-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ମୁର୍ଷୁଣ୍ଢୀ ଗଜଲକ୍ଷ୍ମୀ ପୂଜା,‌ମୁରାସୁର ଦରବାର ସପ୍ତମ ଦିନ: ମୁରାସୁର ସ୍ବର୍ଗପୁର ଆକ୍ରମଣ

17-Oct-2022



ବୀରମହାରାଜପୁର (ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ୪୦ ତମ ଗଜଲକ୍ଷ୍ମୀ ପୂଜା ଅବସରରେ ମୁରାସୁର ଦରବାର ଆଜି ସପ୍ତମ ସନ୍ଧ୍ୟାରେ ପହଞ୍ଚିଛି । ବିଚକ୍ଷଣ ବୁଦ୍ଧି,  ମହାଯୋଦ୍ଧା ତଥା କର୍ଣ୍ଣାଟକର ପ୍ରଦେଶର ‌ମହାରାଜ ମୁରାସୁର ଓ ଦେବରାଜ ଇନ୍ଦ୍ରଙ୍କ ମଧ୍ୟରେ ଯୁଦ୍ଧ ଆରମ୍ଭ‌ ହୋଇଥିଲା। ଏଥିରେ ଦେବରାଜ ଇନ୍ଦ୍ରଙ୍କୁ ପରାସ୍ତ କରି ମୁରାସୁରର ସ୍ବର୍ଗପୁରୀ ବିଜୟୀ ନାଟକ ମଞ୍ଚସ୍ଥ ହେଉଥିଲା।  ଏହି ଅବସରରେ ରାଜ ଦରବାରରେ ମହାରାଜା ଙ୍କ ଆଦେଶ କ୍ରମେ କମିଟିର ଉପଦେଷ୍ଟା ରାଜଗୋପ ପାଣିଗ୍ରାହୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରଙ୍ଗ ସଭାରେ ରାଜ ଅତିଥି ଭାବେ ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ତଥା ‌ବିଜେପିର ବରିଷ୍ଠ ନେତା ଆନନ୍ଦ ବାରିକ, ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଉଷା କୁମାରୀ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟା ନଳିନୀ ପଣ୍ଡା, ପୂର୍ବତନ ସମିତି ସଭ୍ୟ ପିତାମ୍ବର ସାହୁ, ବରିଷ୍ଠ ସାମ୍ବାଦିକ କିଶୋର ହୋତା,‌ସୋନପୁର ପୂର୍ବତନ ବିଧାୟକ ବିନୋଦ ପାତ୍ର, ଜିଲ୍ଲା କଂଗ୍ରେସ ସଭାପତି ଗୈାରିଶଙ୍କର ପଣ୍ଡା, ବୀରମହାରାଜପୁର ପୂର୍ବତନ ବ୍ଲକ ଅଧ୍ୟକ୍ଷ ସୁରେନ୍ଦ୍ର ପତି ଓ‌ ପିସିସି ସଭ୍ୟ ପ୍ରଦୀପ ସେଠୀ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଥିଲେ। ମହାରାଜା ମୁରାସୁର ଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ପ୍ରକାଶ କରିଥିଲେ।    ଏହା ସହ ମୀନା ବଜାର , ବିଭିନ୍ନ ମେଲୋଡି,‌ଅପେରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଅଛି।  ପ୍ରତେହ ଦିନ ପୂଜା କମିଟିର ସମସ୍ତ ସଦସ୍ୟ ଙ୍କ ଉପସ୍ଥିତି ପୁଷ୍ପାଞ୍ଜଳି ସହ ଆଳତି କାର୍ଯ୍ୟକ୍ରମ ହେଉଛି। ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ପୁରାଣ ଗାୟିକା ଅଜିତ କୁମାର ଦାସ ଙ୍କ ଦ୍ଵାରା ପୁରାଣ ପଠନ ହେଉଛି। ପୂଜା କମିଟିର ସଭାପତି ଲବ କୁମାର ସାହୁ, ଉପଦେଷ୍ଟା  କୁଶ କୁମାକମର ସାହୁ,   ଉପ ସଭାପତି ଧନଞ୍ଜୟ ସାହୁ, ସମ୍ପାଦକ ତ୍ରୟଞ୍ଜିବୀ ମିଶ୍ର, କୋଷାଧ୍ୟକ୍ଷ ସତ୍ୟମୋହନ ବେଦପାଣି, ମନୋଜ ନାଏକ, ସହ ସମ୍ପାଦକ ବିଦ୍ୟାଧର ଖୁର୍ଡିଆ, ପଦ୍ମନାଭ ପ୍ରଧାନ, ‌ସନ୍ତୋଷ ସମର୍ଥ, ଆଦିତ୍ୟ ପ୍ରସାଦ ସାହୁ, ସୁନିଲ ପ୍ରଧାନ, ସତ୍ୟବ୍ରତ ଦ୍ବାରୀ, ଲୋକନାଥ ସାହୁ, ଶାନ୍ତାନ୍ତୁ ଖେତି , ଗୋପୀନାଥ ସାହୁ, ଶ୍ୟାମ ନନ୍ଦ, ବଳରାମ ପଧାନ, ସଞ୍ଜିବ କୁମାର ସାହୁ, ଚିତ୍ତରଞ୍ଜନ ସାହୁ, ସହଦେବ ମହାକୁର, ହିମାଂଶୁ ପ୍ରଧାନ, ସୋମ୍ୟରଞ୍ଜନ ରଥ, ସଦାନନ୍ଦ ନାଏକ , ନାରାୟଣ ବାଘ , ଛନ୍ଦା ଚରଣ ସାହୁ ଓ ଅନ୍ୟାନ୍ୟ କାର୍ଯ୍ୟକର୍ତ୍ତା ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like