-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଘୋଡ଼ାଘାଟ ପଡା ଗଜଲଷ୍ମୀ ପୂଜା ରେ ଯୋଗ ଦେଲେ ବଲିଉଡ ସିଙ୍ଗର ବାବୁଲ ସୁପ୍ରି୍ୟୋ ଓ ସାରିକା ସିଂ। ଅଗଣିତ ଦର୍ଶକ ଙ୍କ ଭିଡ଼

15-Oct-2022



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)  ଗତ କୁମାର ପୁର୍ଣିମା ଠାରୁ ଆଜି ଯାଏ ଅନୁଷ୍ଠିତ ହୋଇ ଆସୁଥିବା ସୁବର୍ଣ୍ଣପୁର ଘୋଡ଼ାଘାଟ ପଡା ର ଗଜଲଷ୍ମୀ ପୂଜା ଖୁବ ଧୁମ ଧାମ ରେ ପାଳନ ହୋଇ ଆସୁଛି l ଗତ 9 ତାରିଖ ଠାରୁ ଏହି ପୂଜା ଅବସର ରେ ପ୍ରତିଦିନ ଭଜନ ସନ୍ଧ୍ୟା ଓ କିଛି ନା କିଛି ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ପରିବେଷଣ କରାଯାଉଥିବା ବେଳେ ଗତ କାଲି ଶୁକୃବାର ରାତି ରେ  ସୋନପୁର କଲେଜ ପଡିଆ ଠାରେ ମେଲୋଡି କାର୍ଯ୍ୟକ୍ରମ ରେ ବଲିଉଡ ର ଖ୍ୟାତନାମା ସିଙ୍ଗର ବାବୁଲ ସୁପ୍ରି୍ୟୋ ଓ ସାରିକା ସିଂ  ସୁ ମଧୁରୀତ ସଂଗୀତ ପରିବେଷଣ କରିଥିଲେ l ଯାହା କି ଉପଭୋଗ କରିବାକୁ ଦୂର ଦୁରାନ୍ତ ରୁ  20 ହଜାର ରୁ  ଅଧିକ ଦର୍ଶକ ଙ୍କ ସମାଗମ ହୋଇଥିଲା l ରାଜ୍ୟ ଅର୍ଥ ମନ୍ତ୍ରୀ ଶ୍ରୀଯୁକ୍ତ ନିରଞ୍ଜନ ପୁଜାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ସୁବର୍ଣ୍ଣପୁର ଏସପି ଅମରେଶ ପଣ୍ଡା, ଏ ଡି ଏମ ସୂର୍ଯ୍ୟ ନାରାୟଣ ଦାଶ, ଯୋଗ ଦେଇ ମା ଲଷ୍ମୀ ଏ ଜ଼ିଲ୍ଲା ତଥା ରାଜ୍ୟ ବାସୀ ଙ୍କୁ ସୁଖ ସମୃଦ୍ଧି  ଶାନ୍ତି ମୈତ୍ରୀ ପ୍ରଦାନ କରନ୍ତୁ ବୋଲି କହିଥିଲେ l ଏବଂ ଏ ପୂଜା କମିଟି ର ସର୍ବ ପୁରାତନ ସଭ୍ୟ ଓ ସକ୍ରିୟ ସଭ୍ୟ ଙ୍କୁ ସମ୍ବର୍ଦ୍ଧିତ କରିଥିଲେ l  ଶେଷ ଯାଏ ସମସ୍ତ ଅତିଥି ମଧ୍ୟ  ସଂଗୀତ କାର୍ଯ୍ୟକ୍ରମ ର ମଜା ନେଇଥିଲେ l ପ୍ରତିଦିନ ମା ଙ୍କ ଠାରେ ସନ୍ଧ୍ୟା ଆଳତୀ ଓ ଖିଚୁଡ଼ି ଭୋଗ ଖୁବ ଆକର୍ଷଣୀୟ ଥିଲା l କମିଟି ର ସଭାପତି ସୋମନାଥ ସାହୁ, ସମ୍ପାଦକ ସୁମିତ ପୁଜାରୀ, ଆକାଶ ବିଦ୍ୟାଧର, ତାପସ ମହାନ୍ତି, ଗଣ ପତି ବାଗ ଙ୍କ ସମେତ ଶତାଧିକ ସଭ୍ୟ ଙ୍କ ଅକ୍ଲାନ୍ତ ପରିଶ୍ରମ ରେ ଏଇ ପୂଜା ମହୋତ୍ସବ ର ସମସ୍ତ  ସାଂସ୍କୃତିକ କାର୍ଯ୍ୟକ୍ରମ ସମାପନ କରାଯାଇଛି l ଆସନ୍ତା କାଲି ମା ଲଷ୍ମୀ ଙ୍କ ଭସାଣି ଉତ୍ସବ ମଧ୍ୟ ଖୁବ ଧୁମ ଧାମ ରେ ପାଳନ କରାଯିବ ବୋଲି କମିଟି ପକ୍ଷରୁ ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like