-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||     

HOME   ଜିଲ୍ଲା

ଗୋଶାଳାରେ ଗୋପାଷ୍ଠମୀ ପାଳନ ପାଇଁ ପ୍ରସ୍ତୁତି ବୈଠକ

15-Oct-2022



ବଲାଙ୍ଗୀର(ପ୍ରେରଣା ଖବର) ଆସନ୍ତା ନଭେମ୍ବର ୧ ତାରିଖ ଦିନ ବଲାଙ୍ଗୀର ସହର ଠିକାଦାରପଡା ସ୍ଥିତ ଗୋଶାଳା ଠାରେ ଗୋପାଷ୍ଠମୀ ମହାସମାରୋହରେ ପାଳନ ହେବା ପାଇଁ ସ୍ଥିରୀକୃତ ହୋଇଛ଼ି । ଏହି ଅବସରରେ ଆଜି ସ୍ଥାନୀୟ ଗୋଶାଳା ପରିସରରେ କାର୍ଯ୍ୟକ୍ରମର ସୁପରିଚାଳନା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଗୋଶାଳାର ଅଧ୍ୟକ୍ଷ ନରେନ୍ଦ୍ର ଜୈନ ଓ ପ୍ରଫୁଲ୍ଲ ଜୈନଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ଗୋଶାଳାର ରକ୍ଷଣାବେକ୍ଷଣ, ସଫାସୁତୁରା ଉପରେ ଆଲୋଚନା ହେବା ସହ ଗୋପାଷ୍ଠମୀ ଉତ୍ସବର ସଫଳ ଆୟୋଜନ ପାଇଁ ସମସ୍ତଙ୍କ ସହଯୋଗ କାମନା କରାଯାଇଥିଲା । ଏହି ବୈଠକରେ ସନ୍ତୋଷ ମୋଦୀ, ରବି ଅଗ୍ରୱାଲ,ବିକାଶ ଅଗ୍ରୱାଲ, ଶଙ୍କର ଅଗ୍ରୱାଲ, ମନୋଜ ଜୈନ, କୁନୁ ଅଗ୍ରୱାଲ, ନାରାୟଣ ମିଶ୍ର,  ବଜରଙ୍ଗ ଅଗ୍ରୱାଲ, ଓଁପ୍ରକାଶ କାଉଁଟିଆ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026
  ଜିଲ୍ଲା  
ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   28-Apr-2026
  ଜିଲ୍ଲା  
ସିଲ୍ ହେଲା ବେଆଇନ ବାଲି ଘାଟ   28-Apr-2026
  ଜିଲ୍ଲା  
ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   28-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026

You Might Also Like