-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ତେଲ ନଦୀରେ ଉଠାଜଳସେଚନ ମେଗା ପ୍ରକଳ୍ପ ଦାବି ପ୍ରସଙ୍ଗ.... କ୍ଷେତ୍ର ସମ୍ଭାବ୍ୟତା ରିପୋର୍ଟ ଦେବାକୁ ମୁଖ୍ୟ ଯନ୍ତ୍ରୀ ଙ୍କୁ ଚିଠି

17-Oct-2022



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ର ସୀମାବର୍ତୀ ଗଜବାହଲ, ରିଷିଡା ଓ ପୌରକେଲା ପଞ୍ଚାୟତ ର ଚାଷୀ ମାନେ ତେଲ ନଦୀ ଠାରେ ବୃହତ ଉଠାଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ ଦୀର୍ଘ ବର୍ଷ ହେଲା ଦାବି କରି ଆସୁଥିଲେ। ତେବେ ଓଡିଶା ସରକାରଙ୍କ ଜଳ ସଂପଦ ବିଭାଗ ଅନୁସାଶନ ସଚିବ ଏନେଇ ମେଗା ଲିଫ୍ଟ ମୁଖ୍ୟ ଯନ୍ତ୍ରୀ  ଙ୍କୁ ପତ୍ର ନମ୍ବର-୨୬୨୬୯/ଡବ୍ଲୁ. ଆର ତାରିଖ ୧୦/୧୦/୨୦୨୨ ରେ କ୍ଷେତ୍ର ସମ୍ଭାବ୍ୟତା (ଫିଜିବିଲିଟି) ରିପୋର୍ଟ ପ୍ରଦାନ ପାଇଁ ନିର୍ଦେଶ ଦେଇଛନ୍ତି।ଏ ଖବର ପ୍ରଚାର ହେବା ମାତ୍ରେ ଅଞ୍ଚଳର ଚାଷୀ ମହଲରେ ଖୁସିର ଲହରୀ ଖେଳିଯାଇଛି। ଏଠାରେ ସୂଚନାଯୋଗ୍ୟ ଯେ ଗତ ଅଗଷ୍ଟ ମାସ ୨୭ ତାରିଖ ରିଷିଡା ସରପଞ୍ଚ ସେବତୀ ରଣା, ଗଜବାହଲ ପଞ୍ଚାୟତ ସରପଞ୍ଚ ଅରବିନ୍ଦ ଗହୀର,ଓ ପୌରକେଲା ପଞ୍ଚାୟତ ସରପଞ୍ଚ  ଯଶୋଶ୍ୱିନୀ ଧରୁଆ ଙ୍କ  ନେତୃତ୍ୱରେ ଏକ ଚାଷୀ ପ୍ରତିନିଧି ଦଳ ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ ଙ୍କୁ ସାକ୍ଷାତ କରି ତେଲ ନଦୀ ରେ ମେଗା ପ୍ରକଳ୍ପ ପାଇଁ ଦାବିପତ୍ର ପ୍ରଦାନ କରିଥିଲେ। ମନ୍ତ୍ରୀ ଏହାକୁ ଗୁରୁତର ସହ ନେଇ ବିହିତ ପଦକ୍ଷେପ ନେବାକୁ ବିଭାଗୀୟ ଅଧିକାରୀ ଙ୍କୁ ନିର୍ଦେଶ ଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like