-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବିଶ୍ୱ ହାତଧୁଆ ଦିବସ ପାଳିତ

15-Oct-2022



ଡୁଙ୍ଗୁରିପାଲ(ଅରବିନ୍ଦ ମିଶ୍ର)ି ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ,ମାୟାବର୍ହା ପ୍ରାଙ୍ଗଣରେ ଜୁନିଅର ରେଡକ୍ରସ ୟୁନିଟ ତରଫରୁ  ବିଶ୍ୱ ହାତଧୁଆ ଦିବସ ପାଳିତ ହୋଇଯାଇଛି । ଆୟୋଜିତ ହୋଇଥିବା ସଭାରେ ପ୍ରଧାନଶିକ୍ଷକ ମନୋଜ କୁମାର ପୂଜାରୀ ଅଧ୍ୟକ୍ଷତା କରି ବିଶ୍ୱ ହାତଧୁଆ ଦିବସର ଗୁରୁତ୍ୱ ବିଷୟରେ ନିଜ ବକ୍ତବ୍ୟ ଦେଇଥିଲେ । ବିଦ୍ୟାଳୟ ପରାମର୍ଶଦାତା ତଥା ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର

ରବିଚନ୍ଦ୍ର ପଶାୟତ ଜୁନିଅର ଛାତ୍ରଛାତ୍ରୀ ମାନଙ୍କୁ ହାତଧୁଆର ୬ ଗୋଟି ସୋପାନ ବିଷୟରେ ଡେମୋନେଷ୍ଟ୍ରେସନ ମାଧ୍ୟମରେ ତାଲିମ ଦେଇଥିଲେ ।  କାର୍ଯ୍ୟକ୍ରମରେ ଜୁନିଅର ରେଡକ୍ରସ ୟୁନିଟର ରିମିଝିମ କୁମ୍ଭାର, ସଂଜନା କଠାର, ରାକ୍ଷୀ ମାଝି, ଜ୍ୟେସ୍ନା ନାତ, ପଙ୍କଜିନୀ ଭୁଏ, ବନ୍ଦନା ବନଛୋର, ପାୟଲ ନାଏକ, ଲିକି ମାଝୀ, ଲିସା ମାଝି, ଖିତିସୁତା ବାଘ, ଲିଜା ସୁନା, ଜିନା ପୁଟେଲ, ତନୁଶ୍ରୀ ଯୁଆଡି, ଶୁଭଶ୍ରୀ ପୁଟେଲ, ଶିତୁ ସାହୁ , ମୁସ୍କାନ ସାହୁ, ଟିକେଶ୍ୱରୀ
 

ସାହୁ, ଉଶା କୁମ୍ଭାର, ଜ୍ୟୋସ୍ନାରାଣୀ ଭୋଇ,ସମୀକ୍ଷା ପଧାନ,  ଦିବ୍ୟାସା ନାଏକ, ନିରୁପମା ଷାଣ୍ଢ, ମୋନିକା ଗିରି, ଗୀତାଂଜଳୀ, ବନ୍ଦନା,ଜ୍ୟୋତିରେଖା,ରେଣୁକା, ମଂଜୁଲତା,  ଚିନ୍ମୟ ସାହୁ.ତୋଫାନ ଜୁଆଡି, ଆକାଶ ମାଝି, କୁନାଲ ମାଝୀ, ପ୍ରିନସ ପ୍ରକାସ ବାଘ ପ୍ରମୁଖ ତାଲିମ ସମୟରେ ଉପଯୁକ୍ତ ହାତଧୋଇବାର ଡେମୋ ପ୍ରଦର୍ଶନକୁ ଅଭ୍ୟାସ କରଥିଲେ । ବିଦ୍ୟାଳୟର ଶିକ୍ଷକ ନନ୍ଦଘୋଷ ବାରିକ, ପ୍ରହଲ୍ଲାଦ ଦାଶ, ସଂଜୀବ କୁମାର ପୂଜାରୀ, ମୀନକେତନ ଦାଶ, ବିଭୀଷଣ ଖମାରୀ କାର୍ଯ୍ୟକ୍ରମରେ    ସହଯୋଗ କରିଥିଲେ ।  ଶେଷରେ ୟୁନିଟ  ଚେୟାରପାର୍ସନ ରମିଝିମ୍ କୁ୍‌ମ୍ଭାର ଧନ୍ୟବାଦ ଅର୍ପଣ କରିଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like