-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

“ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||      *ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   (26-Apr-2026)       ||      *ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   (26-Apr-2026)       ||      କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ    (26-Apr-2026)       ||      ଜନ ଆକ୍ରୋଶ ମହିଳା ସମାବେଶ    (26-Apr-2026)       ||      *ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   (26-Apr-2026)       ||      ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   (26-Apr-2026)       ||      ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   (26-Apr-2026)       ||       ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    (26-Apr-2026)       ||      ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   (26-Apr-2026)       ||      ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   (26-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   (26-Apr-2026)       ||      କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||     

HOME   ଜିଲ୍ଲା

ବିନିକାରେ ବିଜେଡ଼ିର ପଦଯାତ୍ରା: ଜନସେବା ଓ ଜନକଲ୍ୟାଣ କାର୍ଯ୍ୟକ୍ରମ ଦଳର ଲକ୍ଷ୍ୟ

16-Oct-2022



ବିନିକା(ହିମାଂଶୁ ଶେଖର ପୁଟେଲ)ଓଡ଼ିଶାର ମେରୁଦଣ୍ଡକୁ ସଶକ୍ତ କରି ଦେଶରେ ନଂ୧ ମୁଖ୍ୟମନ୍ତ୍ରୀ ଭାବେ ପ୍ରତିପାଦିତ କରିଥିବା ସାଢ଼େ ଚାରିକୋଟି ଓଡିଆଙ୍କ ଆଶା ଭରସାର ବିକାଶ ସାରଥୀ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ୭୬ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ବିନିକା ନଗର ବିଜୁ ଜନତା ଦଳ ସଭାପତି ସୋମନାଥ ମିଶ୍ରଙ୍କ ତତ୍ତ୍ଵାବଧାନରେ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା ।ପ୍ରାରମ୍ଭରେ ମାନ୍ୟବର ବିଧାୟକ ସ୍ଥାନୀୟ ଟାଉନହଲ ଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିନରେ କେକ୍ କାଟି ତାଙ୍କର ଦୁର୍ଘାୟୁ କାମନା କରିଥିଲେ ।ପରେ କର୍ମୀଙ୍କ ଗହଣରେ ଆସି ବିଧାୟକ ଶ୍ରୀବେହେରା ସ୍ଥାନୀୟ ଦୁର୍ଗାମଣ୍ଡପ ଠାରେ ପୂଜାର୍ଚ୍ଚନା ସହ ମାଁ ଙ୍କ ଆଶୀର୍ବାଦ

ନେଇଥିଲେ ।ପଦଯାତ୍ରା ସହରର ନୀଳକଣ୍ଠ ନଗର, ମନହରି ପଡ଼ା,ବେରିହା ପଡ଼ା,ଚଣ୍ଡୀପଡ଼ା,ନୂଆପଡ଼ା, ଖଦାଲପଡ଼ା,ଧୀବରପଡ଼ା,ରଥପଡ଼ା ଦେଇ ସହର ମୁଖ୍ୟ ରାସ୍ତାରେ ଅତିକ୍ରମ କରିଥିଲା। ଏହି ଅବସରରେ ମାନ୍ୟବର ବିଧାୟକ ପଦ୍ମନାଭ ବେହେରା ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମ ଏବଂ ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଚାଲିଥିବା ବିଭିନ୍ନ ଜନହିତକର କାର୍ଯ୍ୟକ୍ରମ ଉପରେ ବାର୍ତା ପ୍ରଦାନ କରିଥିଲେ ।ପଦଯାତ୍ରାରେ ବିନିକା ଏନଏସି ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଭୋଇ,ବ୍ଳକ ସଭାପତି ଦ୍ବାରିକାନାଥ ସାହୁ,ବିଜେଡ଼ି ନେତା ମନୋରଞ୍ଜନ ମିଶ୍ର,ଓକିଲ ସଂଘ ସଭାପତି ସୁଧାଂଶୁ ଶେଖର ଦାଶ,ଜୀବନ ବିନ୍ଦୁ ଜିଲ୍ଲା ସଂଯୋଜକ ରଞ୍ଜିତ ରଥ,ଜିଲ୍ଲା ପରିଷଦ ସଭ୍ୟ ବଶିଷ୍ଠ ଭରାସାଗର,କୃତିବାସ ମିଶ୍ର,ବିହାରୀଲାଲ ମିଶ୍ର,ନାରାୟଣ ଲୁହା,ଶମ୍ଭୁ ପ୍ରସାଦ ମିଶ୍ର,ମହେଶ୍ୱର ପ୍ରଧାନ,ଗୋପୀନାଥ ପଣ୍ଡା,ପୀତବାସ ମେହେର,କୃଷ୍ଣଚନ୍ଦ୍ର ପଣ୍ଡା,ଦୀନବନ୍ଧୁ ମେହେର,ହୃଷୀକେଶ ପଣ୍ଡା,ରବୀନ୍ଦ୍ର ପାତ୍ର,ସୁଧୀର ଭେଶ୍ରା,ତ୍ରିନାଥ ଖଣ୍ଡାୟତ,ଜୟନାରାୟଣ ବରେଇ,ବିଶେଶ୍ୱର ଦଣ୍ତସନା,ସୁନିଲ ନାଏକ,ରଙ୍କମନି ସେବକ, ଗନ୍ଦର୍ପ ମାହାର,ଗୋବିନ୍ଦା ମାହାଣା,କରୁଣା ହରି,ଜୟନାରାୟଣ ପ୍ରଧାନ,ଧର୍ମେନ୍ଦ୍ର ଥନାପତି,ବିନୋଦ ବିହାରୀ ନାଏକ ପ୍ରମୁଖଙ୍କ ସମେତ ପରିଷଦର ସମସ୍ତ କାଉନସିଲର ଓ ଶତାଧିକ ବିଜୁ କର୍ମୀ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   27-Apr-2026
  ଜିଲ୍ଲା  
ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   27-Apr-2026
  ଜିଲ୍ଲା  
ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   27-Apr-2026
  ଜିଲ୍ଲା  
ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   26-Apr-2026
  ଜିଲ୍ଲା  
ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   26-Apr-2026
  ଜିଲ୍ଲା  
ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ   26-Apr-2026
  ଜିଲ୍ଲା  
ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   26-Apr-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ   26-Apr-2026
  ଜିଲ୍ଲା  
*ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   26-Apr-2026
  ଜିଲ୍ଲା  
*ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   26-Apr-2026
  ଜିଲ୍ଲା  
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ   26-Apr-2026
  ଜିଲ୍ଲା  
ଜନ ଆକ୍ରୋଶ ମହିଳା ସମାବେଶ   26-Apr-2026

You Might Also Like