-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ମୁଖ୍ୟମନ୍ତ୍ରୀଙ୍କ ୭୭ତମ ଜନ୍ମ ଦିନ ପାଳନ

16-Oct-2022



ସୁବର୍ଣ୍ଣପୁର:  ଆଜି ସୁବର୍ଣ୍ଣପୁର ଠାରେ ବିଜୁ ଜନତା ଦଳ ପକ୍ଷରୁ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୭ ତମ ଜନ୍ମ ଦିନ ପାଳିତ ସହ ବିଜୁ ପଟ୍ଟନାୟକ, କୁନ୍ଦୁରୁ କୁଶଳଙ୍କ ପ୍ରତିମୂର୍ତ୍ତି ସମେତ ସହରର ବିଭିନ୍ନ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ରେ ଆଜି ପୁଷ୍ପ ମାଲ୍ୟ ଅର୍ପଣ କରାଯାଇ ମୁଖ୍ୟମନ୍ତ୍ରୀଙ୍କ ର ଜୟ ଜୟକାର  ନାରା  ଦେଇ ଶୁଭ କାମନା ଜଣାଇଥିଲେ l l ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଜି ୭୬ ପୂରି ୭୭ ଚାଲିଲା l ୧୯୪୬ ଆଜିର ଦିନରେ ଜନ୍ମଗ୍ରହଣ କରିଥିଲେ ଏହି ବର୍ଷିଆନ୍ ରାଜନେତା l ପାଖାପାଖି ୫୦ ବର୍ଷ ହେବାପରେ ରାଜନୀତିରେ ପାଦ ଦେଲେ ସତ,  କିନ୍ତୁ ଏବେ ରାଜନୀତିର ସତରଞ୍ଜ ଖେଳରେ ସେ ପୋଖତ ଖେଳୁଆଡ଼ ହୋଇ ସାରା ଭାରତ ବର୍ଷରେ ତାଙ୍କର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରି ପାରିଛନ୍ତି । ଆଜିର ଏଇ କାର୍ଯ୍ୟକ୍ରମ ବିଜେଡି ଟାଉନ ସଭାପତି ଜନ୍ମଜୟ ପାତ୍ର ଙ୍କ ସଂଯୋଜନାରେ ଓ ପୌର ଅଧ୍ୟକ୍ଷା ତାମସୀ ତମସ୍ମିତା ନାଏକ ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ହୋଇଥିବା ବେଳେ ରାଜ୍ୟ ପ୍ରାକ୍ତନ ନିଗମ ଅଧ୍ୟକ୍ଷ ଅଭିମନ୍ୟୁ କୁଶଳ, ଉପାଧ୍ୟାକ୍ଷା ମଲ୍ଲୀକା ଦାନୀ, ପ୍ରାକ୍ତନ ପୌରାଧ୍ୟକ୍ଷ କଈରୁ ସ୍ୱାଇଁ,  ପ୍ରକାଶ ସାହୁ, ସତ୍ୟ ନାରାୟଣ ତ୍ରିପାଠୀ,ଆନନ୍ଦ ପାତ୍ର, ଛାତ୍ର ନେତା ଶାଶ୍ୱତ ମିଶ୍ର, କାଉନସିଲର ସୁବର୍ଣ୍ଣ ସେଠି, ଅର୍ନପୂର୍ଣ୍ଣା ସେଠି, ରାଜୁ ପାତ୍ର, ପିୟୁଷ ପଣ୍ଡା, ସୁମି ନାଏକ, ପ୍ରଭାତ ଦାନୀ, ସୀତାରାମ ଶତପଥି, ସୀତାରାମ ମହାପାତ୍ର, ଭକ୍ତି ରଞ୍ଜନ ଦଳାଇ,  ନୀଳାମ୍ବର ଶତପଥୀ, ମନୋରଞ୍ଜନ ତ୍ରିପାଠୀ, ଦେବାଶିଷ ପଟ୍ଟନାୟକ, ନୀଳାମ୍ବର ଶତପଥି, ମହାଦେବ ମଲ୍ଲିକ, ସଂଗ୍ରାମ ସାଗର, ଗୋପାଳ ମେହେର, ମିନୁ ସେଠି, ବ୍ରଜେନ୍ଦ୍ର ବିଶି, ଭାସ୍କର ଦାଶ, ଆକାଶ ବିଶୋଇ, ପ୍ରମୁଖ ଶତାଧିକ ନେତା ଓ କର୍ମୀ ଯୋଗ ଦେଇ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like