-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଖେଳ

୨୧ରୁ ରାଜ୍ୟ ବ୍ୟାଡମିନ୍ଟନ ଚମ୍ପିଆନସିପ, ସାରା ରାଜ୍ୟରୁ ଭାଗ ନେବେ ୨୦୦ ପ୍ରତିଯୋଗୀ,  ଜାତୀୟ ସ୍ତରର ଖେଳାଳି ପ୍ରସ୍ତୁତ କରିବା ଏକ ମାତ୍ର ଉଦ୍ଦେଶ୍ୟ- ଡିବିଏ

17-Oct-2022



ବଲାଙ୍ଗୀର,(ଅନ୍ତର୍ଯ୍ୟାମୀ ସାହୁ)- ସ୍ଥାନୀୟ ପି.ଆର. ହାଇସ୍କୁଲ ଇନଡୋର ଷ୍ଟାଡିଅମରେ ଆସନ୍ତା ୨୧ ତାରିଖରୁ  ଓଡିଶା ରାଜ୍ୟ ବ୍ୟାଡମିନ୍ଟନ ଚମ୍ପିଆନସିପ ଅନୁଷ୍ଠିତ ହେବ । ୧୫  ଓ ୧୭ବର୍ଷ ବର୍ଗରେ ଅନୁଷ୍ଠିତ ହେବାକୁ ଥିବା ଏହି ପ୍ରତିଯୋଗିତାରେ ସାରା ରାଜ୍ୟରୁ ପ୍ରାୟ ୨୦୦ ଜଣ ପ୍ରତିଯୋଗୀ ଭାଗ ନେବେ । ବ୍ୟାଡମିନ୍ଟନ ଖେଳରେ ଏସ୍ତରର ପ୍ରତିଯୋଗିତା ଆୟୋଜନ ପାଇଁ ବଲାଙ୍ଗିରକୁ ପ୍ରଥମ ଥର ପାଇଁ ସୁଯୋଗ ମିଳିଥିବା ବେଳେ ଏଭଳି ପ୍ରତିଯୋଗିତା ଅଂଚଳର ଖେଳାଳିମାନଙ୍କୁ ନୁତନ ଖେଳ ଶୈଳି ଶିଖାଇବା ସହ ଖେଳିବା ପାଇଁ ପ୍ରେରଣାଦାୟୀ ହେବ । ତେବେ ବ୍ୟାଡମିନ୍ଟନ ପାଇଁ ସହରରେ ଥିବା ନୁତନ ଇନଡୋର ସୁବିଧାର ସଦ୍ ଉପଯୋଗ କରି ଏଠାରୁ ଜାତୀୟ ସ୍ତରର ଖେଳାଳି ତିଆରି କରିବା ଜିଲ୍ଲା ବ୍ୟାଡମିନ୍ଟନ ସଂଘର ଏକ ମାତ୍ର ଉଦ୍ଦେଶ୍ୟ ବୋଲି ଆଜି ଇନଡୋର ଷ୍ଟାଡିଅମରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା ସଂଘର ସମ୍ପାଦକ ତଥା ପ୍ରତିଯୋଗିତାର ସାଂଗଠନିକ ସଂପାଦକ ସୁରୁଲାଲ ମଟାରୀ କହିଛନ୍ତି ।  
 ପ୍ରତିଯୋଗିତା ବିଷୟରେ ସେ ଆହୁରି ସୁଚନା ଦେଇଛନ୍ତି ଯେ, ସ୍ଥାନୀୟ ଇନଡୋର ଠାରେ ମଙ୍ଗଳବାର ଦିନଠୁଁ ଏକ ଛଅ ଦିନିଆ ବୈଷୟୀକ ଅଧିକାରୀ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବ । ଏଥିରେ ସାରା ରାଜ୍ୟରୁ ପ୍ରାୟ ୩୮ ଜଣ ଆଶାୟୀ ଅମ୍ପାୟାର ଯୋଗଦାନ କରିବେ ।  ପ୍ରଥମ ତିନି ଦିନ ଥିଓରି କ୍ଲାସ ହେବା ପରେ  ଦ୍ୱିତିୟ ପଯ୍ୟାୟରେ ତିନି ଦିନ ସେମାନେ ପ୍ରତିଯୋଗିତାରେ ପ୍ରାକ୍ଟିକାଲ କରିବେ । ବିଶ୍ୱ ବ୍ୟାଡମିନ୍ଟନ ଫେଡେରେସନ ଅମ୍ପାୟାର ଉଦୟ ସାନେ ଓ ଶୈଳେଶ କୁଲକର୍ଣ୍ଣୀଏମାନଙ୍କୁ ତାଲିମ ଦେବେ । ତିନି ଧରି ଏହି ଶିବର ହେବା ପରେ ୨୧ ତାରିଖ ସକାଳୁ ୧୫ ଓ ୧୭ ବୟଷ ବର୍ଗର ରାଜ୍ୟ ପ୍ରତିଯୋଗିତା ଆରମ୍ଭ ହେବ ।  ଉଭୟ ବର୍ଗରେ ଏକକ, ଯୁଗଳ ଓ ମିଶ୍ରିତ ଯୁଗଳ ପ୍ରତିଯୋଗିତାରେ ସାରା ରାଜ୍ୟରୁ ପ୍ରାୟ ୨୦୦ ପ୍ରତିଯୋଗୀ ଭାଗ ନେବେ । ରାଜ୍ୟ ସଂପାଦକ ନୀଲିନ କୁମାର, ଚିଫ ରେଫରି ରିତା ଦାଶ , ମ୍ୟାଚ କନୋ୍ଟ୍ରଲର ବିଜୟ ବାଗ, କୋର୍ଟ ଅଫିସିଆଲ ଚେଆରମ୍ୟାନ ମନୋରଞ୍ଜନ ଦାଶ ଓ ଟିଓ କୋଡିନେଟର ଲକ୍ଷପତି ନନ୍ଦ ତିନି ଦିନ ଧରି ପ୍ରତିଯୋଗିତା ପରିଚାଳନା କରିବେ । ୨୩ ତାରିଖ ଦିନ କୃତି ପ୍ରତିଯୋଗୀମାନଙ୍କୁ ସମ୍ମାନିତ କରାଯିବା ସହ ରାଜ୍ୟର ସମସ୍ତ ବୈଷୟୀକ ଅଧିକାରୀମାନଙ୍କୁ କିଟ ପ୍ରଦାନ କରାଯିବ ବୋଲି ଶ୍ରୀ ମଟାରୀ ସୁଚନା ଦେଇଛନ୍ତି । ଆଜିର ଏହି କାର୍ଯ୍ୟକ୍ରମରେ ଜିଲ୍ଲା କାର୍ଯ୍ୟକାରୀ ସଭାପତି ପବିତ୍ର ବେହେରା,  ଉପସଭାପତି ଘନଶ୍ୟାମ ମିଶ୍ର, ଜିଲ୍ଲା କୋଡିନେଟର ଆଦିତ୍ୟ କେଜରିୱାଲ, ମ୍ୟାଚ କୋଡିନେଟର ସୁରେନ୍ଦ୍ର ନେପାଲ ମଞ୍ଚାସିନ ଥିବା ବେଳେ  ବୈଷୟିକ ଅଧିକାରୀ ଅନନ୍ତ ବେହେରା, ମାନସ ମହାନ୍ତି, ଆଶିଷ ଉପାଧ୍ୟାୟ, ରାଜକିଶୋର ଶତପଥି, ଜିଲ୍ଲା ସଭ୍ୟ ବିରେନ୍ଦ୍ର ମିଶ୍ର, ଝୁଲୁ ପଟ୍ଟନାୟକ, କବିଚନ୍ଦ୍ର ଠାକୁର,ସୁନୀଲ ବେହେରା,ପ୍ରକାଶ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like