-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟକୁ ଉଚ୍ଚଶିକ୍ଷାମନ୍ତ୍ରୀ ପରିଦର୍ଶନ, ଜମିପଟ୍ଟା ପ୍ରଦାନ

15-Oct-2022



ବଲାଙ୍ଗୀର(ପ୍ରେରଣା ଖବର)-ଆଜି ରାଜ୍ୟସରକାରଙ୍କ ଉଚ୍ଚଶିକ୍ଷାମନ୍ତ୍ରୀ ଇଂ.ରୋହିତ ପୂଜାରୀ ବଲାଙ୍ଗୀର ଗସ୍ତସମୟରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟକୁ ପରିଦର୍ଶନରେ ଯାଇ ସେଠାରେ ବିଶ୍ୱବିଦ୍ୟାଳୟ ପାଇଁ ରାଜ୍ୟସରକାର ମଞ୍ଜୁର କରିଥିବା ୫୦.୪୩୭ ଏକର ଜମିର ପଟ୍ଟାପ୍ରଦାନ କରିଛନ୍ତି । କିଛିଦିନ ପୂର୍ବରୁ ବଲାଙ୍ଗୀର ଜିଲ୍ଲାର ଛାତ୍ରବିଜେଡି ତରଫରୁ ମନ୍ତ୍ରୀଙ୍କୁ ଭେଟି ବିଶ୍ୱବିଦ୍ୟାଳୟର ସମସ୍ୟାଗୁଡିକ ବିଷୟରେ ଆଲୋଚନା କରାଯାଇଥିଲା । ଆଜି ମନ୍ତ୍ରୀ ବଲାଙ୍ଗୀର ଜିଲ୍ଲାକୁ ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ ହେଲାପରେ ପ୍ରଥମ ପରିଦର୍ଶନରେ ହିଁ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟକୁ ପହଞ୍ଚିଥିଲେ । ଗତମାସରେ ରାଜ୍ୟ କ୍ୟାବିନେଟ ବିଶ୍ୱବିଦ୍ୟାଳୟକୁ ୫୦.୪୩୭ ଏକର ଜମି ଦେବାକୁ ମଞ୍ଜୁରି ଦେଇଥିଲେ । ଆଜିର ତାହାର ପଟ୍ଟା ବିଶ୍ୱବବିଦ୍ୟାଳୟର କୁଳପତିଙ୍କୁ ମନ୍ତ୍ରୀ ପ୍ରଦାନ କରିଛନ୍ତି । ମନ୍ତ୍ରୀ ଶ୍ରୀ ପୂଜାରୀଙ୍କ ଏହି ପରିଦର୍ଶନ ସମୟରେ ମନ୍ତ୍ରୀ,ବିଶ୍ୱବିଦ୍ୟାଳୟ କତ୍ତୃପକ୍ଷ ଓ ଜିଲ୍ଲାପ୍ରଶାସନ ମଧ୍ୟରେ ଏକ ବୈଠକବସି ତ୍ରୀପାକ୍ଷୀକ ଆଲୋଚନା ଅନୁଷ୍ଠିତ ହୋଇଥିଲା । ବିଶ୍ୱବିଦ୍ୟାଳୟ କତ୍ତୃପକ୍ଷ ଆଲୋଚନାକାଳରେ ଅଧ୍ୟକ୍ଷ/ଅଧ୍ୟକ୍ଷା ଓ କର୍ମଚାରୀ ସମସ୍ୟା ବିଷୟ ସହିତ ବିଶ୍ୱବବିଦ୍ୟାଳୟ ପାଇଁ ଆଉ ଅନ୍ୟୁନ ୫୦ଏକର ଜମିର ଆବଶ୍ୟକତା ଥିବା କହିଥିଲେ । ଏବେ ରାଜ୍ୟସରକାର ଦେଇଥିବା ୨୫କୋଟି ଟଙ୍କାରେ ବିଶ୍ୱବିଦ୍ୟାଳୟର ପ୍ରଶାସନିକ କୋଠା ନିର୍ମାଣ ଚାଲିଥିବା ବେଳେ ଅଡିଟୋରିୟମ ପାଇଁ ଅନୁଦାନ ଆସିଥିବା ସୂଚନା ଦିଆଯାଇଥିଲା ।  ମନ୍ତ୍ରୀ ତାଙ୍କ ବୈଠକରେ ବିଶ୍ୱବିଦ୍ୟାଳୟକୁ ଆସିଥିବା ଅନୁଦାନ ଓ ଏହାର ଉପଯୋଗ ସହିତ ଆଗକୁ କେଉଁସବୁ ପ୍ରକଲ୍ପ ଓ ଉନ୍ନୟନକାମକୁ ପ୍ରାଧାନ୍ୟ ଦିଆଯିବ ସେଉପରେ  ଆଲୋଚନା କରିଥିଲେ । ଏହି ଆଲୋଚନାରେ ମନ୍ତ୍ରୀ ଇଂ.ରୋହିତ ପୂଜାରୀ,ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଡ.ଉମାବଲ୍ଲଭ ମହାପାତ୍ର,ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରାଣା,ବିଶ୍ୱବିଦ୍ୟାଳୟର ରେଜିଷ୍ଟାର ଯୁଧିଷ୍ଠୀର ନାୟକ ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହିଥିଲେ । ଜମିପଟ୍ଟା ଦେବାରେ ବଲାଙ୍ଗୀର ଅତିରିକ୍ତ ଜିଲ୍ଲାପାଳ ମହେନ୍ଦ୍ର ମହାପାତ୍ର,ତହସିଲଦାର ପୁଷ୍ପାଞ୍ଜଳି ପଣ୍ଡା ସହଯୋଗ କରିଥିଲେ । ଏହି ଅବସରରେ ଛାତ୍ରବିଜେଡିଦଳର ଜିଲ୍ଲା ସଭାପତି ସୁମନ ନନ୍ଦ,ରାଜ୍ୟ ସଂପାଦକ ଗୁଞ୍ଜ ଖାନ,ଜିଲ୍ଲାପରିଷଦ ସଭାପତି ଦେବକୀ ସାହୁ,ପୌରାଧ୍ୟକ୍ଷା ଲିକା ସାହୁ,ସଦରବ୍ଲକ ଅଧ୍ୟକ୍ଷା ସରିତା ବାଗ,ଯୁବବିଜେଡି ସଭାପତି ରାଜେନ୍ଦ୍ର ହୋତା.ମହିଳା ବିଜେଡିର ଜିଲ୍ଲାସଭାନେତ୍ରୀ ଦମୟନ୍ତି ବାଗ ପ୍ରମୁଖ ମନ୍ତ୍ରୀଙ୍କ ସହିତ ବିଶ୍ୱବିଦ୍ୟାଳୟର ସମସ୍ୟା ବିଷୟରେ ଆଲୋଚନା କରିଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ