-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ପଙ୍କୋଦ୍ଧାର ନାମରେ ଲକ୍ଷାଧିକ ଟଙ୍କା ହେରଫେରkକୁ ନେଇ ଗ୍ରାମବାସୀଙ୍କ ଅଭିଯୋଗ

18-Oct-2022



'
ଦେଓଗାଁ:- ସରକାର ଗ୍ରାମାଞ୍ଚଳ ମାନଙ୍କରେ ବସବାସ କରୁଥିବା ଲୋକଙ୍କ ସୁବିଧା ପାଇଁ ରାଜ୍ୟ ରାଜକୋଷ ରୁ କୋଟି କୋଟି ଟଙ୍କା ମଞ୍ଜୁର କରୁଛନ୍ତି । ଉନ୍ନତି ନାମରେ ସେହି ଟଙ୍କା ଗୁଡ଼ିକ କେମିତି ବାଟ ମାରଣ ହେଉଛି ଏହାର ଏକ ନଗ୍ନ ନମୁନା ଦେଓଗାଁ ବ୍ଲକ ଅଧିନସ୍ଥ ଧଣ୍ଡାମାଲ ପଞ୍ଚାୟତ ବିଲାସପୁର ଗ୍ରାମରେ ଦେଖିବାକୁ ମିଳିଛି । ଗ୍ରାମବାସୀ ଙ୍କ ଅଭିଯୋଗ ଅନୁଯାୟୀ ଏହି ଗ୍ରାମର ଖାଇରକଟା ର ପଙ୍କୋଦ୍ଧାର ପାଇ ୫ ଲକ୍ଷ ଟଙ୍କା ଧାର୍ଯ୍ୟ ହୋଇ କାମ ଆରମ୍ଭ ହୋଇଥିଲା । ପ୍ରାୟ ଦେଢ଼ ଲକ୍ଷ ଟଙ୍କାର କାମ ହୋଇଥିବା ବେଳେ ,ନିମ୍ନ ମାନ କାର୍ଯ୍ୟ ଯୋଗୁ ଗ୍ରାମବାସୀ ଉତ୍କ କାମ କୁ ବନ୍ଦ କରିଦେଇଥିଲେ । ଏହି କାମ ମେଁ ମାସରେ ଆରମ୍ଭ ହୋଇଥିବା ଅଭିଯୋଗରୁ ଜଣାପଡିଛି।କାମ ବନ୍ଦ କଲାପରେ ଗ୍ରାମବାସୀ ମାନେ ଜାଣିବାକୁ ପାଇଲେ କୁଆଡେ ଅସମ୍ପୂର୍ଣ୍ଣ କାମକୁ ସଂପୂର୍ଣ୍ଣ ଦର୍ଶାଇ ୫ ଲକ୍ଷ ଟଙ୍କା ବିଲ ଉଠାଇ ନେଇଛନ୍ତି । ଏହାର ପ୍ରତିବାଦରେ ଗ୍ରାମବାସୀ ଦେଓଗାଁ ବିଡ଼ିଓ ଙ୍କ ଠାରେ ଅଭିଯୋଗ କରିଥିବା କହିଥିଲେ । ବିଡ଼ିଓ କୌଣସି ପଦକ୍ଷେପ ନେଇ ନ ଥିବା ରୁ ଗ୍ରାମର ପ୍ରାୟ ୨୦ ରୁ ଉର୍ଦ୍ଧ୍ବ ଗ୍ରାମବାସୀ ଜିଲ୍ଲାପାଳ ଙ୍କୁ ଲିଖିତ ଅଭିଯୋଗ ଦେଇଥିଲେ । ପ୍ରକାଶ ଥାଉ କି ଏହି ଖାଇରକଟା ଉପରେ ବିଲାସପୁର ଗ୍ରାମବାସୀ ଜଳ ପାଇଁ ନିର୍ଭର କରିଥାନ୍ତି । ଏଣୁ ଗ୍ରାମବାସୀ ନ୍ୟାୟ ମିଳିବା ଆଶାରେ ଜିଲ୍ଲାପାଳ ଙ୍କ ଦ୍ବାରସ୍ଥ ହୋଇଥିଲେ । ଅଭିଯୋଗ ର ସତ୍ୟାସତ୍ୟ ଜାଣିବା ପାଇଁ ସଂପୃକ୍ତ ଜେଇ ଙ୍କ ମୋବାଇଲ ନମ୍ବର ୮୬୩୭୨୨୪୯୩୭ କୁ ଫୋନ୍ କରିଥିଲେ ମଧ୍ୟ ଯୋଗାଯୋଗ ହୋଇପାରି ନ ଥିଲା ।ଜିଲ୍ଲାପାଳ ଉକ୍ତ ଖାଇରକଟା ପଙ୍କୋଦ୍ଧାର ର ତଦନ୍ତ କଲେ ଅସଲ ତଥ୍ୟ ଲୋକ ଲୋଚନ କୁ ଆସିବ ବୋଲି ଗ୍ରାମବାସୀ ମିଲାପ ମହାକୁର,ସତ୍ୟ କରନ୍, ବନମାଳୀ ଥନାପତି ,ଘନଶ୍ୟାମ , ବିପିନ୍ ଦେହୁରୀ, ବିରଞ୍ଚି,ସମେତ ଅନ୍ୟମାନେ ଲିଖିତ ଅଭିଯୋଗ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like