-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||     

HOME   ଜିଲ୍ଲା

ବିନା ସୂଚନା ଫଳକରେ  ଚାଲିଛି, କୋଭିଡ ଚିକିତ୍ସାଳୟ ନିର୍ମାଣ 

16-Oct-2022



ବୀରମହାରାଜପୁର (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡରେ ବିନା ସୂଚନା ଫଳକରେ ଚାଲିଛି ଉନ୍ନ୍ନୟନ ନିର୍ମାଣ କାର୍ଯ୍ୟ l ସୂଚନା ଅନୁସାରେ ବୀରମହାରାଜପୁର ଉପଖଣ୍ଡ ଡାକ୍ତରଖାନା ପରିସରରେ ରାଜ୍ୟ ସରକାରଙ୍କ ଅନୁଦାନ ପାଣ୍ଠିରୁ ନିର୍ମାଣ ହେଉଛି କୋଭିଡ ଚିକିତ୍ସାଲୟ l ଉକ୍ତ ନିର୍ମାଣ କାର୍ଯ୍ୟସ୍ଥଳୀ ରେ  ସୂଚନା ଫଳକ ନଦେଇ ନିର୍ମାଣ ହେଉଛି l ସରକାରଙ୍କ ନିୟମ ଅନୁସାରେ ଯେଉଁଠି ବି ଉନ୍ନୟନ କାର୍ଯ୍ୟ କରିବା ଆଗରୁ ଉକ୍ତ କାର୍ଯ୍ୟର ଅଟକଳ ଶ୍ରମିକ ମାନଙ୍କ ଦୈନିକ ମଜୁରୀ ଦେୟ ଠିକାଦାରଙ୍କ ନାମ କେଉଁ ବିଭାଗ କାମ କରୁଛି ସେନେଇ ଉଲ୍ଲେଖ ରହିବା କଥା l କିନ୍ତୁ ଏଠାରେ ସରକାରଙ୍କ ନିୟମକୁ ବେଖାତିର କରି କାର୍ଯ୍ୟ କରିବା ସମୟରେ କୌଣସି ସରକାରୀ କର୍ମଚାରୀ କିମ୍ବା ଯନ୍ତ୍ରୀ ଉପସ୍ଥିତ ନରହି ଚାଲୁଛି ନିର୍ମାଣ କାର୍ଯ୍ୟ l ଶ୍ରମିକ ମାନଙ୍କ ପାଇଁ କୌଣସି ସୁରକ୍ଷା ବ୍ୟବସ୍ଥା ନାହିଁ ଫଳରେ ବିପଦ ପୂର୍ଣ୍ଣ ଭାବରେ ନିୟୋଜିତ ହୋଇ କାମ କରୁଥିବା ଦେଖିବାକୁ ମିଳୁଛି l  ଏହି କୋଭିଡ ଚିକିତ୍ସାଲୟ ନିର୍ମାଣ ଆରମ୍ଭରୁ ତଳ ଭାଗରେ  ସିମେଣ୍ଟ ଓ ମେଟାଲିଂ କରିବା ବଦଳରେ ନିମ୍ନ ମାନର ବାଲି ଦେଇ କାମ ଚାଲୁଛି l ଉପରିସ୍ଥ ଅଧିକାରୀ, ଯନ୍ତ୍ରୀ ଓ ଠିକାଦାରଙ୍କ ମଧୁଚନ୍ଦ୍ରିକା ଯୋଗଁ ଅତି ନିମ୍ନମାନର କାମ ଚାଲିଥିବା ଅଭିଯୋଗ ହୁଏ l ଏନେଇ ବିଭାଗୀୟ ଯନ୍ତ୍ରୀଙ୍କୁ ଯୋଗାଯୋଗ କରିବାରୁ ସେ କହିଲେ ସୂଚନା ଫଳକ ନଦେଲେ ବି ଚଳିବ ଆପଣ କଣ ଜାଣିବା କଥା ଚାଁହୁଛନ୍ତି ପଚାରନ୍ତୁ ମୁଁ କହିବି l ଯନ୍ତ୍ରୀଙ୍କ କହିବା ଅନୁସାରେ ଉକ୍ତ କାମ ୧୬ କୋଟି ଟଙ୍କାର ବ୍ୟୟରେ ନିର୍ମାଣ ହେଉଛି ଓ ଏହା ୫୦ ଶଯ୍ୟା ବିଶିଷ୍ଟ ବୋଲି ଉତ୍ତର ଦେଇଥିଲେ l ଜିଲ୍ଲା ପ୍ରଶାସନ  ଏଥିପ୍ରତି ଦୃଷ୍ଟି  ଦେବାସହ ନିର୍ମାଣ କାର୍ଯ୍ୟ ଠିକ ଭାବରେ ହେଉଛି କି ନାହିଁ ତଦନ୍ତ କରିବା ପାଇଁ ଜନସାଧାରଣରେ ଦାବି ହୁଏ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026

You Might Also Like