-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ଚିତ୍ରଗୁପ୍ତ ପୁଜା ପ୍ରସ୍ତୁତି ବୈଠକ

15-Oct-2022



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଆଜି ସୁବର୍ଣ୍ଣପୁର ଜିଲ୍ଲା ଚିତ୍ରଗୁପ୍ତ କଲ୍ୟାଣ ସମିତି ଗୃହ ଠାରେ ଚିତ୍ରଗୁପ୍ତ ପୂଜା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ବିଗତ ଦୁଇ ବର୍ଷ କରୋନା କଟକଣା ଯୋଗୁଁ ପୂଜା କଟକଣା ଭିତରେ ପାଳନ କରାଯାଇଥିଲା l ତେଣୁ ଚଳିତ ବର୍ଷ ପୂଜା ଭଲ ଭାବରେ କିପରି ହୋଇପାରିବ ସେ ନେଇ ଆଲୋଚନା କରାଯାଇଥିଲା l ସୁବର୍ଣ୍ଣପୁର ଜିଲ୍ଲା ଚିତ୍ରଗୁପ୍ତ କଲ୍ୟାଣ ସମିତି ସଭାପତି ପ୍ରକାଶ ଚନ୍ଦ୍ର ବେବର୍ତ୍ତା ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ବୈଠକରେ ସମ୍ପାଦକ ଦେବ କିଶୋର ଦାନୀ, କୋଷାଧ୍ୟକ୍ଷ ଜ୍ୟୋତି ପଟ୍ଟନାୟକ, ଉପଦେଷ୍ଟା ଜ୍ୟୋତି ରଞ୍ଜନ ବହିଦାର, ମଦନ ମୋହନ ଦାନୀ, ନିଶିକାନ୍ତ ପଟନାୟକ, ରାଜେଶ ପଟ୍ଟନାୟକ, ରଜତ ପଟ୍ଟନାୟକ, ତାପସ ମହାନ୍ତି, ଆଶିଷ ମହାପାତ୍ର, ବଳରାମ ପଟ୍ଟନାୟକ, ଅବକାଶ ବିଦ୍ୟାଧର, ଦିବ୍ୟ ରଞ୍ଜନ ପଟ୍ଟନାୟକ ଓ ଚନ୍ଦନ ବହିଦାର ପ୍ରମୁଖ ଯୋଗ ଦେଇ ନିଜର ମତ ସାବ୍ୟସ୍ତ କରିଥିଲେ l ପୂଜା ତଥା  ପ୍ରତିଯୋଗିତା, ସାଂସ୍କୃତିକ କାର୍ଯ୍ୟକ୍ରମ ଗୁଡ଼ିକ ସୁରୁଖୁରୁରେ ହେବା ପାଇଁ ବିଭିନ୍ନ କମିଟି ଗଠନ କରାଯାଇ ଥିଲା l ଆସନ୍ତା ୨୭ ତାରିଖ ରେ ଚିତ୍ରଗୁପ୍ତ ପୂଜା କରାଯାଉ ଥିବା ବେଳେ ୨୬ ତାରିଖ ଅପରାହ୍ନ ରେ ମହିଳା ମାନଙ୍କ ଦ୍ବାରା ମହାନଦୀ ରୁ ଏକ କଳସ ଶୋଭାଯାତ୍ରା ରେ ଆସି ପୂଜା ସ୍ଥାପନ କରାଯିବ ଓ ୨୮ ତାରିଖ ଅପରାହ୍ନ ରେ ଚିତ୍ର ଗୁପ୍ତ ମହାପ୍ରଭୁ ଙ୍କୁ ଏକ ଶୋଭାଯାତ୍ରାରେ ବାହାରି ମହାନଦୀ ରେ ବିସର୍ଜନ କରିବା ପାଇଁ ବୈଠକ ରେ ସ୍ଥିର କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like