-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||     

HOME   ଜିଲ୍ଲା

ଉଲୁଣ୍ଡା ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ।

17-Oct-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ)ଆଜି ସୁବର୍ଣ୍ଣପୁର ଜିଲ୍ଲାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଉଲୁଣ୍ଡା ବ୍ଲକ ସଭାଗୃହ ଠାରେ  ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ  ଓ  ଆରକ୍ଷୀ ଅଧିକ୍ଷକ  ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ  ସମସ୍ୟା ସମ୍ବଳିତ ୧୯ ଗୋଟି  ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୨ ଗୋଟି ଓ ସାମୁହିକ ଦରଖାସ୍ତ 0୭ ଗୋଟି  ରହିଛି l ଗ୍ରହଣ ୧୯ ଗୋଟି ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର 0୩ ଗୋଟି ଅଭିଯୋଗ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୧୬ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଥିଲା I ଗୋଷ୍ଠୀ ଉନ୍ନୟନ ଅଧିକାରୀ,ଉଲୁଣ୍ଡା ଶ୍ରୀ ହେମସାଗର ଭୋଇ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଉପ ଜିଲ୍ଲାପାଳ, ବୀରମହାରାଜପୁର ଶ୍ରୀ ଅଶୋକ କୁମାର ଭୋଇ, ତହସିଲଦାର  ବିପିନ୍  କୁମାର  ପ୍ରଧାନ, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l ଏହି ଶିବିରରେ ସରକାରଙ୍କ ସାମାଜିକ ସୁରକ୍ଷା ଯୋଜନାରେ ବ୍ଲକ ଅନ୍ତର୍ଗତ ୨ ଗୋଟି ଦମ୍ପତି, କୋଟସମଲେଇ ଗ୍ରାମର ପ୍ରଫୁଲ୍ଲ ବାଗ ଓ ଚନ୍ଦ୍ରକାନ୍ତି ପଟେଲ,  ଏବଂ ଉଲୁଣ୍ଡା ଗ୍ରା. ପ. ଅନ୍ତର୍ଗତ ଖଲିଆପାଲି ଗ୍ରାମର ଗଜାନନ ପ୍ରଧାନ ଓ ଉର୍ମିଳା ପ୍ରଧାନ,ପ୍ରତ୍ୟେକ ଦମ୍ପତି ଙ୍କୁ ୨ ଲକ୍ଷ ୫0 ହଜାର ଲେଖାଏଁ ଦିବ୍ୟାଙ୍ଗ ବିବାହ ପ୍ରୋତ୍ସାହନ ଅର୍ଥ ରାଶି ଚେକ୍ ମାଧ୍ୟମରେ ଜିଲ୍ଲାପାଳ ଶ୍ରୀମତୀ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ପଣ୍ଡା ପ୍ରଦାନ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026

You Might Also Like