-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ଜିଲ୍ଲା

ଝରିଗାଁ ବ୍ଲକରେ ଜେଇ ଏବଂ ଠିକାଦାର ମାନଙ୍କ ମଧୁଚନ୍ଦ୍ରିକାର ଶିକାର ହେଲେ ନିରୀହ ଛାତ୍ରଛାତ୍ରୀ,ଛାତ ରୁ ପ୍ଲାଷ୍ଟର ପଡ଼ିବା ଘଟଣା: ତଦନ୍ତରେ ବାଟ ବଣା

18-Oct-2022



ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ୍, ବାଣୁଆ ଗୁଡ଼ା ପଞ୍ଚାୟତ ଅନ୍ତର୍ଗତ କୁହୁରା କୋଟ ଗ୍ରାମରେରହିଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ନିର୍ମାଣଧୀନ ଶ୍ରେଣୀକକ୍ଷ ରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଛାତ୍ର ଛାତ୍ରୀ ପାଠ ପଢ଼ୁଥିବାବେଳେ ଛାତରୁ ପ୍ଲାଷ୍ଟର ଖସି ତିନି ବାଳିକା ଆହତ ହୋଇଥିଲେ ଝରିଗାଁ ବ୍ଲକରେ ଜେଇ ଏବଂ ଠିକାଦାର ମାନଙ୍କ ମଧୁଚନ୍ଦ୍ରିକାର ଶିକାର ହେଲେ ନିରୀହ ଛାତ୍ରଛାତ୍ରୀ।

 ଗଣମାଧ୍ୟମରେ ଖବର ପ୍ରକାଶିତ ହେବା ପରେ ଝରିଗାଁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସତ୍ୟନାରାୟଣ ମେହେର ଙ୍କ ନିର୍ଦ୍ଦେଶ କ୍ରମେ ବାଣୁଆ ଗୁଡ଼ା ପଞ୍ଚାୟତ ପି ଇ ଓ ଶ୍ରୀ ଅରୁଣ କୁମାର

ପଟ୍ଟନାୟକ ଏବଂ ବାଣୁଆ ଗୁଡ଼ା ସରପଂଚ ଶ୍ରୀମତି ଲକ୍ଷ୍ମୀ ପୂଜାରୀ ବିଦ୍ୟାଳୟ ପରିଦର୍ଶନ କରିଥିଲେ। ଗ୍ରାମବାସୀ ଶ୍ରେଣୀ ଗୃହ ମରାମତି ନିମ୍ନମାନର ହୋଇଥିବା ଯୋଗୁଁ ଛାତ୍ର ଛାତ୍ରୀ ଏହି ଘଟଣା ରେ ଆହତ ହୋଇଥିଲେ। ଘଟଣା ର ତଦନ୍ତ କରି ସଂପୃକ୍ତ ଠିକାଦାର ଏବଂ ଜେଇ ଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଗ୍ରାମବାସୀ ଦାବି କରିଥିଲେ। କିନ୍ତୁ ଏହି ଘଟଣା ବିଷୟରେ ଜାଣି ମଧ୍ୟ ଅଣଦେଖା କରୁଛି ବ୍ଲକ ପ୍ରଶାସନ । ବ୍ଲକ୍ ଶିକ୍ଷା ଅଧିକାରୀ ଶ୍ରୀ ଜଗନ୍ନାଥ ଧରୁଆ, ସିନିୟର୍ ଟେକ୍ନିକାଲ କନ୍ସଲ ଟେନ୍ସ ନବରଙ୍ଗପୁର ବିଚିତ୍ରା ନନ୍ଦ ପାଣିଗ୍ରାହୀ ଏବଂ ଜୁନିଅର ଟେକ୍ନିକାଲ କନ୍ସଲ ଟେନ୍ସ ମନୋରଞ୍ଜନ ଭୋଇ ବିଦ୍ୟାଳୟକୁ ପରିଦର୍ଶନରେ ଯାଇଥିଲେ।ସୂଚନା ଯୋଗ୍ୟ ଏହି ପଞ୍ଚାୟତର ସରକାରୀ କାମ ତଦାରଖ କରୁଥିବା ଜେଇ ବା ସଂପୃକ୍ତ ଯନ୍ତ୍ରୀ  ରାମ ଚନ୍ଦ୍ର ବେହେରା ଏବଂ ଠିକାଦାର ମାନଙ୍କ ମଧୁ ଚନ୍ଦ୍ରିକା ଯୋଗୁଁ ଏହି ପଞ୍ଚାୟତରେ ସରକାରୀ କାର୍ଯ୍ୟ ନିମ୍ନମାନର ହେଉଥିବା ବାରମ୍ବାର ଅଭିଯୋଗ ହେଉଥିଲେବି ବ୍ଲକ ପ୍ରଶାସନ ନିରବ ରହିବା ଏବେ ପ୍ରଶ୍ନବାଚୀ ସୃଷ୍ଟି କରୁଛି ।

(ରିପୋର୍ଟ: ମିହିର ଶଙ୍କର ପାତ୍ର,ନବରଙ୍ଗପୁର) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like