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ନାଚ ଗୀତର ଆୟୋଜନ ହୋଇଥିଲା। ଫଲରେ ବହୁ ସଂଖ୍ୟକ ଦର୍ଶକ ବିଲମ୍ବିତ ରାତ୍ରି ପର୍ଯ୍ୟନ୍ତ ମନଭରି ଉପଭୋଗ କରିଥିଲେ। ଏହା ସହ ମୀନା ବଜାର , ବିଭିନ୍ନ ମେଲୋଡି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପୂଜା କମିଟିର ଉପଦେଷ୍ଟା ରାଜଗୋପାଳ

ପାଣିଗ୍ରାହୀ ଓ କୁଶ କୁମାକମର ସାହୁ,   ଉପ ସଭାପତି ଧନଞ୍ଜୟ ସାହୁ, ସମ୍ପାଦକ ତ୍ରୟଞ୍ଜିବୀ ମିଶ୍ର, କୋଷାଧ୍ୟକ୍ଷ ସତ୍ୟମୋହନ ବେଦପାଣି, ମନୋଜ ନାଏକ, ସହ ସମ୍ପାଦକ ବିଦ୍ୟାଧର ଖୁର୍ଡିଆ, ପଦ୍ମନାଭ ପ୍ରଧାନ, ‌ସନ୍ତୋଷ ସମର୍ଥ, ଆଦିତ୍ୟ ପ୍ରସାଦ ସାହୁ, ସୁନିଲ ପ୍ରଧାନ, ସତ୍ୟବ୍ରତ ଦ୍ବାରୀ, ଲୋକନାଥ ସାହୁ, ଗୋପୀନାଥ ସାହୁ, ଶ୍ୟାମ ନନ୍ଦ, ବଳରାମ ପଧାନ, ସଞ୍ଜିବ କୁମାର ସାହୁ, ଚିତ୍ତରଞ୍ଜନ ସାହୁ, ସହଦେବ ମହାକୁର, ହିମାଂଶୁ ପ୍ରଧାନ, ସୋମ୍ୟରଞ୍ଜନ ରଥ, ସଦାନନ୍ଦ ନାଏକ ଓ ଅନ୍ୟାନ୍ୟ କାର୍ଯ୍ୟକର୍ତ୍ତା ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026

You Might Also Like