-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||     

HOME   ଜିଲ୍ଲା

ଅକ୍ଟୋବର ୨୦ ହାଇକୋର୍ଟ ବେଞ୍ଚ ଆନ୍ଦୋଳନ ପାଇଁ ପ୍ରସ୍ତୁତି ବୈଠକ, ଆନ୍ଦୋଳନକୁ ଜୋରଦାର୍ କରିବାକୁ ଆହ୍ୱାନ

17-Oct-2022



ବଲାଙ୍ଗିର ଏକ୍ସନ କମିଟିର ନେତୃତ୍ୱରେ ତଥା ବଲାଙ୍ଗିର ଜିଲ୍ଲା ଓକିଲ ସଂଘ ସହାୟତାରେ ଆସନ୍ତା ଅକ୍ଟୋବର ୨୦ ତାରିଖରେ  ବଲାଙ୍ଗିରରେ ହାଇକୋର୍ଟ ର ପୁନଃସ୍ଥାପନ ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଓ ସମସ୍ତ ସରକାରୀ ଓ ବେସରକାରୀ ଆଫିସ, ବ୍ୟାଙ୍କ ଓ ବୀମା କାର୍ଯ୍ୟାଳୟ ଆଦି ବନ୍ଦ କରାଯିବାକୁ  ସ୍ଥିରୀକୃତ ହୋଇଛି l ଏହି ଅବସରରେ ବିକ୍ଷୋଭ ସମାବେଶ  କୁ ସଫଳ କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ସିଭିଲ କୋର୍ଟ ବାର ହଲ ଠାରେ ଅନୁଷ୍ଠିତ ହୋଇଯାଇଛି l   ବଲାଙ୍ଗୀରର ବଲାଙ୍ଗିର ଏକ୍ସନ କମିଟିର ଆବାହକ ଗୋପ ଲଜୀ ପାଣିଗ୍ରାହୀଙ୍କ ଆବାହକତ୍ବରେ ଅନୁଷ୍ଠିତ ଏହି  ପ୍ରସ୍ତୁତି ବୈଠକରେ  ଜିଲ୍ଲାର ବିଭିନ୍ନ ସାମାଜିକ ଓ ସ୍ବେଚ୍ଛାସେବୀ ଅନୁଷ୍ଠାନ, ବୁଦ୍ଧିଜୀବୀ ଓ ସାମ୍ବାଦିକ ମାନେ ଯୋଗ ଦେଇ ହାଇକୋର୍ଟ ବେଂଚ ଆନ୍ଦୋଳନକୁ ତୃଣମୂଳ ସ୍ତରରେ ସୁଦୃଢ କରିବା ପାଇଁ ନିଜର ସମର୍ଥନ ଜଣାଇ ଥିଲେ l ଜିଲ୍ଲା ଓକିଲ ସଂଘ ର ସଭାପତି ଅମରେଶ ତ୍ରିପାଠୀ ସଭାରେ ସଭାପତିତ୍ଵ କରିଥିବା ବେଳେ ସମ୍ପାଦକ ଅଧିକାରୀ ଦନ୍ତା ଧନ୍ୟବାଦ ଅର୍ପଣ କରିଥିଲେ l ଜିଲ୍ଲା ଓକିଲ ସଂଘର ଉପସଭାପତି ସରୋଜ ଗୁପ୍ତା ମଞ୍ଚାସୀନ ଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ପଶ୍ଚିମ ଓଡିଶା ଯୁବା ମଂଚ ର ଅଭିଷେକ ଦାସ ବିନୋଦ କଳସlଏ,  ଆଇନଜୀବୀ ଅରବିନ୍ଦ ପୂଜାରୀ, ଭବାନୀ ଶଙ୍କର ସତପଥୀ, ଗୋପାଳ ହୋତା, ଅସିତ୍ ଷଡଙ୍ଗୀ, ସାମ୍ବାଦିକ ବିରେନ୍ଦ୍ର ଝାଙ୍କର, ସୁଧୀର ମିଶ୍ର ଚିତ୍ତରଞ୍ଜନ ମିଶ୍ର, ଗୋବିନ୍ଦ ସାହୁ, ବରିଷ୍ଠ ନାଗରିକ କମିଟିର ମନୋରଞ୍ଜନ ମିଶ୍ର, ବେଲlର ସିଂହ ଭୋଇ ପ୍ରମୁଖ ଆନ୍ଦୋଳନକୁ ସମର୍ଥନ ଜଣାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026

You Might Also Like