-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ

17-Oct-2022



ସୁବର୍ଣ୍ଣପୁର : (ମନୋରଞ୍ଜନ ତ୍ରିପାଠୀ)
ଭୁବନେଶ୍ବର ଠାରେ ଫିଫା ୧୭ ବର୍ଷରୁ କମ ମହିଳା ବିଶ୍ୱକପ ଫୁଟବଲ ଚାଲିଥିବା ବେଳେ ସୁବର୍ଣ୍ଣପୁର ଜିଲ୍ଳାରେ ରାଜ୍ୟ ସରକାରଙ୍କ ନିର୍ଦେଶ କ୍ରମେ ଜିଲ୍ଳା ପ୍ରଶାସନ ଓ ଜିଲ୍ଳା ଶିକ୍ଷା ବିଭାଗର ମିଳିତ ସହଯୋଗରେ ୧୭ ବର୍ଷରୁ କମ ଉଭୟ ବାଳକ ଓ ବାଳିକା ବର୍ଗରେ ଜିଲ୍ଲାସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ସୋନପୁର ସହର ସ୍ଥିତ ରୟାଲ ପଡିଆରେ ଆଜି ମହା ସମାରୋହରେ ଉଦଯାପିତ ହୋଇଛି l ପ୍ରଥମେ ସରକାରୀ ବାଳିକା ହାଇସ୍କୁଲ ଛାତ୍ରୀ ଙ୍କ ଦ୍ୱାରା ବୀରେନ୍ଦ୍ର ଜଗଦଲା ଙ୍କ ସଂଗୀତ ନିର୍ଦେଶନା ରେ ହେ ବନ୍ଧୁ ବିଦାୟ ସ୍ୱାଗତ ସଂଗୀତ ଏବଂ  ବିଇଓ ଶାନ୍ତନୁ କୁମ୍ଭକlର ଙ୍କ  ନିର୍ଦେଶନା ରେ କେନ ରସିଆ ନେଇ ଗଲା ମୋର ଗୁଡ଼ର ପଏଁରୀ  ନୃତ୍ୟ ସଂଗୀତ ପରିବେଷଣକରାଯାଇଥିଲା l   ଆଜି ଅନ୍ତିମ ଦିନରେ  ଜିଲ୍ଳା  ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଲକ୍ଷ୍ମଣ   ଭୋଇ ଙ୍କ ସଭାପତିତ୍ୱରେ  ସୁବର୍ଣ୍ଣପୁର ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁପାର ଠେଲା ମୁଖ୍ୟ ଅତିଥି ଭାବେ ଯୋଗଦାନ କରି  ଗୁରୁ ଙ୍କୁ ସଦା ସମ୍ମାନ ଦେବାକୁ ଓ  କ୍ରୀଡା  କ୍ଷେତ୍ରରେ  ବିକାଶ ହେଲେ  ସବୁ  କ୍ଷେତ୍ରର ବିକାଶ ଆପେ ହୁଏ ବୋଲି  କହିଥିବା ବେଳେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ନିଶି ପୁନମ ମିଞ୍ଜ  କ୍ରୀଡା ସମେତ ସବୁ କ୍ଷେତ୍ରରେ  ଅଭ୍ୟାସ ଓ ଶୃଙ୍ଖଳା ଉପରେ ଗୁରୁତ୍ୱାରୋପ କରି  ଜାତୀୟ ସ୍ତର ରେ ନାଁ କରିବାକୁ ଖେଳାଳୀ ଙ୍କୁ  ପ୍ରେରଣା ଦେଇଥିଲେ l  ଅନ୍ୟ ତମ ଅତିଥି ଭାବେ ପୌର ଅଧ୍ୟକ୍ଷା ତା ମସି ତାମସ୍ମିତ ନାଏକ, ଜିଲ୍ଲା କ୍ରୀଡ଼ା ସଂଘ ସମ୍ପାଦକ  ପିୟୁଷ ପଣ୍ଡା , ଅତିରିକ୍ତ ଶିକ୍ଷା ଅଧିକାରୀ ଡଃ ରମାକାନ୍ତ ଗଡତିଆ ଓ ଶ୍ରୀମତୀ ମଞ୍ଜୁଲତା ଭୋଇ, ଜିଲ୍ଳା ଶାରୀରିକ ଶିକ୍ଷା ନିରୀକ୍ଷକ ଦୁର୍ଯୋଧନ ରାଉତ, ଅତିରିକ୍ତ ଜିଲ୍ଳା ଶାରୀରିକ ଶିକ୍ଷା ନିରୀକ୍ଷକ ସତ୍ୟନାରାୟଣ ତ୍ରିପାଠୀ ପ୍ରମୁଖ ଯୋଗଦାନ କରି ଖେଳାଳୀ ଙ୍କୁ ପୁରସ୍କୃତ କରି ଥିଲେ l  ରାଜ୍ୟ ସରକାରଙ୍କ ତରଫରୁ ଜିଲ୍ଲା ପାଇଁ "ଫୁଟବଲ ଫର ଅଲ"ଯୋଜନାରେ ପ୍ରଦତ୍ତ ଫୁଟବଲ  ସ୍କୁଲ ଗୁଡିକୁ  ଅତିଥି ପ୍ରଦାନ କରିଥିଲେ l

ଫାଇନାଲ  ଫୁଟବଲ ମ୍ୟାଚ ବାଳିକା ବର୍ଗ ବିନିକା ବ୍ଲକ ଓ ବୀରମହାରାଜପୁର ବ୍ଲକ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ବୀରମହାରାଜପୁର ବ୍ଲକ ୩/୦ ଗୋଲରେ ଚମ୍ପିୟାନ ହୋଇଥିବା ବେଳେ  ଠିକ୍ ସେହିପରି ବାଳକ ବର୍ଗରେ ଡୁଙ୍ଗୁରିପାଲି ବ୍ଲକ ଓ ସୋନପୁର ବ୍ଲକ ମଧ୍ୟରୁ  ଏହି ଫାଇନାଲ ମ୍ୟାଚ ରେ ଡୁଙ୍ଗୁରିପାଲି ବ୍ଲକ କୁ ସୋନପୁର ବ୍ଲକ ଟ୍ରାଏ ବ୍ରେକରରେ  ୪/୩ ଗୋଲ ରେ ପରାସ୍ତ  କରି ଫାଇନାଲରେ ଚମ୍ପିୟାନ ହୋଇଛି ।  ବାଳିକା ବିଭାଗରେ  ମ୍ୟାନ ଅଫ ଦି ମ୍ୟାଚ, ପ୍ରିତିମୟୀ ଭୂକ୍ତା, ବେଷ୍ଟ ସ୍କୋରର ଶାନ୍ତି ଲତା ଭୋଇ, ମ୍ୟନ ଅଫ ଦ ସିରିଜ ଶାନ୍ତିଲତା ଭୋଇ, ବାଳକ ବିଭାଗରେ ମ୍ୟନ ଅଫଦ ମ୍ୟlଚ ଶ୍ରୀତମ ବଡ଼କି ଙ୍କୁ ପୁରସ୍କୃତ କରାଯାଇଥିଲା l ଖେଳ ପଡିଆର ବିଭିନ୍ନ କାର୍ଯ୍ୟକ୍ରମ ପରିଚାଳନା ରେ ପଡିଆ ପରିଚାଳକ, ଖେଳ ଶିକ୍ଷକ ରଘୁନାଥ ଥନାପତି ଙ୍କ ତତ୍ୱାବଧାନରେ ଏହି ମ୍ୟାଚ ସବୁ କୁ ନରସିଂହ ସେଠୀ ପ୍ରମୋଦ ପୁଟେ ଲ, ସଞ୍ଜୟ ଫତେସିଂହ, ସାନ ଡାଙ୍ଗ, ଶିକ୍ଷକ ଶ୍ୟାମସୁନ୍ଦର ନାଏକ, ସଞ୍ଜୟ ସାହୁ, ମହମ୍ମଦ କଲିମ ଙ୍କ ସହଯୋଗରେ ପରିଚାଳିତ ହୋଇଥିଲା l ଜ଼ିଲ୍ଲା କ୍ରୀଡା ନିରୀକ୍ଷକ ଦୁର୍ଯ୍ୟଧନ ରାଉତ ଙ୍କୁ ଜଣେ ଶ୍ରେଷ୍ଠ ସଂଗଠକ, କ୍ରୀଡା ନିରୀକ୍ଷକ ଭାବେ ଏହି ମଞ୍ଚ ରେ ଓଡିଶା ସାମ୍ବାଦିକ ସଂଘ ସୁବର୍ଣ୍ଣପୁର ଶାଖା ପକ୍ଷରୁ ଅତିଥି  ଏଡିଏମ ଶ୍ରୀମତୀ ନିଶି ପୁନମ ମିଞ୍ଜ ଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା l  ପିଇଟି ସଂଜୀବ ସାହୁ ଓ ସାମ୍ବାଦିକ ମନୋରଞ୍ଜନ ତ୍ରିପାଠୀ ଫାଇନାଲ ଖେଳ ର ଧରା ବିବରଣୀ ପ୍ରଦାନ କରି ସଭା ମଞ୍ଚ କୁ ପରିଚାଳନା ରେ ସହଯୋଗ କରିଥିଲେ l  ଆଜି ସମସ୍ତ ବ୍ଲକ  ସ୍ତରରୁ ଫୁଟବଲ ଦଳ, ଜିଲ୍ଲାର ସମସ୍ତ ହାଇସ୍କୁଲ ର ଖେଳ ଶିକ୍ଷକ ଯୋଗ ଦେଇଥିଲେ।  ବ୍ଲକ କ୍ରୀଡା ସଂପାଦକ ଙ୍କ ତତ୍ତ୍ଵାବଧାନରେ ସମସ୍ତ ବ୍ଲକ ଫୁଟବଲ ଟିମ ଜିଲ୍ଲା ସ୍ତରୀୟ ଫୁଟବଲ ପ୍ରତିଯୋଗିତା ରେ ଭାଗ ନେଇ ଥିବାରୁ ବ୍ଲକ ସଂପାଦକ ମାନଙ୍କୁ ବିଦ୍ୟାଳୟ କ୍ରୀଡା ସଂପାଦକ ଦୁର୍ଯୋଧନ ରାଉତ ଧନ୍ୟବାଦ ଅର୍ପଣ କରିଛନ୍ତି । ଏବଂ ଖେଳ ଆରମ୍ଭ ରୁ ପଡିଆ ର ସ୍ୱଚ୍ଛତା ଦିଗରେ  ସମ୍ପୂର୍ଣ ସହାୟତା କରିଥିବା ରୁ  ସୁବର୍ଣ୍ଣପୁର ଏସପି ଶ୍ରୀ ଅମରେଶ ପଣ୍ଡା ଙ୍କ ସମେତ ସ୍ୱଚ୍ଛ ଭାରତ, ରୟାଲ ସ୍ପୋର୍ଟିଂ, ଇନଫିନିଟି,  ଭଲିବଲ ଟିମ ଓ ପୌର ପରିଷଦ କର୍ମଚାରୀ ଙ୍କୁ ସଭାରେ  ଜ଼ିଲ୍ଲା ଶିକ୍ଷାଧିକାରୀ ଓ କ୍ରୀଡା ନିରୀକ୍ଷକ ଧନ୍ୟବାଦ  ଓ  କୃତଜ୍ଞତା ଅର୍ପଣ କରି ଭୁୟସୀ ପ୍ରଂଶଂସା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like