-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ସେତୁ ଅନୁଷ୍ଠାନର ୨୫ତମ ସ୍ୱନକ୍ଷତ୍ର ଦିବସ ପାଳିତ

16-Oct-2022



ସମ୍ବଲପୁର (ପ୍ରେରଣା ଖବର) ସମ୍ବଲପୁରର ଅଗ୍ରଣୀ ଶିକ୍ଷା ଓ ସାମାଜିକ ଅନୁଷ୍ଠାନ ସେତୁର ସ୍ୱନକ୍ଷତ୍ର ଦିବସ ଆଜି ସ୍ଥାନୀୟ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ସଂସ୍ଥାନ(ଡିଆଇଇଟି)ପରିସରରେ ଆୟୋଜିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ଡ.ମୀନକେତନ ପାଠୀଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟଅତିଥି ଭାବରେ ଯୋଗଦେଇ ଓଡିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଅର୍କ କୁମାର ଦାଶ ମହାପାତ୍ର ତାଙ୍କ ବକ୍ତବ୍ୟରେ କହିଥିଲେ ଯେ,ଜୀବନର ପ୍ରତିଟି ମୁହୂର୍ତ୍ତରେ ମଣିଷର କିଛି ନା କିଛି ଶିଖିବାର ରହିଥାଏ। ମଣିଷ ପାଇଁ ଶିକ୍ଷାର ଅନ୍ତ ନାହିଁ।ସମାଜରେ ଶୈକ୍ଷିକ ବାତାବରଣ ସୃଷ୍ଟି କରିବାରେ ସେତୁ ଭଳି ଅନୁଷ୍ଠାନର ବଳିଷ୍ଠ ଭୂମିକା ରହିଛି ବୋଲି ଦର୍ଶାଇ  ସେ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ପକ୍ଷରୁ କିପରି ସବୁ ବର୍ଗର ଶିକ୍ଷାର୍ଥୀମାନଙ୍କ ନିମନ୍ତେ ବିଭିନ୍ନ ପାଠ୍ୟକ୍ରମର ସୁବ୍ୟବସ୍ଥା ରହିଛି ତଥା ଆଗକୁ ଯେପରି ଅଧିକରୁ ଅଧିକ ଶିକ୍ଷାର୍ଥୀ ଏହାର ବିଭିନ୍ନ କାର୍ଯ୍ୟକ୍ରମ ଦ୍ୱାରା ଉପକୃତ ହୋଇପାରିବେ ସେ ସମ୍ପର୍କରେ ଆଲୋଚନା କରି ସେତୁ ଭଳି ଶୈକ୍ଷିକ ସଂସ୍ଥା ଭବିଷ୍ଯତରେ ଏତାଦୃଶ କାର୍ଯ୍ୟକ୍ରମରେ ସହଯୋଗ କରିପାରିବେ ବୋଲି ମତ ରଖିବା ସହ ୨୫ତମ ସ୍ୱନକ୍ଷତ୍ର ଦିବସ ଉପଲକ୍ଷେ ଅଭିନନ୍ଦନ ଜଣାଇ ଥିଲେ।

ଏହି ଅବସରରେ 'ସେତୁ ସାହିତ୍ଯ ପତ୍ରିକା’ର ଲୋକାର୍ପଣ କରାଯାଇଥିବା ବେଳେ ଗତ ମେଟ୍ରିକ ପରୀକ୍ଷାରେ ସର୍ବୋଚ୍ଚ ସଂଖ୍ୟା ରଖି ଉତ୍ତୀର୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଏଥରେ ଅବିଭକ୍ତ ସମ୍ବଲପୁର ଜିଲ୍ଲାରୁ ସର୍ବୋଚ୍ଚ ସଂଖ୍ୟା ରଖିଥିବା ସରସ୍ୱତୀ ଶିଶୁବି ଦ୍ୟାମନ୍ଦିର,ବରଗଡର ତେଜସ୍ୱୀ କୁମାର ସାହୁଙ୍କୁ ସ୍ୱାଧୀନତା ସଂଗ୍ରାମୀ ପଣ୍ଡିତ ଘନଶ୍ୟାମ ପାଣିଗ୍ରାହୀ ସ୍ମୃତି ପୁରସ୍କାର ତଥା ସମ୍ବଲପୁର ଜିଲ୍ଲାରୁ ଯୁଗ୍ମ ଭାବରେ ସର୍ବୋଚ୍ଚ ସଂଖ୍ୟା ରଖିଥିବା ଦିବ୍ୟାଂଶୁ ସାହୁ,ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର,ହୀରାକୁଦ ଓ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର,ଗୋବିନ୍ଦପାଲିର ଗୀତିକା ପ୍ରଧାନଙ୍କୁ କ୍ଷୀରୋଦ ପ୍ରସାଦ ମିଶ୍ର ସ୍ମୃତି ପୁରସ୍କାର ପ୍ରଦାନ କରାଯାଇଥିଲା। ସଭାରେ ଆୟୋଜିତ ସାହିତ୍ଯ ଆସରରେ ଜୟକୃଷ୍ଣ ବେହେରା,ପ୍ର.ଗିରିଜା ଶଙ୍କର ଶର୍ମା,ସୁନୀତି ମିଶ୍ର,ଆର୍ତ୍ତତ୍ରାଣ ମିଶ୍ର,ପ୍ର.କାମଦେବ ସାହୁ,ପଦ୍ମାଳୟା ପଣ୍ଡା,ସୁଧୀର ମିଶ୍ର,ଡ. ସ୍ୱୟଂପ୍ରକାଶ ପଣ୍ଡା,ରୀତାରାଣୀ ମିଶ୍ର,ଧ୍ରୁବ ପ୍ରସାଦ ପଣ୍ଡା,ଅଶୋକ କୁମାର ଶତପଥୀ,ମାହେଶ୍ୱରୀ ପ୍ରସାଦ ପାଣିଗ୍ରାହୀ,ଡ. ସିଦ୍ଧାର୍ଥ ପଣ୍ଡା ପ୍ରମୁଖ ସ୍ୱରଚିତ କବିତା ଓ ଗଳ୍ପ ପାଠ କରିଥିଲେ ସମ୍ପାଦକ ସୁକାନ୍ତ କର ଏହି ସଭା ସଂଯୋଜନା କରିଥିବା ବେଳେ  ସଭା ପୂର୍ବରୁ ହୋଇଥିବା ଅନୁଷ୍ଠାନର ସାଧାରଣ ପରିଷଦ ବୈଠକରେ ବାର୍ଷିକ ବିବରଣୀ ପାଠ କରିଥିଲେ ଏବଂ  କୋଷାଧ୍ୟକ୍ଷ ରବିନାରାୟଣ ପ୍ରଧାନ ବାର୍ଷିକ ଆୟବ୍ୟୟର ହିସାବ ଉପସ୍ଥାପନ କରିଥିଲେ।ଶେଷରେ ସହସମ୍ପାଦକ ହରି ନାରାୟଣ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like