-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ସଂସ୍କୃତ ଭାରତୀ ପକ୍ଷରୁ ବଲାଙ୍ଗିର ଠାରେ ସଂସ୍କୃତ ସମ୍ଭାସଣ ଶିବିର ଉଦଘାଟିତ

15-Oct-2022



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ପତିତପାବନ ଏକାଡେମୀ ସଭାଗୃହରେ ଆଜିଠାରୁ ୧୫ ଦିନ ବ୍ୟାପୀ ସଂସ୍କୃତ ସମ୍ଭାସଣ ଶିବିରର ଆନୁଷ୍ଠାନିକ ଉଦଘାଟନ ହୋଇ ଯାଇଛି। ସଂସ୍କୃତ ଭାରତୀ ଉତ୍କଳ ପ୍ରାନ୍ତ ପକ୍ଷରୁ ଅନୁଷ୍ଠିତ ହେଉଥିବା ଏହି କାର୍ଯ୍ୟକ୍ରମକୁ ବରିଷ୍ଠ ସାମ୍ବାଦିକ ତଥା ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ବଲାଙ୍ଗିର ଜିଲ୍ଲା ସଭାପତି ଗୋପବନ୍ଧୁ

ଶତପଥୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଉଦଘାଟନ କରିଥିଲେ। ସଂସ୍କୃତ ଭାରତୀ ଓଡିଶା ସମ୍ପାଦକ ଅଜିତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କାହ୍ନା ବାରିକ, ବିସ୍ତାରକ ପ୍ରାରମ୍ଭିକ ସୂଚନା ପରିଚୟ ପ୍ରଦାନ କରିଥିଲେ। ପ୍ରଦୀପ ପ୍ରଜ୍ଜ୍ଵଳନ ପ୍ରାର୍ଥନା ପରେ କାର୍ଯ୍ୟକ୍ରମ ଆରମ୍ଭ

ହୋଇଥିଲା। ସଂସ୍କୃତର ପ୍ରଚର ପ୍ରସାର କରି ନିତ୍ୟ ଜୀବନର ବ୍ୟବହାରରେ ଆଣିବା ପାଇଁ ସଂସ୍କୃତ ଭାରତୀ ଓଡିଶା ଏହି ଶିବିରକୁ ଆରମ୍ଭ କରିଛି ୧୫ ରୁ ୨୯ ତାରିଖ ପର୍ଯ୍ୟନ୍ତ ପ୍ରତ୍ୟେହ ସକାଳ ୮ ଘଣ୍ଟାରୁ ୯.୩୦ ପର୍ଯ୍ୟନ୍ତ ଏହି ଶିବିରରେ ଆଜି ପ୍ରଥମ ଦିନରେ ପ୍ରାୟ ୭୦ ଜଣ ଶିକ୍ଷାର୍ଥୀ ଯୋଗଦେଇ ଥିଲେ। କାର୍ଯ୍ୟକ୍ରମରେ ବିଦ୍ୟାଭୂଷଣ ସଂସ୍କୃତ ମହାବିଦ୍ୟାଳୟର ଅଧ୍ୟାପକ ଧର୍ମରାଜ ବାଗ ମଞ୍ଚାସୀନ ଥିଲାବେଳେ ସଂସ୍କୃତ ଭାରତୀ ବଲାଙ୍ଗିର ଜିଲ୍ଲା ସଂଯୋଜକ ଶେଷଦେବ ମିଶ୍ର ପଣ୍ଡିତ ଟିକେସ୍ଵର ଗୁରୁ, ବାଲ କିଷାନ ଅଗ୍ରୱାଲ, ସ୍ଵାଧୀନ କୁମାର ପଣ୍ଡା, ସାବିତ୍ରୀ ସେଠ,ସାରିକା ପୁରୋହିତ ପ୍ରମୂଖ ଯୋଗଦେଇ ଥିଲେ। ପ୍ରଶିକ୍ଷଣ ନେବାକୁ ବିଦ୍ୟାଭୂଷଣ ସଂସ୍କୃତ ବିଦ୍ୟାଳୟ, ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ବ୍ୟତୀତ ଅନ୍ୟାନ୍ୟ ସଂସ୍କୃତ ଭାଷା ପ୍ରତି ଆଗ୍ରହୀ ବିଭିନ୍ନ ବର୍ଗର ଲୋକଙ୍କ ଉପସ୍ଥିତିରେ ଶିକ୍ଷା ଦାନ ଆରମ୍ଭ କରଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like