-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   (25-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||     

HOME   ଜିଲ୍ଲା

ଜମି କିଣାବିକାକୁ ନେଇ ଠକାମୀର ଶିକାର, ଥାନାର ଦ୍ୱାରସ୍ଥ ହେଲେ ମହିଳା 

16-Oct-2022



ବଲାଙ୍ଗିର (ପ୍ରେରଣା ଖବର) ବଲାଙ୍ଗୀର ସହର ବେହେରାପାଲି ଅଂଚଳରେ ଥିବା ୨ହଜାର ବର୍ଗଫୁଟର ଏକ ଜମିକୁ କିଣିବା ପାଇଁ  ବର୍ଷେ ପୂର୍ବରୁ ଗ୍ରାହକ ଓ ଜମି ମାଲିକଙ୍କ ମଧ୍ୟରେ ରାଜିନାମା ସ୍ୱାକ୍ଷରିତ  ହୋଇଥିଲା । ଜମି କିଣା ବାବଦକୁ ଗ୍ରାହକ ଜଣକ ଅଗ୍ରୀମ ୧ ଲକ୍ଷ ଟଙ୍କା ମଧ୍ୟ ଦେଇଥିଲେ । ହେଲେ ଦୀର୍ଘ ୧ ବର୍ଷ ବିତିଯାଇଥିଲେ ସୁଦ୍ଧା ଏହି ମହିଳାଙ୍କୁ ନା ମିଳିଥିଲା ଟଙ୍କା ନା ମିଳିଥିଲା ଜମି ।  ଜମି ମାଲିକଙ୍କୁ ବାରମ୍ବାର ଟଙ୍କା ଫେରସ୍ତ କରିବାକୁ କହି କହି ନିରାଶ ହେବା ପରେ ଶେଷରେ ନ୍ୟାୟ ପାଇଁ  ଟାଉନ ଥାନାର ଦ୍ୱାରସ୍ଥ ହୋଇଛନ୍ତି ମହିଳା ଜଣକ ।

  ଏପରି କିଛି ଘଟଣା ଘଟିଛି ବଲାଙ୍ଗୀର ସହର ବେହେରାପାଲି ଅଂଚଳରେ । ବଲାଙ୍ଗୀର ସଦର ବ୍ଲକ  ସିକାବେହେଙ୍ଗାର ରୁବି କୁମାରୀ ସୁନା ନାମ୍ନୀ ମହିଳା ଜଣକ ବେହେରାପାଲି ଅଂଚଳରେ ଥିବା ୨ହଜାର ବର୍ଗଫୁଟ୍ ର ଏକ ଜମି କିଣିବା ପାଇଁ ଜମି ମାଲିକ  ରଂଜନ କୁମ୍ଭାରଙ୍କୁ   ଅଗ୍ରୀମ ୧ ଲକ୍ଷ ଟଙ୍କା ପ୍ରଦାନ କରିଥିଲେ । ରୁବି କୁମାରୀ ଗୋଟିଏ ବର୍ଷ ପୂର୍ବରୁ ରଂଜନ ଙ୍କୁ ୫ଠ ହଜାର ଟଙ୍କା କ୍ୟାସ୍ ଓ ୫ଠ ହଜାର ଟଙ୍କା ଗୁଗୁଲ ପେ ମାଧ୍ୟମରେ ପ୍ରଦାନ କରିଥିଲେ । ଜମି ରେଜିଷ୍ଟ୍ରି ସମୟରେ ଆଉ ୩ ଲକ୍ଷ ଟଙ୍କା ଦେବାକୁ କହିଥିଲେ ।  ଜମି କିଣିବା ପାଇଁ ଅଗ୍ରୀମ ୧ ଲକ୍ଷ ଦେଇଥିବା ଏହି ମହିଳାଙ୍କୁ ଜମି ମାଲିକ ରଂଜନ କୁମ୍ଭାର ଜମି  ରେଜିଷ୍ଟି କରିବା ବାହନାରେ  ଦିନ ଗଡାଇ ଚାଲୁଥିଲେ । ତେବେ ରଂଜନ ଜମି  ରେଜିଷ୍ଟି କରୁନଥିଲେ କି ରୁବି କୁମାରୀଙ୍କ ଟଙ୍କା ମଧ୍ୟ ଫେରାଉ ନଥିଲେ । ଟଙ୍କା ଠକାମୀର ଶିକାର ହୋଇଥିବା ଜଣିବା ପରେ  ଶେଷରେ ମୁଦି କୁମାରୀ ଟାଉନ ଥାନାରେ  ରଂଜନ କୁମ୍ଭାରଙ୍କ ବିରୁଦ୍ଧରେ  ଲିଖିତ ଅଭିଯୋଗ କରିଛନ୍ତି । ମୋତେ ମୋ ଟଙ୍କା ତୁରନ୍ତ ଫେରସ୍ତ କରାଯାଉ ବୋଲି ପୋଲିସ ନିକଟରେ ରୁବି କୁମାରୀ ଗୁହାରୀ କରିଛନ୍ତି ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   25-Apr-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    24-Apr-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026

You Might Also Like