-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଷଷ୍ଠ ସନ୍ଧ୍ୟାରେ ମୁର୍ଷୁଣ୍ଢୀ ମୁରାସୁର ଦରବାର,  ଲାଖ ବିନ୍ଧା ସହ ଲକ୍ଷ୍ମୀ ବିବାହ ମଞ୍ଚସ୍ଥ

16-Oct-2022



ବୀରମହାରାଜପୁର  (ବିନୋଦ ପାଣ୍ଡେ ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ୪୦ ତମ ଗଜଲକ୍ଷ୍ମୀ ପୂଜା ଅବସରରେ ମୁରାସୁର ଦରବାର ଆଜି ଷଷ୍ଠ ସନ୍ଧ୍ୟାରେ ପହଞ୍ଚିଛି । ବିଚକ୍ଷଣ ବୁଦ୍ଧି,  ମହାଯୋଦ୍ଧା ତଥା କର୍ଣ୍ଣାଟକର ପ୍ରଦେଶର ‌ମହାରାଜ  ମୁରାସୁରଙ୍କ ଆକ୍ରମଣ ରେ ଦେବତା ମଣ୍ଡଳୀ ଧରହର, ଦେବର୍ଶି ନାରଦଙ୍କ ପରାମର୍ଶ କ୍ରମେ ଲକ୍ଷେ ରାଜାଙ୍କ ଗହଣରେ‌ ସ୍ବୟଂମ୍ବର ସଭା ରେ ବିଷ୍ଣୁଙ୍କ ଲାଖ ବିନ୍ଧା ସହ  ଲକ୍ଷ୍ମୀଙ୍କ ବିବାହ ନାଟକ ମଞ୍ଚସ୍ଥ ପରିବେଷଣ  ହୋଇଛି। ଏହି ଅବସରରେ ରାଜ ଦରବାରରେ ମହାରାଜା ଙ୍କ ଆଦେଶ କ୍ରମେ କମିଟି ସଭାପତି ଲବ କୁମାର ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରଙ୍କସଭାରେ ରାଜ ଅତିଥି ଭାବେ ବୀରମହାରାଜପୁର ଉପ ଜିଲ୍ଲାପାଳ ଅଶୋକ କୁମାର ଭୋଇ, ବୀରମହାରାଜପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୋତିଲାଲା ସୁଲିଆ, ସୁବର୍ଣ୍ଣପୁର ଜିଲ୍ଲା ଓଟିଭି ପ୍ରତିନିଧି ରବିନ୍ଦ୍ର ହୋତା, କଲିଙ୍ଗ ଟିଭି ପ୍ରତିନିଧି ଶେଷଦେବ ବାରିକ, ସୁବଳୟା ପ୍ରେମୟ ପ୍ରତିନିଧି ସଞ୍ଜିବ ମେହେର, ପ୍ରମୁଖ ‌ଅତିଥି ଭାବେ ଯୋଗଦେଇ ମହାରାଜା ମୁରାସୁରଙ୍କ ପ୍ରଶ୍ନ ଉତ୍ତର ପ୍ରକାଶ କରିଥିଲେ।‌ ରାଜଦରବାରରେ ବୀରମହାରାଜପୁର ବ୍ଲକ ର ସମସ୍ତ ସେବା ସମବାୟ ସମିତି ର ସମ୍ପାଦକଙ୍କୁ କମିଟି ପକ୍ଷରୁ ସମ୍ବର୍ଦ୍ଧିତ କୁହାଯାଇଛି।  ଏହି ଅବସରରେ ସ୍ଥାନୀୟ କଳାକାର ଙ୍କ ଦ୍ଵାରା ବିଭିନ୍ନ  ନାଚ ଗୀତର ଆୟୋଜନ ହୋଇଥିଲା। ଫଲରେ ବହୁ ସଂଖ୍ୟକ ଦର୍ଶକ ବିଲମ୍ବିତ ରାତ୍ରି ପର୍ଯ୍ୟନ୍ତ ମନଭରି ଉପଭୋଗ କରିଥିଲେ। ଏହା ସହ ମୀନା ବଜାର , ବିଭିନ୍ନ ମେଲୋଡି,‌ଅପେରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଅଛି।  ପୂଜା

କମିଟିର ଉପଦେଷ୍ଟା ରାଜଗୋପାଳ ପାଣିଗ୍ରାହୀ ଓ କୁଶ କୁମାକମର ସାହୁ,   ଉପ ସଭାପତି ଧନଞ୍ଜୟ ସାହୁ, ସମ୍ପାଦକ ତ୍ରୟଞ୍ଜିବୀ ମିଶ୍ର, କୋଷାଧ୍ୟକ୍ଷ ସତ୍ୟମୋହନ ବେଦପାଣି, ମନୋଜ ନାଏକ, ସହ ସମ୍ପାଦକ ବିଦ୍ୟାଧର ଖୁର୍ଡିଆ, ପଦ୍ମନାଭ ପ୍ରଧାନ, ‌ସନ୍ତୋଷ ସମର୍ଥ, ଆଦିତ୍ୟ ପ୍ରସାଦ ସାହୁ, ସୁନିଲ ପ୍ରଧାନ, ସତ୍ୟବ୍ରତ ଦ୍ବାରୀ, ଲୋକନାଥ ସାହୁ, ଶାନ୍ତାନ୍ତୁ ଖେତି , ଗୋପୀନାଥ ସାହୁ, ଶ୍ୟାମ ନନ୍ଦ, ବଳରାମ ପଧାନ, ସଞ୍ଜିବ କୁମାର ସାହୁ, ଚିତ୍ତରଞ୍ଜନ ସାହୁ, ସହଦେବ ମହାକୁର, ହିମାଂଶୁ ପ୍ରଧାନ, ସୋମ୍ୟରଞ୍ଜନ ରଥ, ସଦାନନ୍ଦ ନାଏକ, ନାରାୟଣ ବାଘ ସହ ପୂଜା କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like